‘ଶ୍ରୀମନ୍ଦିର ସଂପୂର୍ଣ୍ଣ ସୁରକ୍ଷିତ’

ପୁରୀ ଅଫିସ,୨୫।୪: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ପରେ ପୁରୀ ଗଜପତିଙ୍କ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଶ୍ରୀମନ୍ଦିର ସଂପୂର୍ଣ୍ଣ ସୁରକ୍ଷିତ ଅଛି । ମହାପ୍ରଭୁଙ୍କ କାମ ହେଉଛି ସମସ୍ତଙ୍କ କାର୍ଯ୍ୟ। ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟକୁ ସମସ୍ତେ ଆଗେଇ ନେବା ଉଚିତ୍‌। ମହାପ୍ରଭୁଙ୍କର କାମରେ ବିରୋଧ କିମ୍ବା ବାଧା ସୃଷ୍ଟ କରିବା ଉଚିତ୍‌ ନୁହେଁ ବୋଲି କହିଛନ୍ତି ଗଜପତି ମହାରାଜ ଦିବ୍ୟ ସିଂହ ଦେବ ।

ଆହୁରି କହିଛନ୍ତି ଯେ, ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ସହଯୋଗରେ କାମ ଜାରି ରହି କାମ ଶେଷ ହେବା ଦରକାର । କୌଣସି ଗୋଟିଏ ବ୍ୟକ୍ତି କିମ୍ବା ଦଳ କିମ୍ବା ସରକାରଙ୍କ ଏହା କାମ ନୁହେଁ । ଏହି ଧାମକୁ ବିଶ୍ୱସ୍ତରରେ ସ୍ଥାପନ କରିବା ପାଇଁ ନିତାନ୍ତ ଆବଶ୍ୟକ । ଏଥିପାଇଁ ସମସ୍ତ ଭକ୍ତ ମିଳିମିଶି ଆଲୋଚନା କରି ପ୍ରଥମେ ସମସ୍ତ ବାଧା ହଟାଇବା ଦରକାର ।


Enter your email to get our daily news in your inbox.

All Right Reserved By Dharitri.Com

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ମଙ୍ଗଳବାର ଭାଜପା ଷ୍ଟାର ପ୍ରଚାରକ ଲିଷ୍ଟରେ ଅନୁଭବଙ୍କ ନାଁ ଥିଲା।

ଝିଅ ନିର୍ବାଚନ ଲଢିବା ନେଇ ମୁହଁ ଖୋଲିଲେ ମହମ୍ମଦ ମୋକିମ

କଟକ, ୨୪।୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ୨୦୨୪ରେ ବାରବାଟୀ-କଟକ ଆସନକୁ ନେଇ କଂଗ୍ରେସକୁ ଘାରିଛି ଚିନ୍ତା। କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ...

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

କନଫ୍ୟୁଜରେ ସୁର, ବଡ଼ପୁଅ ନା ସାନପୁଅ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର,୨୪।୪: ରୋଚକ ମୋଡ ନେଇଛି ସୁରଙ୍କ ଫ୍ୟାମିଲି ପଲିଟିକ୍ସ । ସାନ ପୁଅ ବିଜେଡି ଟିକେଟ ନେଇ ମଇଦାନକୁ ଓହ୍ଲାଇଥିବା ବେଳେ ବଡ଼ ପୁଅକୁ ନିମାପଡ଼ା...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri