ଉତ୍ତମ ଆଚରଣ, ବ୍ୟବହାର ନେଇ ସେବାୟତଙ୍କୁ ପ୍ରଶିକ୍ଷଣ

ପୁରୀ,୪।୪: ମହାପ୍ରଭୁଙ୍କ ଦୈନନ୍ଦିନ ସେବାକୁ ଆହୁରି ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ନୀଳାଦ୍ରି ଭକ୍ତ ନିବାସ ସଭାଗୃହରେ ଶୁକ୍ରବାର ସେବାୟତମାନଙ୍କ ଏକ ପ୍ରଶିକ୍ଷଣ ଶିବିର ଆରମ୍ଭ ହୋଇଯାଇଛି। ଶିବିରରେ ମହାପ୍ରଭୁଙ୍କ ସେବାରେ ନିୟୋଜିତ ସେବକମାନଙ୍କୁ ଉତ୍ତମ ଆଚରଣ ଏବଂ ବ୍ୟବହାର ଉପରେ ପ୍ରଶିକ୍ଷଣ ଦିଆଯାଉଛି। ଶିବର ୪ ଏବଂ ୫ ତାରିଖ ଦୁଇ ଦିନ ଧରି ଚାଲିବ। ଜିଲାପାଳ ଏବଂ ଶ୍ରୀମନ୍ଦିର ପ୍ରଶାସକଙ୍କ ତତ୍ୱାବଧାନରେ ଶିବିର ଆରମ୍ଭ ହୋଇଛି।

ସୂଚନା ଯୋଗ୍ୟ, ଶିବିରରେ ପ୍ରଶିକ୍ଷଣ ନେବା ନେଇ ସେବକମାନେ ନିଜ ନାମ ପଞ୍ଜୀକରଣ କରିଥିଲେ। ଏଥିରେ ପଞ୍ଜୀକୃତ ସମସ୍ତ ସେବାୟତଙ୍କୁ ପ୍ରଶିକ୍ଷଣ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟ୍ରେଟ ଅଫ ହର୍ମୁଜକୁ ନେଇ ଟ୍ରମ୍ପଙ୍କ ପରେ ଏବେ ଧମକ ଦେଲେଣି ସ୍କଟ ବେସେଣ୍ଟ , କହିଲେ ‘ଇରାନର ଦୁର୍ଗ…’

ଓ୍ବାଶିଂଟନ,୨୩।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଆହୁରି ବୃଦ୍ଧି ପାଇଛି। ଆମେରିକା ଏବଂ ଇରାନ ମଧ୍ୟରେ ବିବାଦ ଏବେ ଖୋଲାଖୋଲି ଭାବରେ ପ୍ରକାଶ ପାଇବାକୁ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ତିନି ଚିରଞ୍ଜୀବୀଙ୍କ ବିଚାର

ଶହୀଦ ଭଗତ ସିଂ, ସୁଖଦେବ ଓ ଶିବରାମ ରାଜଗୁରୁଙ୍କ ଅପରାଧଜନିତ ବିଚାରକୁ କଦାପି ବିଚାର କୁହାଯାଇ ପାରିବ ନାହିଁ। ତାହା ଅନ୍ୟାୟ, ଅବିବେକିତା ଓ ଅସଭ୍ୟତାର ଏକ…

ପରମାଣୁ ଅସ୍ତ୍ର ଛାୟାରୁ ମୁକ୍ତି

ବର୍ତ୍ତମାନର ବିଶ୍ୱରେ ଲାଗିରହିଛି ତିନୋଟି ମହାସମର। ତନ୍ମଧ୍ୟରୁ ରୁଷିଆ-ୟୁକ୍ରେନ୍‌ ଏବଂ ଇସ୍ରାଏଲ-ପାଲେଷ୍ଟାଇନ୍‌ ଯୁଦ୍ଧ ବର୍ଷ ବର୍ଷ ଧରି ଚାଲିଥିଲା ବେଳେ ନିକଟରେ ଆରମ୍ଭ ହୋଇଛି ଅତୀବ ଭୟଙ୍କର…

ଚର୍ଚ୍ଚାରେ କଣ୍ଠଶିଳ୍ପୀ ଦିପ୍ତିରେଖା: ପ୍ରଧାନମନ୍ତ୍ରୀ ମୋଦି ଶେୟାର କଲେ…

ଭୁବନେଶ୍ୱର,୨୩ା୩(ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଦୀପ୍ତିରେଖା ପାଢୀଙ୍କ ଭକ୍ତିମୟ ଭଜନ ‘ଦୁର୍ଗତି ନାଶିନୀ ମା’ର ଭିଡ଼ିଓ ଲିଙ୍କ୍‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ…

ବାସନ୍ତୀକ ନବରାତ୍ର ପୂଜା: ସ୍କନ୍ଧମାତା ବେଶରେ ମା’ ସମଲେଶ୍ବରୀ

ବରଗଡ଼,୨୩।୩,(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ପଞ୍ଚମ ଦିବସ ସୋମବାରରେ ଦେବୀ ସ୍କନ୍ଧମାତା ବେଶରେ ଦର୍ଶନ ଦେଇଛନ୍ତି ।…

ମଣ୍ଡଳ କାରାଗାରରେ ପୋଲିସର ବଡ଼ ଧରଣର ଚଢ଼ାଉ: ଆପତ୍ତିଜନକ…

ସମ୍ବଲପୁର,୨୩।୩(ପ୍ରମୋଦ ବହିଦାର): ସମ୍ବଲପୁର ମଣ୍ଡଳ କାରାଗାରରେ ସୋମବାର ଭୋର ସମୟରେ ଉପଜିଲାପାଳ ଡା. ପୁଷ୍ପାଞ୍ଜଳି ପଣ୍ଡାଙ୍କ ଉପସ୍ତିତିରେ ଏକ ଅତର୍କିତ ଚଢ଼ାଉ କରାଯାଇଛି। ସକାଳ ପ୍ରାୟ ୫ଟା…

ମାଂସ ଭାଗବଣ୍ଟାକୁ କେନ୍ଦ୍ରକରି ଗଣ୍ଡଗୋଳ: ଛୁରୀ ମାଡ଼ରେ ଯୁବକ ଗୁରୁତର

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର):ଜଙ୍ଗଲ ପୂଜା ସମୟରେ ମାଂସ ଭାଗବଣ୍ଟାକୁ କେନ୍ଦ୍ରକରି ବାରକୋଟ ଥାନାଅଞ୍ଚଳର ଜଣେ ଯୁବକଙ୍କୁ ସେହି ଗ୍ରାମର ଅନ୍ୟ ଜଣେ ଯୁବକ ଛୁରୀ ଭୁଷି ହତ୍ୟା…

ବିଧାୟକଙ୍କ ସ୍ବୀକାର, ସରକାର ନିର୍ବିକାର: ବିକ୍ରି ହୋଇପାରିନି ପଞ୍ଜୀକରଣରୁ ବାଦ୍‌ ପଡ଼ିଥିବା ଚାଷୀଙ୍କ ଧାନ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଆଉ ମାସକ ପରେ ରବିଧାନ ଅମଳ ହେବ। ଫଳରେ ରବି ଧାନବିକ୍ରି ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। କିନ୍ତୁ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri