ଆଜି ମହାପ୍ରଭୁଙ୍କର ବନକଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ ଅଫିସ, ୨୭।୪: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ବୁଧବାର ଅନୁଷ୍ଠିତ ହେବ । ଦତ୍ତ ମହାପାତ୍ର ସେବକମାନେ ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ଅପରାହ୍ନ ୪ ଟାରୁ ରାତି ୮ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ।
ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁଣି ଭକ୍ତ ଦର୍ଶନ କରିପାରିବେ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କମେଣ୍ଟମରାକୁ କେନ୍ଦ୍ରକରି ବୀଭତ୍ସ କାଣ୍ଡ: ୪ ମୃତ

ବହ୍ମପୁର ଅଫିସ,୨୩।୩: ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଥାନା ଅନ୍ତର୍ଗତ ପିତ୍ତଳ ନିକଟ ରାମଚନ୍ଦ୍ରପୁର ଛକରେ ଥିବା ମା’ଖମ୍ବେଶ୍ୱର ଫାଷ୍ଟଫୁଡ୍‌ ଦୋକାନରେ ହୋଇଥିବା ଗୋଷ୍ଠୀସଂଘର୍ଷରେ ଜଣେ ନାବାଳକ...

ସେବା ସମବାୟ ସମିତିରେ ଦୁର୍ନୀତି ଅଭିଯୋଗ: ଜିଲାପାଳଙ୍କଠାରେ ଫେରାଦ ହେଲେ ଚାଷୀ

ଭଦ୍ରକ ଅଫିସ,୧୭।୧୦- ଭଦ୍ରକ ବ୍ଲକ ଚୂଡ଼ାକୁଟି ସେବା ସମବାୟ ସମିତିରେ ବ୍ୟାପକ ଦୁର୍ନୀତି ହେଉଥିବା ନେଇ ଅଭିଯୋଗ କରାଯାଇଛି। ଏହି ସମବାୟ ସମିତି ଅଧୀନ ଚୂଡ଼ାକୁଟି,...

ଦୁର୍ଘଟଣାରେ ଚାଲିଗଲା ଏସ୍‌ଆଇଙ୍କ ଜୀବନ

ନୂଆପଡ଼ା ଅଫିସ,୧ା୯: ନୂଆପଡ଼ା ଜିଲା ଜୋଙ୍କ ଥାନା ଅନ୍ତର୍ଗତ ଗୋଟମା ଛକରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପୋଲିସ ଏସ୍‌ଆଇଙ୍କ ମୃତ୍ୟୁ ଘଟିଛି।...

ଦାରିଙ୍ଗବାଡିରେ ବଢିଲା ଶୀତ, ସର୍ବନିମ୍ମ ତାପମାତ୍ରା ୮

ଦାରିଙ୍ଗବାଡି,୯।୧୨(ଡି.ଏନ.ଏ): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡିରେ ପୁଣି ଶୀତ ଫେରିଛି। ଶୁକ୍ରବାର ଏଠୋରେ ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରୀ ରହିଛି। ଚଳିତ ବର୍ଷ...

୩ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତି ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର, ୩।୨: ରାଜ୍ୟର ୩ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତି ପାଇଁ ମଙ୍ଗଳବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେଗୁଡ଼ିକ ହେଲା କଟକ ମଧୁସୂଦନ...

୩୪ଜଣଙ୍କ ସ୍ବାବ ପରୀକ୍ଷା ଲାଗି ପଠାଗଲା ଏମ୍ସ

ଖୋର୍ଦ୍ଧା ଅଫିସ,୨ା୪ : କୋଭିଡ-୧୯(କରୋନା ଭାଇରସ) ସଂକ୍ରମଣ ମୁକାବିଲା ଲାଗି ଦେଶରେ ଲକଡାଉନ ଜାରି ରହିଛି। ଏହି ଭୂତାଣୁକୁ ରୋକିବା ପାଇଁ ରାଜ୍ୟ ସ୍ବାସ୍ଥ୍ୟ ଓ...

୧୨ ମହିଳାଙ୍କୁ ମିଶନଶକ୍ତି ‘କାଫେ’ର ଦାୟିତ୍ୱ

କେସିଙ୍ଗା,୧୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦର ଅମ୍ବାଜି ମନ୍ଦିର ନିକଟରେ ଥିବା ମିଶନ ଶକ୍ତି କାଫେ ଓ ଭେଣ୍ଡିଂ ଜୋନ ଅଧ୍ୟକ୍ଷ...

ସେଲ୍‌ଫି ନେଲାବେଳେ ନଦୀରେ ଯୁବତୀ ଖସିପଡ଼ିବା ଭିଡିଓ ଭାଇରାଲ

ବାଲିଶଙ୍କରା୧୧।୧: ସୁନ୍ଦରଗଡ଼ ଜିଲା ବାଲିଶଙ୍କରା ବ୍ଲକ ଅନ୍ତର୍ଗତ ଇବ୍‌ନଦୀର ଘୋଘର କନାକୁଣ୍ଡ ଘାଟରେ ଗତ ୩ ତାରିଖରେ ପିକ୍‌ନିକ୍‌ କରିବାକୁ ଯାଇଥିବା ଜଣେ ଯୁବତୀ ସେଲ୍‌ଫି...

Advertisement
Archives

Model This Week