ଶ୍ରୀରାମଚରିତ ମାନସ କଥାମୃତ ଉଦ୍‌ଯାପିତ

ଦିଗପହଣ୍ଡି,୨୭ା୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ରାଜବାଟି ସିଂହଦ୍ୱାର ସମ୍ମୁଖରେ ୧୮ ତାରିଖଠାରୁ ଆରମ୍ଭ ହୋଇଥିବା ଶ୍ରୀରାମ ଚରିତ ମାନସ ନବାହ୍ନ ପାରାୟଣ ଓ କଥାମୃତ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଛି। ପଣ୍ଡିତ ସମ୍ଭବ ତ୍ରିପାଠୀ ଏବଂ ଲକ୍ଷ୍ମୀ ନାରାୟଣ ଦାସଙ୍କ ମିଳିତ ପୌରହିତ୍ୟରେ ଘୃତଯଜ୍ଞ ପୂର୍ଣ୍ଣାହୂତିରେ ଉଜ୍ଜଳ ସାହୁ ସସ୍ତ୍ରୀକ କର୍ତ୍ତା ଆସନ ଅଳଙ୍କୃତ କରିଥିଲେ।

ପଣ୍ଡିତ କମଳଲୋଚନ ଦାସ ମହାରାଜ ପ୍ରବକ୍ତା ଭାବେ ଯୋଗଦେଇ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ରାଜ୍ୟାଭିଷେକ ପ୍ରସଙ୍ଗ ଉପରେ କଥାମୃତ ଶ୍ରବଣ କରାଇଥିଲେ। ଉପସ୍ଥିତ ଶ୍ରଦ୍ଧାଳୁ ବୃନ୍ଦ ଶ୍ରୀରାମଦୟା ପରିଷଦର ମହାମଣ୍ଡଳେଶ୍ୱର ବ୍ୟାସ ମହନ୍ତ ଗଙ୍ଗାରାମ ଦାସ ମହାରାଜଙ୍କୁ ସମ୍ବର୍ଦ୍ଧିତ କରିଥିଲେ।

ଦିଗପହଣ୍ଡି ଏନଏସି ଅଧ୍ୟକ୍ଷ ପ୍ରଫୁଲ ପଣ୍ଡାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ହରିକୃଷ୍ଣ ପଣ୍ଡାଙ୍କ ସଭାପତିତ୍ୱ ଏବଂ ଆଇନଜୀବୀ ହରପ୍ରସାଦ ରଥଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ପରିଚାଳନା କମିଟି କର୍ମକର୍ତ୍ତା ସତ୍ୟନାରାୟଣ ଦାଶ, ହରିକୃଷ୍ଣ ସାହୁ, କାଳୁଚରଣ ପାଣିଗ୍ରାହୀ, ଲକ୍ଷ୍ମୀ ନୃସିଂହ ମାର୍ଥା, ହେମନ୍ତ ପାଣିଗ୍ରାହୀ, ବିଚିତ୍ରାନନ୍ଦ ପଟ୍ଟନାୟକ, ସୁବାସ ଚନ୍ଦ୍ର ପାଢ଼ୀ, ଭାଗିରଥି ଚୌଧୁରୀ, ପି.ଗୋବିନ୍ଦ ପାତ୍ର, ବିନୋଦ ଚନ୍ଦ୍ର ଦାଶ, ପ୍ରଦୀପ ପାଣିଗ୍ରାହୀ, ଇ. ଶଙ୍କର, ସୁରେନ୍ଦ୍ର ପଟ୍ଟନାୟକ, ରାମୁ ଆଚାରୀ, ଗୌରଚନ୍ଦ୍ର ପୂଜାରୀ, ଏମ୍‌.ବାଇନାଥ, ବାଲ୍ମୀକି ବେହେରା ଓ ଅନ୍ୟମାନେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?