Posted inକଟକ

‘ଆଧ୍ୟାତ୍ମିକ ବ୍ୟକ୍ତିତ୍ୱ ସମ୍ମାନ’ରେ ସମ୍ମାନିତ ହେଲେ ଶ୍ରୀସନ୍ନ୍ୟାସୀ ଜୀ

କଟକ ଅଫିସ,୧୯ା୪: କଟକ ସଦର ସାମାଜିକ ଓ ସାଂସ୍କୃତିକ ସଂସଦ ଦ୍ୱାରା ଇଷାଣି ବ୍ରହ୍ମପୁର ପଞ୍ଚାୟତ ମଲ୍ଲୀପୁରର ମହାନଦୀପଠାରେ ‘ମହାନଦୀ ତଟୋତ୍ସବ’ ଅନୁଷ୍ଠିତ ହୋଇଯାଇଛି। ଏହି ମହୋତ୍ସବର ଚତୁର୍ଥ ସନ୍ଧ୍ୟାରେ ବିଶିଷ୍ଟ ଆଧ୍ୟାତ୍ମିକ ସ୍ତମ୍ଭକାର, ଲୋକପ୍ରିୟ ଆଧ୍ୟାତ୍ମିକ ପତ୍ରିକା ‘ଦିବ୍ୟାଲୋକ ସନ୍ଧାନେ’ର ସମ୍ପାଦକ ତଥା ପ୍ରବକ୍ତା (ଇଂ) ଶ୍ରୀସନ୍ନ୍ୟାସୀ ଜୀଙ୍କୁ ‘ଆଧ୍ୟାତ୍ମିକ ବ୍ୟକ୍ତିତ୍ୱ’ ସମ୍ମାନରେ ସମ୍ମାନିତ କରାଯାଇଛି। ପୂର୍ବତନ ସଦର ବିଧାୟକ ଚନ୍ଦ୍ରସାରଥୀ ବେହେରା ଶ୍ରୀସନ୍ନ୍ୟାସୀ ଜୀଙ୍କୁ ଉତ୍ତରୀୟ, ମାନପତ୍ର ଏବଂ ପୁଷ୍ପଗୁଚ୍ଛ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ l ଶ୍ରୀସନ୍ନ୍ୟାସୀ ବୃତ୍ତିରେ ଅଡ଼ଶପୁର କସର୍ଦାସ୍ଥିତ ଆପେକ୍ସ ଆଇଟିଆଇର ଅଧ୍ୟକ୍ଷ ଅଟନ୍ତି। ସେ ଅନେକ ଟିଭି ଚାନେଲ ଏବଂ ଆକାଶବାଣୀରେ ସମାଜକୁ ଆଧ୍ୟାତ୍ମିକ ମାର୍ଗ ଦର୍ଶନ ପ୍ରଦାନ କରି ଆସୁଛନ୍ତି। ଏତଦ୍‌ ବ୍ୟତୀତ ଅନେକ ପ୍ରତିଷ୍ଠିତ ଦୈନିକ ଖବରକାଗଜରେ ଆଧ୍ୟାତ୍ମିକ ସ୍ତମ୍ଭମାନ ରଚନା କରି ରାଜ୍ୟରେ ଯଥେଷ୍ଟ ପାଠକୀୟ ପ୍ରଶଂସା ମଧ୍ୟ ଅର୍ଜନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inକଟକ View All

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

୫,୯୬୭ ଡାକ୍ତର ପଦ ଖାଲି, ଡିଗ୍ରୀଧାରୀଙ୍କୁ ମିଳୁନି ଚାକିରି: ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭୁବନେଶ୍ୱର/କଟକ, ୭।୪(ରବିନାରାୟଣ ଜେନା/ଶିଳ୍ପା ପ୍ରିୟଦର୍ଶିନୀ)ନିକଟରେ ବିଧାନସଭାର ବଜେଟ ଅଧିବେଶନ କାଳରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ପ୍ରଶ୍ନର ଉତ୍ତରରେ କହିଥିଲେ, ଡବ୍ଲ୍ୟୁଏଚ୍‌ଓ ମାନଦଣ୍ଡ ଅନୁଯାୟୀ ଆବଶ୍ୟକ ଡାକ୍ତର…

ସଂସ୍ଥା ପ୍ରତି ନିଷ୍ଠା,ଏକାଗ୍ରତା ଜରୁରୀ: କରିମ୍‌ କବିରୁଦ୍ଦିନ

କଟକଠାରେ ପ୍ରତିଷ୍ଠିତ ହେଲ୍‌ଥ ଫୁଡ୍‌ ପ୍ରଡକ୍ଟ ପ୍ରା. ଲିଃ.ର ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର କରିମ୍‌ କବିରୁଦ୍ଦିନ ଓଡ଼ିଶାର ଅନେକ ପରିବାରକୁ ରୋଜଗାରକ୍ଷମ କରି ବେକାର ସମସ୍ୟାର ସମାଧାନ କରିବାର…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା….

କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି…

ନବୀନ ନିବାସରେ କଟକ-ଚୌଦ୍ୱାରର ୮ କର୍ପୋରେଟର: ଡକରା ପରେ…

ଭୁବନେଶ୍ୱର,୩୦।୩: ନବୀନ ନିବାସରେ ପହଞ୍ଚିଛନ୍ତି କଟକ-ଚୌଦ୍ୱାରର ୮ କର୍ପୋରେଟର। ପ୍ରତାପ ଜେନାଙ୍କ ନେତୃତ୍ୱରେ ନବୀନ ନିବାସରେ ପହଞ୍ଚିଥିବା ସୂଚନା ମିଳିଛି। କଟକ ରାଜନୀତି ସରଗରମକୁ ନେଇ ନବୀନ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ରଥଯାତ୍ରା ପାଇଁ କାଠ ଚିରା ଆରମ୍ଭ

କଟକ,୨୭।୩: ଶୁକ୍ରବାର ପବିତ୍ର ଶ୍ରୀରାମ ନବମୀ। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ରଥ କାଠ ଚିରଟ ଆରମ୍ଭ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri