ବଦଳିଲା ଶ୍ରୀମନ୍ଦିର ଧ୍ବଜା ବନ୍ଧା ନୀତି ସମୟ

ପୁରୀ,୧୧।୧୧: କାର୍ତ୍ତିକ ମାସରେ ଅସମ୍ଭବ ଭିଡ଼ ଯୋଗୁ ଧ୍ୱଜାବନ୍ଧା ନୀତି ସନ୍ଧ୍ୟା ବଦଳରେ ଅପରାହ୍ନ ୩ଟା ୩୦ରୁ ୪ଟା ମଧ୍ୟରେ କରିବା ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ଚୁନରା ସେବକମାନଙ୍କୁ ସ୍ବତନ୍ତ୍ର ଆଦେଶ ଦିଆଯାଇଛି। ପ୍ରତିିଦିନ ଅପରାହ୍ନ ସମୟରେ କମ୍‌ ଗହଳି ମଧ୍ୟରେ ଧ୍ୱଜାବନ୍ଧା ହେବା ଲକ୍ଷ୍ୟରେ ଏହି ନିର୍ଦ୍ଦେଶ ଜାରି କରାଯାଇଥିବା ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି।

ଧ୍ୱଜାବନ୍ଧା ଦେଖିବା ପାଇଁ ମନ୍ଦିର ଭିତରେ ଓ ସିଂହଦ୍ୱାର ବାହାର ରାସ୍ତାରେ ବହୁ ଭକ୍ତ ଗହଳି କରୁଛନ୍ତି। ଏଣୁ ପରବର୍ତ୍ତୀ ସପ୍ତାହଟି ପାଇଁ ୩ଟା ୩୦ ମି ସମୟରେ ଧ୍ୱଜା ବନ୍ଧା ସମାପନ କରିବା ପାଇଁ ଶ୍ରୀମନ୍ଦିର କମାଣ୍ଡର ଓ ସୁପରଭାଇଜରଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଚୁନରା ସେବକମାନଙ୍କର ସହଯୋଗ କାମନା କରିବା ସହ କୌଣସି ବ୍ୟତିକ୍ରମ ଗ୍ରହଣୀୟ ନୁହେଁ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ଷଡ଼ଙ୍ଗୀ ସୂଚନା ଦେଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ୟ ବିଶ୍ୱଯୁଦ୍ଧ ଆରମ୍ଭ! କିମ୍‌ କଲେ ୧୦ ମିସାଇଲ ଆଟାକ୍‌, ଛାରଖାର ହୋଇଯିବ…

ନୂଆଦିଲ୍ଲୀ,୧୪।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆଉ ଏକ ଅଞ୍ଚଳରେ ଉତ୍ତେଜନା ବୃଦ୍ଧି ପାଉଥିବା ରିପୋର୍ଟ ସାମ୍ନାକୁ ଆସିଛି। ଦକ୍ଷିଣ କୋରିଆ କହିଛି ଯେ ଉତ୍ତର…

ଗ୍ୟାସକୁ ନେଇ ହୁଅନ୍ତୁନି ଟେନସନ! ସରକାର କହିଲେ ରାଶନ କାର୍ଡ ଥିଲେ ମାଗଣାରେ ମିଳିବ….

ନୂଆଦିଲ୍ଲୀ,୧୪।୧: “ରନ୍ଧନ ଗ୍ୟାସର ଅଭାବ ହେଲେ ଆମେ ବିକଳ୍ପ ଇନ୍ଧନ ଭାବରେ କିରୋସିନ ଯୋଗାଇବାକୁ ପ୍ରସ୍ତୁତ” । ସାରା ଦେଶରେ ଯେତେବେଳେ ରନ୍ଧନ ଗ୍ୟାସ ଯୋଗାଣରେ ବିଳମ୍ବ…

ରାଜ୍ୟ ସଭା ନିର୍ବାଚନକୁ ନେଇ ନବୀନ-ଜୟନାରାୟଣ ମୁହାଁମୁହିଁ, ଘୋଡ଼ା ବେପାର କଥା ଉଠାଇ…

ଭୁବନେଶ୍ୱର,୧୪ା୩: ଆସନ୍ତା ୧୬ ତାରିଖରେ ଅନୁଷ୍ଠିତ ହେବ ରାଜ୍ୟ ସଭା ନିର୍ବାଚନ। ଏନେଇ ରାଜ୍ୟର ୩ ପ୍ରମୁଖ ଦଳ ଭାଜପା, ବିଜେଡି ଏବଂ କଂଗ୍ରେସ ନିଜ ବିଧାୟକମାନଙ୍କୁ…

ବନ୍ଧା ହେଲେ ଜନସେବା କେନ୍ଦ୍ର ମାଲିକ, ଲୋକ ଅଦାଲତ ନାଁରେ କରୁଥିଲେ…

ସମ୍ବଲପୁର,୧୪ା୩(ପ୍ରମୋଦ ବହିଦାର): ଜାତୀୟ ଲୋକ ଅଦାଲତରେ ବିଭିନ୍ନ ସମସ୍ୟାର ସମାଧାନ କରିଦେବାକୁ କହି ଶତାଧିକ ଲୋକଙ୍କୁ ଠକିବା ଅଭିଯୋଗରେ ସମ୍ବଲପୁର ଟାଉନ ଥାନା ପୋଲିସ ଜଣେ ଜନସେବା…

ଜେଲ୍‌ ଭିତରେ କଏଦୀଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ବଲାଙ୍ଗୀର,୧୪ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜେଲ୍‌ ଭିତରେ ଜଣେ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। କଏଦୀ ଜଣକ ବଲାଙ୍ଗୀର ସଦର ଥାନା କୁଶଙ୍ଗ ଗାଁର ଭୀଷ୍ମଦେବ ସାହୁ…

ରାଜ୍ୟ ସଭା ନିର୍ବାଚନକୁ ନେଇ ମୁହଁ ଖୋଲିଲେ ନବୀନ: କହିଲେ ଭାଜପା କରୁଛି ଘୋଡ଼ା ବେପାର

ଭୁବନେଶ୍ୱର,୧୪ା୩(ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନ ପାଇଁ ମଝିରେ ମାତ୍ର ୨ ଦିନ ରହିଲା। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ନିଜ ବିଧାୟକମାନଙ୍କୁ…

ରାସ୍ତାରେ ଧାନବସ୍ତା ରଖି ଅବରୋଧ କଲେ ଚାଷୀ

କେନ୍ଦୁଝର,୧୪ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ଥାନା କାଠ କରଞ୍ଜିଆ ପଞ୍ଚାୟତ ମୁଖ୍ୟାଳୟରେ ଶନିବାର ଚାଷୀମାନେ ବିଭିନ୍ନ ସମସ୍ୟାକୁ ନେଇ ଧାନ ବସ୍ତା ରଖି ରାସ୍ତା ଅବରୋଧ କରିଛନ୍ତି।…

ଦୋହଲିଗଲା ଖାର୍ଗ ଦ୍ୱୀପ! ଟ୍ରମ୍ପଙ୍କ ଦାବି: ସମସ୍ତ ଇରାନୀ ସାମରିକ ଘାଟି ଧ୍ୱଂସ; ଜାରି କଲେ ଭିଡିଓ

ଓ୍ବାଶିଂଟନ,୧୪।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ ଇରାନର ଖାର୍ଗ ଦ୍ୱୀପରେ ଆମେରିକାର ସେନା ପ୍ରବଳ ବୋମାମାଡ଼ କରିଛି। ଟ୍ରମ୍ପଙ୍କ ଅନୁଯାୟୀ, ଏହି ଆକ୍ରମଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri