ଶ୍ରୀବଳଦେବଜୀଉଙ୍କ ରଥଯାତ୍ରା: ସୁପ୍ରିମକୋର୍ଟରେ ମାମଲା

କେନ୍ଦ୍ରାପଡ଼ା ଅଫିସ, ୨୯।୬:  କେନ୍ଦ୍ରାପଡ଼ା ଜିଲା ଇଚ୍ଛାପୁରସ୍ଥ ଶ୍ରୀବଳଦେବଜୀଉଙ୍କ ରଥଯାତ୍ରା ମାମଲା ସୋମବାର ସୁପ୍ରିମକୋର୍ଟରେ ପହଞ୍ଚତ୍ଛି। କୋଭିଡ୍‌ କଟକଣା ମଧ୍ୟରେ ରଥଯାତ୍ରା ହେଉ ବୋଲି କ୍ଷିତୀଶ କୁମାର ସିଂହ, ବାବାଜି ପତ୍ରୀ, ମଦନ ପତ୍ରୀ ଏ ନେଇ ସୁପ୍ରିମ୍‌କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ଏ ସମ୍ପର୍କରେ ଆବେଦନକାରୀ କ୍ଷିତୀଶ କୁହନ୍ତି, ଶ୍ରୀବଳଦେବଜୀଉ ତୁଳସୀ କ୍ଷେତ୍ରାଧିପତି। ଶ୍ରୀକ୍ଷେତ୍ର ପରି ହିନ୍ଦୁ ସଂସ୍କୃତି ତୁଳସୀକ୍ଷେତ୍ରର ମାନ୍ୟତା ବହୁ ପୁରାତନ। ଏଠାରେ ଚାଲିଥିବା ରୀତିନୀତି ଶ୍ରୀଜଗନ୍ନାଥ ସଂସ୍କୃତିର ସ୍ବାକ୍ଷର ବହନ କରୁଛି। ଶ୍ରୀକ୍ଷେତ୍ରରେ ଜଗନ୍ନାଥଙ୍କ ରଥଯାତ୍ରା କୋଭିଡ୍‌ କଟକଣା ସହ ହେବାକୁ ରାଜ୍ୟ ସରକାର ମଞ୍ଜୁରୀ ଦେଇଛନ୍ତି। ହେଲେ କୋଭିଡ୍‌ କଟକଣା ଆଳରେ ଶ୍ରୀବଳଦେବଜୀଉଙ୍କ ରଥଯାତ୍ରା ବନ୍ଦ ରଖାଯାଇଛି। ଏହାକୁ ନେଇ ମୋଟ ୭ଟି ମାମଲା ହାଇକୋର୍ଟରେ ଶୁଣାଣି ହୋଇଛି। ହାଇକୋର୍ଟ ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ସମ୍ମାନ ଦେଇ, କୌଣସି ହସ୍ତକ୍ଷେପ କରିବାକୁ ମନା କରିବା ପରେ ଆମ୍ଭେମାନେ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଛୁ। ଖୁବ୍‌ଶୀଘ୍ର ଏହାର ଶୁଣାଣି ହୋଇ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ ବୋଲି ଆଶା ରଖିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର

ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...

ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…

ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...

ପାହାଡ ପାର୍ଶ୍ୱରୁ ମୋରମ ତାଢି ନେଉଯାଉଥିଲେ, ରୋକିଲେ ଗ୍ରାମବାସୀ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ ପାର୍ଶ୍ୱରୁ ମୋରମ ତାଡ଼ି ନେଇ ଅନ୍ୟ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri