ଶ୍ରୀଦୁର୍ଗାର ଲକି ଡ୍ର: ମିଭାନ ଜିତିଲେ ‘ହାର୍ଲେ ଡେଭିଡ୍‌ସନ’

ଭୁବନେଶ୍ୱର,୪।୧ (ଅଭୟ ଦାଶ): ଶ୍ରୀଦୁର୍ଗା ରିଟେଲ ପ୍ରାଇଭେଟ୍‌ ଲିମିଟେଡ୍‌ (ଏସ୍‌ଆରପିଏଲ୍‌) ର ବହୁ ପ୍ରତୀକ୍ଷିତ ତଥା ପାର୍ବଣ ‘ଲକି ଡ୍ର’ ମହୋତ୍ସବ ଗୁରୁବାର ଭୁବନେଶ୍ୱରର ଅଶୋକନଗରସ୍ଥିତ ଜନପଥ ଷ୍ଟୋରରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ‘ଶ୍ରୀଦୁର୍ଗା’ ଫ୍ୟାମିଲି ଷ୍ଟୋର ପକ୍ଷରୁ ଗତ ଦୁର୍ଗାପୂଜାରେ ଆରମ୍ଭ ହୋଇଥିବା ଲକି ଡ୍ର’ଅଫରର ବିଜେତାଙ୍କ ନାମ ଘୋଷଣା କରାଯାଇଛି।

ଏପରିକି ଲକି ଡ୍ର ମହୋତ୍ସବ ଉପଲକ୍ଷେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଜନପଥ ଷ୍ଟୋର ପରିସରକୁ ଆସିଥିବା ଗ୍ରାହକମାନଙ୍କ ମଧ୍ୟରୁ ଜଣେ କୁନି ଗ୍ରାହକ ଉକ୍ତ ଲକି ଡ୍ର’ କୁପନଗୁଡିକ ମଧ୍ୟରେ ଭାଗ୍ୟଶାଳୀ ବିଜେତାଙ୍କ ନାମ ଉଠାଇଥିଲେ। ତେବେ ଉକ୍ତ ଲକି ଡ୍ର’ କୁପନ୍‌ ଉଠାଣରେ ଭୁବନେଶ୍ୱରର ମିଭାନ ସାମନ୍ତରାୟ ‘ହାର୍ଲେ ଡେଭିଡ୍‌ସନ୍‌’ବାଇକ୍‌ ଜିତିଛନ୍ତି।

ବିଶେଷକରି ସ୍ବତନ୍ତ୍ର ଶପିଂର ନିଆରା ଅନୁଭୂତିରେ ସାମିଲ ହୋଇ ଗ୍ରାହକମାନେ ନିଶ୍ଚିତ ଉପହାର ‘ସ୍ବର୍ଣ୍ଣମୁଦ୍ରା’ ଏବଂ ଲକି ଡ୍ର’ ଜରିଆରେ ‘ହାର୍ଲେ ଡେଭିଡ୍‌ସନ୍‌’ ବାଇକ୍‌ ଜିତିବାର ସୁବର୍ଣ୍ଣ ସୁଯୋଗ ପାଇଛନ୍ତି। ଉଲ୍ଲେଖଯୋଗ୍ୟ, ଶ୍ରୀଦୁର୍ଗାର ଭୁବନେଶ୍ୱରସ୍ଥିତ ଅଶୋକନଗର, ପାତ୍ରପଡ଼ା ଏବଂ ବ୍ରହ୍ମପୁରସ୍ଥିତ ବଡ଼ବଜାରଠାରେ ଥିବା ଏକ୍ସକ୍ଲୁସି ଶୋ’ରୁମ୍‌ ରହିଛି ା


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri