ଶ୍ରୀଜିଉଙ୍କ ସୁନାବେଶ: ମହଣ ମହଣ ସୁନାରେ ହେଲେ ସଜେଇ

ପୁରୀ,୧୭ା୭: ବୁଧବାର ରଥ ଉପରେ ଶ୍ରୀଜିଉଙ୍କ ସୁନାବେଶ ହୋଇଛି। ମହଣ ମହଣ ସୁନାରେ ସୁସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ମହାପ୍ରଭୁ ଶ୍ରୀ ଜଗନ୍ନାଥ, ଶ୍ରୀ ବଳଭଦ୍ର ଏବଂ ଦେବୀ ସୁଭଦ୍ରା। ଏହି ସୁନାବେଶ ଦେଖିବା ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ରାତି ୧୧ଟା ପର୍ଯ୍ୟନ୍ତ ଭକ୍ତମାନେ ମହାପ୍ରଭୁଙ୍କ ଏହି ସୁନାବେଶ ଦେଖିବାର ସୌଭାଗ୍ୟ ଲାଭ କରିପାରିବେ ବୋଲି ପ୍ରଶାସନ ନିଷ୍ପତ୍ତି ନେଇଛନ୍ତି। ରଥ ଉପରେ ମହାପ୍ରଭୁଙ୍କ ଏହି ବେଶ ଦର୍ଶନ କଲେ କୋଟି ଜନ୍ମର ପୁଣ୍ୟ ହୋଇଥାଏ ବୋଲି ବିଶ୍ୱାସ ରହିଛି।

ପାଗ ଅନୁକୂଳ ଥିବାରୁ ଲକ୍ଷାଧିକ ଭକ୍ତ  ଦୂରଦୂରାନ୍ତରୁ ଆସି ଶ୍ରୀଜିଉଙ୍କ ସୁନାବେଶ ଦର୍ଶନ କରି ସାନିଧ୍ୟ ଲାଭ କରିଛନ୍ତି। ଏହି ସୁନାବେଶକୁ ଶାନ୍ତିଶୃଙ୍ଖଳାର ସହ ଶେଷ ଏବଂ ଯାତ୍ରୀମାନଙ୍କ ସୁରକ୍ଷା ପାଇଁ ଜିଲା ପୋଲିସ ଏବଂ ମନ୍ଦିର ପ୍ରଶାସନ ତରଫରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଟଡିହୀରେ ଅଭାବନୀୟ ଚିତ୍ର: ଖଟିଆରେ ଭାଲିଆ ନାଳ ପାର ହେଲେ ରୋଗୀ, ରାସ୍ତା-ପୋଲ ନଥିବାରୁ ଦୁର୍ଦ୍ଦଶାରେ…

ହାଟଡିହୀ, ୪।୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଅନ୍ତର୍ଗତ ମଲ୍ଲିପଶି ଗ୍ରାମକୁ ପକ୍କା ରାସ୍ତା ଏବଂ ନାଳ ଉପରେ ପୋଲ…

ହାଟଡିହୀରେ ମିଳୁନି ସାର: ସମବାୟ ସମିତି ଓ ବିକ୍ରୟ କେନ୍ଦ୍ର ପରିଦର୍ଶନ କଲେ ବିଧାୟକ

ହାଟଡିହୀ/ଛେନାପଦୀ, ୪।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବର୍ତ୍ତମାନ ପ୍ରବଳ ସାର ସଙ୍କଟ ଦେଖାଦେଇଛି। ସମବାୟ ସମିତିରେ ଆବଶ୍ୟକୀୟ ସାର ନ ଥିବାବେଳେ ଖୋଲା…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ବିଧାୟକଙ୍କ ହସ୍ତକ୍ଷେପ ପରେ ବେଲଗୁଣ୍ଠାରେ ଲୋକଙ୍କୁ ମିଳିଲା ବିଶୁଦ୍ଧ ପାଣି

ବେଲଗୁଣ୍ଠା, ୪।୮ (କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଏନ୍.ଏ.ସି. ଅନ୍ତର୍ଗତ ୧୨ ଏବଂ ୧୩ ନମ୍ବର ୱାର୍ଡ ଭଗବତପାଟଣା ଓ ଧନିଜାପଲ୍ଲୀରେ ବିଗତ କିଛି…

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଆବେଦନ: ଦାରିଙ୍ଗବାଡ଼ି କୃଷି କାର୍ଯ୍ୟାଳୟରେ କୃଷକଙ୍କ ପ୍ରବଳ ଭିଡ଼

ଦାରିଙ୍ଗବାଡ଼ି,୪।୮(ଅରୁଣ ସାହୁ): କୃଷି କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ କୃଷକମାନଙ୍କୁ ବିଭିନ୍ନ ଯୋଜନାର ସୁଫଳ ଯୋଗାଇ ଦିଆଯାଉଛି। ବର୍ତ୍ତମାନ ଅଞ୍ଚଳରେ ଲଗାଣ…

ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…

ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍‌ବେଗଜନକ ରୂପ ନେଉଛି। ନିଜ…

ପାଟଣା କଲେଜର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଜଗନ୍ନାଥ ମହାନ୍ତ

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଭାବେ ମହାବିଦ୍ୟାଳୟର ଓଡ଼ିଆ ବିଭାଗ ମୁଖ୍ୟ ତଥା ରିଡର ଜଗନ୍ନାଥ…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri