Posted inଖେଳ

ବିଶ୍ୱକପ ପାଇଁ ଭାରତୀୟ ଦଳ ଚୟନ କଲେ ପୂର୍ବତନ ମୁଖ୍ୟ ଚୟନକର୍ତ୍ତା

ନୂଆଦିଲ୍ଲୀ,୨୫।୮: ଏସିଆ କପ ୨୦୨୩ ପାଇଁ କେବଳ ଅଳ୍ପ ଦିନ ବାକି ଅଛି। ଭାରତୀୟ ଦଳ ବାଙ୍ଗାଲୋରରେ ଚାଲିଥିବା ଫିଟନେସ ପରୀକ୍ଷା କ୍ୟାମ୍ପରେ ଭାଗ ନେଇଛନ୍ତି। ସେପ୍ଟେମ୍ବର ୨ରେ ଭାରତ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ ସହିତ ମୁକାବିଲା କରିବ। ଏହା ପରେ ଭାରତ ବିଶ୍ୱକପ ପାଇଁ ପ୍ରସ୍ତୁତି ଆରମ୍ଭ କରିବ। ଏଭଳି ପରିସ୍ଥିତିରେ ଭାରତର ପୂର୍ବତନ ମୁଖ୍ୟ ଚୟନକର୍ତ୍ତା ଶ୍ରୀକାନ୍ତ ତାଙ୍କର ୧୫ ଜଣିଆ ଦଳ ଘୋଷଣା କରିଛନ୍ତି।

ପୂର୍ବତନ କ୍ରିକେଟର ଶ୍ରୀକାନ୍ତ ବିଶ୍ୱକପ ୨୦୨୩ ପାଇଁ ତାଙ୍କ ଦଳରେ ୬ଜଣ ବ୍ୟାଟ୍ସମ୍ୟାନ ଚୟନ କରିଛନ୍ତି। ଶ୍ରୀକାନ୍ତ ରୋହିତ ଶର୍ମା, ଶୁଭମାନ ଗିଲ, ଇଶାନ କିଷନ, ବିରାଟ କୋହଲି, କେ.ଏଲ ରାହୁଲ ଏବଂ ସୂର୍ଯ୍ୟକୁମାରଙ୍କ ନାମ ଘୋଷଣା କରିଛନ୍ତି। ଆଶ୍ଚର୍ଯ୍ୟର କଥା ହେଉଛି, ଶ୍ରୀକାନ୍ତ ଆହତ ଅବସ୍ଥାରେ ଫେରିଥିବା ଶ୍ରେୟାସ ଆୟରଙ୍କୁ ତାଙ୍କ ଦଳରେ ବାଛି ନାହାଁନ୍ତି। ହେଲେ ଏସିଆ କପ ପାଇଁ ଶ୍ରେୟସ ଆୟରଙ୍କୁ ଚୟନ କରାଯାଇଛି।

ରୋହିତ ଶର୍ମା (ଅଧିନାୟକ), ଶୁଭମାନ ଗିଲ, ଇଶାନ କଶନ, ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବ, କେ.ଏଲ ରାହୁଲ, ହାର୍ଦ୍ଦିକ ପାଣ୍ଡ୍ୟା, ରବିନ୍ଦ୍ର ଜାଡେଜା, ଅକ୍ଷର ପଟେଲ, ଯସପ୍ରୀତ ବୁମ୍ରା, ମହମ୍ମଦ ଶାମି, ମହମ୍ମଦ ସିରାହ, ଶାର୍ଦ୍ଦୁଲ ଠାକୁର, ୟୁଜଭେନ୍ଦ୍ର ଚହଲ।


Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆରେ ବୈଭବଙ୍କୁ ସ୍ଥାନ ଦେବାକୁ ହେଲେ କାହାର କଟିବ ଟିକେଟ! ଏହି ୨ କ୍ରିକେଟର ନାଁ ନେଇ ସାଂଘାତିକ ବୟାନ ଦେଲେ…

ନୂଆଦିଲ୍ଲୀ,୨୫।୯: ଯୁବ ବ୍ୟାଟର୍‌ ବୈଭବ ସୂର୍ଯ୍ୟବଂଶୀଙ୍କୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଭାରତୀୟ ଦଳର ପ୍ଲେଇଂ ଇଲେଭେନରୁ ବାହାରେ ରଖିବା ସହଜ ହେବ ନାହିଁ ବୋଲି ମତ ଦେଇଛନ୍ତି…

୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

ଶନି-ଚନ୍ଦ୍ରଙ୍କ ସଂଯୋଗରେ ବିଷ ଯୋଗ: ସଙ୍କଟରେ ୩ ରାଶି, ପାଖରୁ ପଳାଇବ ସବୁ ଟଙ୍କା, ଚାଲିଯିବ ଚାକିରି!

ଭୁବନେଶ୍ୱର: ବୈଦିକ ଜ୍ୟୋତିଷ ଅନୁସାରେ ଚନ୍ଦ୍ର ଓ ଶନିଙ୍କ ଯୁତିରୁ ‘ବିଷ ଯୋଗ’ ଗଠନ ହୋଇଥାଏ। ଜ୍ୟୋତିଷବିଦ୍‌ଙ୍କ ମତରେ ଏହି ଯୋଗର ପ୍ରଭାବ କିଛି ରାଶି ଉପରେ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?