ଶ୍ରୀଲଙ୍କା ଗାୟକ ସୁନୀଲ ପେରେରାଙ୍କ ଦେହାନ୍ତ

କଲମ୍ବୋ: ଶ୍ରୀଲଙ୍କାର ଜଣାଶୁଣା ଗାୟକ ତଥା ମ୍ୟୁଜିକ କମ୍ପୋଜର ସୁନୀଲ ପେରେରାଙ୍କ ମୃତ୍ୟୁ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ହୋଇଥିଲା। କରୋନାରେ ଆକ୍ରାନ୍ତ ଥିବାରୁ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି।
ଅଗଷ୍ଟରେ ସେ କରୋନାରେ ଆକ୍ରାନ୍ତ ହୋଇ ରାଜଧାନୀ କଲମ୍ବୋସ୍ଥିତ ଏକ ହସ୍ପିଟାଲରେ ଚିକିତ୍ସା ହେଉଥିଲେ। ଗତ ସପ୍ତାହରେ ସ୍ବାସ୍ଥ୍ୟ ଅବସ୍ଥାରେ ଉନ୍ନତି ଆସିବାରୁ ସେ ଘରକୁ ଫେରିଥିଲେ। କିନ୍ତୁ କିଛିି ଦିନ ହେଲା ପୁଣି ତାଙ୍କ ସ୍ବାସ୍ଥ୍ୟ ବିଗିଡି ଯାଇଥିବାରୁ ଗତ ସୋମବାର ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ସେଠାରେ ତାଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ସେ ତାଙ୍କ କ୍ୟାରିୟରରେ ଅନେକ ଗୀତ ଗାଇଛନ୍ତି। ସାମାଜିକ ଅନ୍ୟାୟ, ଦୁର୍ନୀତି ପ୍ରସଙ୍ଗ ଉପରେ ସେ ଖୋଲା ମତ ରଖୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫେରୁଛି ‘ବିଗ୍‌ବସ୍‌’: ଚତୁର୍ଦ୍ଦଶ ସଂସ୍କରଣରେ ନଜର ଆସିବେ ଏସବୁ ଲୋକପ୍ରିୟ ଅଭିନେତ୍ରୀ; ଦେଖନ୍ତୁ ତାଲିକା..

ବମ୍ବେ: ଖୁବ୍‌ଶୀଘ୍ର ଟେଲି ପରଦାକୁ ଫେରୁଛି ଲୋକପ୍ରିୟ ଶୋ’ ‘ବିଗ୍‌ବସ୍‌’। ଚତୁର୍ଦ୍ଦଶ ସଂସ୍କରଣରେ କେଉଁ ପ୍ରତିଯୋଗୀ ଭାଗନେବେ ତାହା ସ୍ଥିର ହୋଇସାରିଲାଣି। କେବଳ ପ୍ରିମିୟରକୁ ଅପେକ୍ଷା।...

ଗୋଟିଏ ଆଇଟମ୍‌ ଗୀତ ପାଇଁ ସନି ଲିଓନି ନିଅନ୍ତି ଏତିକି ଟଙ୍କା

ମୁମ୍ବାଇ: ବଲିଉଡ୍‌ରେ ଆଇଟମ୍‌ ଗୀତ ଆଜିକାଲି ପ୍ରାୟ ପ୍ରତ୍ୟେକ ଫିଲ୍ମରେ ରଖାଯାଉଛି। ଅନେକ ଫିଲ୍ମରେ ଦର୍ଶକଙ୍କ ପସନ୍ଦକୁ ଧ୍ୟାନରେ ରଖି ଡ୍ୟାନ୍ସଗୁଡ଼ିକର ଶୁଟିଂ କରାଯାଇଥାଏ। ଯଦିଓ...

ଦୁଇଥର ବିବାହ କରିବେ କ୍ୟାଟ୍ରିନା

ମୁମ୍ବାଇ: ବଲିଉଡ ନାୟିକା କ୍ୟାଟ୍ରିନା କୈଫ ଓ ନାୟକ ଭିକ୍କି କୌଶଲଙ୍କ ବିବାହ ସମୟ ଧୀରେ ଧୀରେ ନିକଟତର ହୋଇଛି । ଆଉ ମାତ୍ର ଗୋଟିଏ...

ପରିବାରରେ ରାମାୟଣର ସମସ୍ତ ଚରିତ୍ର: ସୋନାକ୍ଷୀଙ୍କୁ ଜଣାନାହିଁ ବିଷୟ ବସ୍ତୁ

ମୁମ୍ବାଇ: ବଲିଉଡ୍‌ ଦବଙ୍ଗ ଗର୍ଲ ଭାବେ ବେଶ୍‌ ଜଣାଶୁଣା ସୋନାକ୍ଷୀ ସିହ୍ନା। ନିଜ ଅଭିନୟର ପାରଦର୍ଶିତା ପାଇଁ ସୋନାକ୍ଷୀ ବଡ଼ ବଡ଼ ଅଭିନେତାଙ୍କ ସହ କାମ...

ବିବାହ କରିବାକୁ ଯାଉଛନ୍ତି କି ଶ୍ରଦ୍ଧା: ଇସାରାରେ ବନ୍ଧୁ କହିଲେ ଏମିତି…

ବଲିଉଡ୍‌ରେ ଏବେ ବିବାହ ଋତୁ ଆରମ୍ଭ ହୋଇଯାଇଛି। ଅଭିନେତା ବରୁଣ ଧଓ୍ବନ ଏବଂ ନତାଶା ଦଲାଲଙ୍କ ବିବାହ ପରେ ଏବେ ଶକ୍ତି କପୁରଙ୍କ ଝିଅ ଶ୍ରଦ୍ଧା...

ପ୍ରଥମ ସ୍କ୍ରିନ୍‌ ଟେଷ୍ଟରେ ବିଫଳ ହୋଇଥିଲେ ଏହି ସଫଳ କଳାକାର

ବଲିଉଡ୍‌ ଫିଲ୍ମରେ ଖଳନାୟକ ଚରିତ୍ରରେ ଅଭିନୟ କରି ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ ଅଭିନେତା ଅମରେଶ ପୁରୀ। ଜୁନ୍‌ ୨୨, ୧୯୩୨ରେ ପଞ୍ଜାବର...

ନୌସେନା ଜାହାଜରେ ସମୟ ବିତାଇଲେ ସଲମାନ

ନୂଆଦିଲ୍ଲୀ: ବଲିଉଡ୍‌ ଅଭିନେତା ସଲମାନ ଖାନ୍‌ ଫିଲ୍ମ ଶୁଟିଂରୁ ବ୍ରେକ୍‌ ନେଇ ଗୁରୁବାର ଦିନସାରା ଭାରତୀୟ ନୌସେନା ସହ ସମୟ ବିତାଇଛନ୍ତି। ନୌସେନା ଜାହାଜ ଆଇଏନ୍‌ଏସ୍‌...

ନାୟକ ହେବାପାଇଁ ପିଲାବେଳୁ ଇଚ୍ଛା ଥିଲା

ଜଣେ ଶିଶୁ କଳାକାର ଭାବେ କ୍ୟାରିୟର ଆରମ୍ଭ କରି ‘ତୁ ମୋ ଲଭ୍‌ଷ୍ଟୋରି’ ଫିଲ୍ମରେ ମୁଖ୍ୟ ନାୟକ ଭାବେ ନଜରକୁ ଆସିଥିଲେ ସ୍ବରାଜ। ଓଡ଼ିଆ ଫିଲ୍ମ...

Advertisement
Archives

Model This Week