ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା : ଶେଷ ପର୍ଯ୍ୟାୟରେ ରଥଚକ କାମ

ଭୁବନେଶ୍ୱର,୩୦।୩(ବ୍ୟୁରୋ): ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ପ୍ରସିଦ୍ଧ ରୁକୁଣା ରଥଯାତ୍ରାକୁ ଆଉ ମାତ୍ର ୧୦ ଦିନ ରହିଛି । ଏବେ ରଥ ଖଳାରେ କାମ ଜାରି ରହିଛି। ରଥର ଚକ ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ୪ଟି ଯାକ ଚକରେ ବଦଳିଆ, ପଇ ଓ ଅର ଲାଗି ସାରିଛି ।
କେବଳ ବତା ବାଡ଼ିଆ ହେବା ସହ ଘୋଷ ବିନ୍ଧ ଓ ମଠା ହେବା କାମ ବାକି ରହିଛି। ବରିଷ୍ଠ କାରିଗର ବଟକୃଷ୍ଣ ଓ ସୋମନାଥ ମହାରଣାଙ୍କ ସମେତ ପ୍ରାୟ ୭୦ ଜଣ ବଢେଇ ଏବଂ ଭୋଇ ସେବାୟତ ରଥ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଅଛନ୍ତି । ଆବଶ୍ୟକୀୟ କାଠ ବୁଧବାର ସୁଦ୍ଧା ପହଞ୍ଚିବ ବୋଲି ଆଶା କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍‌ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri