Posted inଜାତୀୟ

ମହାକାଶକୁ ଯିବ ଶ୍ରୀମଦ୍‌ ଭଗବଦ୍‌ ଗୀତା, ମୋଦିଙ୍କ ଫଟୋ

ନୂଆଦିଲ୍ଲୀ,୧୫।୨: ଫେବୃୟାରୀ ୨୮ରେ ଶ୍ରୀହରିକୋଟାର ମହାକାଶ କେନ୍ଦ୍ରରୁ ଏକ ଉପଗ୍ରହ ମହାକାଶକୁ ପ୍ରେରଣ କରାଯିବ। ଏହାର ନାମ ସତୀଶ ଧାଓ୍ବନ ସାଟେଲାଇଟ୍‌ ( ଏସ୍‌ଡି ସାଟ୍‌) ରଖାଯାଇଛି। ପିଏସ୍‌ଏଲ୍‌ଭି-ସି-୫୧ ରକେଟ ଦ୍ୱାରା ମହାକାଶକୁ ପଠାଯାଉଥିବା ଏହି ନିଆରା ଉପଗ୍ରହରେ ଶ୍ରୀମଦ୍‌ ଭଗବଦ୍‌ ଗୀତା ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ଏବଂ ୨୫ ହଜାର ଲୋକଙ୍କ ନାମ ରହିବ। ନାମ ମଧ୍ୟରେ ହଜାରେ ଲୋକ ବିଦେଶର ବୋଲି ଏହି ମହାକାଶ କାର୍ଯ୍ୟକ୍ରମର ଆୟୋଜକ ସ୍ପେସ୍‌ କିଡଜ୍‌ ଇଣ୍ଡିଆ ଦ୍ୱାରା କରାଯାଉଛି। ଏଭଳି ଏକ ନିଆରା କାର୍ଯ୍ୟକ୍ରମ ନେଇ ଟିମ୍‌ର ସମସ୍ତ ସଦସ୍ୟ ବେଶ୍‌ ଉତ୍ସାହିତ ଥିବା ସ୍ପେସ୍‌ କିଡଜ୍‌ ଇଣ୍ଡିଆର ସଂସ୍ଥାପକ ତଥା ସିଇଓ ଡ.ଶ୍ରୀମାଥେ କିସାନ ସୂଚନା ଦେଇଛନ୍ତି। ଏହି ଉପଗ୍ରହର ୩ଟି ପେଲୋଡ୍‌ ରହିଥିବା ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ  ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…

ଚିଠା ଭୋଟର ତାଲିକା ପ୍ରକାଶ, ବାଦ୍ ପଡିଲେ ୩୬,୩୪୨

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ୩ଟି ନିର୍ବାଚନ ମଣ୍ଡଳୀ ଭଞ୍ଜନଗର, ଆସ୍କା ଏବଂ ସୋରଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ଦାୟିତ୍ୱରେ ଥିବା ଇ.ଆର୍.ଓ ମାନଙ୍କ ଦ୍ଵାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri