Posted inରାଜ୍ୟ

ଆରମ୍ଭ ହେଲା ଶ୍ରୀମନ୍ଦିର ପରିଚାଳନା ବୈଠକ

ଭୁବନେଶ଼୍ବର, ୧୯।୬: ପୁରୀର ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପରିଚାଳନା କମିଟିର ବୈଠକ ଆରମ୍ଭ ହୋଇଛି । ନୀଳାଦ୍ରି ଭକ୍ତ ନିବାସରେ ଏହି ବୈଠକ ଚାଲିଛି । ଏଥିରେ ଶ୍ରମନ୍ଦିର ପ୍ରଶାସକ, ପୁରୀ ଜିଲ୍ଲାପାଳ ଏବଂ ଏସ୍‌ପିଙ୍କ ସମେତ ଅନ୍ୟାନ୍ୟ ସଦସ୍ୟ ଉପସ୍ଥିତ ରହିଛନ୍ତି । ଏହି ବୈଠକରେ ରଥଯାତ୍ରା ସମ୍ପର୍କରେ ଆଲୋଚନା ହେବ । ୧୯୭୧ ମସିହାରେ ହୋଇଥିବା ରଥଯାତ୍ରା ଭଳି ଚଳିତ ଥର ହେବା ନେଇ ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ପ୍ରଧାନମନ୍ତ୍ରୀଙ୍କ ସହ କିଛି ବି ହୋଇଥାଆନ୍ତା’, କାହିଁକି ଏମିତି କହିଲେ ଓମ ବିର୍ଲା, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୫।୨: ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ସମ୍ପର୍କରେ ଲୋକ ସଭାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭାଷଣ ମୁଲତବୀ କରାଯିବା ଉପରେ ବାଚସ୍ପତି ଓମ ବିର୍ଲା ଅସନ୍ତୋଷ ପ୍ରକାଶ…

ହୋଲି-ଦୀପାବଳିରେ ମାଗଣା ଗ୍ୟାସ ସିଲିଣ୍ଡର; ଜାଣନ୍ତୁ ଆପଣଙ୍କୁ କିପରି ମିଳିବ ଲାଭ…

ନୂଆଦିଲ୍ଲୀ,୫।୨: ଯଦି ଆପଣ ଦିଲ୍ଲୀରେ ରହୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର। ଦିଲ୍ଲୀର ରେଖା ଗୁପ୍ତା ସରକାର ନିଜର ନିର୍ୱାଚନୀ ପ୍ରତିଶ୍ରୁତି ପୂରଣ କରି…

SIR ନେଲାଣି ୧୦୭ ଲୋକଙ୍କ ଜୀବନ

କୋଲକାତା,୫।୨: ଗୁରୁବାର, ଫେବୃଆରୀ ୫, ୨୦୨୬ରେ ପଶ୍ଚିମବଙ୍ଗ ବିଧାନସଭାରେ ଏକ ଜରୁରୀ ପ୍ରସ୍ତାବ ଆଗତ କରାଯାଇଥିଲା। ଏଥିରେ ଦାବି କରାଯାଇଛି ଯେ ସ୍ବତନ୍ତ୍ର ସଘନ ସଂଶୋଧନ (SIR)…

ତତ୍ପରତା ଦେଖାଇଲା ଜିଲା ପ୍ରଶାସନ, ଜେସିବି ମେଶିନ ସାହାଯ୍ୟରେ ହଟାଗଲା ହମ୍ପସ

ବଞ୍ଚୋ,୫ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଜୀବନରେଖା କୁହାଯାଉଥିବା ୨୦ ନମ୍ବର ଜାତୀୟ ରାଜପଥର କୋଳିମାଟି ଛକ ଦୁର୍ଘଟଣାର ହଟ୍‌ସ୍ପଟ୍‌ ପାଲଟିଛି। ଉକ୍ତ ସ୍ଥାନରେ ବାରମ୍ବାର ଦୁର୍ଘଟଣା…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

୧ ବଲ୍‌ ୯ ରନ୍‌: ବିନା ଓ୍ବାଇଡ୍‌-ନୋ ବଲ୍‌ରେ କେମିତି ହେଲା ସମ୍ଭବ, ଜାଣନ୍ତୁ କ୍ରିକେଟ୍‌ ପଡ଼ିଆରେ ରୋଚକ ଘଟଣା

ହରାରେ,୫।୨: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ସେମିଫାଇନାଲ ମ୍ୟାଚ କ୍ରିକେଟ ପଡ଼ିଆରେ ଏକ ଅସାଧାରଣ ଘଟଣା ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବ୍ୟାଟିଂ…

ଟି-୨୦ ବିଶ୍ୱକପ ପୂର୍ବରୁ ଭାରତକୁ ଜୋରଦାର୍‌ ଝଟ୍‌କା: ଯନ୍ତ୍ରଣାରେ ଛଟ୍‌ପଟ୍‌ ହୋଇ…

ନୂଆଦିଲ୍ଲୀ,୫।୨: ICC ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆର ଖେଳାଳିଙ୍କ ଆଘାତର ଧାରା ଜାରି ରହିଛି। ଦ୍ରୁତ ବୋଲର ହର୍ଷିତ ରାଣା ଏବେ ଏହି ତାଲିକାରେ…

ସାଙ୍ଗ ନେଲା ସାଙ୍ଗର ଜୀବନ, ହତ୍ୟା କରି ଜରିରେ କରିଦେଲେ ପ୍ୟାକ୍‌, ୫ ଦିନ ପରେ ମିଳିଲା…

ବ୍ରଜରାଜନଗର, ୫।୨(ବିଜୟ ବରାଡ଼): ଝାରସୁଗୁଡା ବ୍ରଜରଜନଗର ଥାନା ରାମପୁର ଫାଣ୍ଡି ଆନ୍ତର୍ଗତ କୁକୁରିକାନୀ ପଡ଼ାର ଟାଙ୍ଗର ଘାଟ ଜଙ୍ଗଲରେ ଏକ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri