ବଦଳିବେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ ଅଫିସ,୨୩।୨: : ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବଦଳିବେ। ଏବେ ଦାୟିତ୍ୱରେ ଥିବା ଆଇଏଏସ୍‌ ଅଫିସର କ୍ରିଷନ କୁମାର କେନ୍ଦ୍ରୀୟ ଡେପୁଟେଶନରେ ଯିବେ। ସେ କେନ୍ଦ୍ର ବାଣିଜ୍ୟ ବିଭାଗର ଯୁଗ୍ମ ସଚିବ ଭାବେ ଅବସ୍ଥାପିତ ହେବେ। ବୁଧବାର ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହା ଜଣାପଡ଼ିବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ କାହାକୁ ନିଯୁକ୍ତି ଦିଆଯିବ ସେନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ପ୍ରତିଷ୍ଠା ଦିବସରେ ପିନାକୀ କେଉଁଠି ଥିଲେ: ଭର୍ତ୍ତୃହରି

ଭୁବନେଶ୍ବର,୩ା୧(ବ୍ୟୁରୋ):ବିଜେଡିର ବରିଷ୍ଠ ନେତା ତଥା କଟକ ଏମ୍‌ପି ଭର୍ତ୍ତୃହରି ମହତାବ ୪ଟି ବିଷୟରେ ନିଜର ଆଭିମୁଖ୍ୟ ଗଣମାଧ୍ୟମ ଆଗରେ ଖୁବ୍‌ଶୀଘ୍ର ରଖିବେ। ହେଲେ ସେ କେବେ...

ପ୍ରଧାନମନ୍ତ୍ରୀ ଆବାସ ଫେରିଯିବା ଆଶଙ୍କା, ଭୂମିହୀନଙ୍କୁ ମିଳୁନି ଘରଡିହ ପଟ୍ଟା

ବଡ଼ସାହି,୫ା୯(ସ୍ବ.ପ୍ର)-ବଡ଼ସାହି ବ୍ଲକ ଅଧୀନ ଭୀମିଦା ପଞ୍ଚାୟତର ଚେଙ୍ଗୁଆ ଗ୍ରାମର କେତେକ ଭୂମିହୀନ ପରିବାର ଘରଡିହ ପଟ୍ଟା ଦାବିରେ ବୁଧବାର ବଦଳି ଗାଁରେ ଥିବା କୁରାଡ଼ିହା ରାଜସ୍ବ...

ସଖୀ କେନ୍ଦ୍ର ଉଦ୍‌ଘାଟିତ: ନିର୍ଯାତିତା ମହିଳା, ଯୁବତୀଙ୍କୁ ଯୋଗାଇ ଦିଆଯିବ ସୁବିଧା

ଭଦ୍ରକ ଅଫିସ,୨।୧୦: ଭଦ୍ରକ ଜିଲାପାଳଙ୍କ ପୁରୁଣା କାର୍ଯ୍ୟାଳୟ ନିକଟରେ ବୁଧବାର ସଖୀ କେନ୍ଦ୍ର ଉଦ୍‌ଘାଟିତ ହୋଇଛି। ଏହି କେନ୍ଦ୍ର ମାଧ୍ୟମରେ ନିର୍ଯାତିତା ମହିଳା ଓ ଯୁବତୀମାନଙ୍କୁ...

କମାଣ୍ଡାଣ୍ଟ ଫାଗୁରାମଙ୍କ ଦେହାନ୍ତ: ରାଷ୍ଟ୍ରୀୟ ମର୍ଯ୍ୟାଦାରେ ଶେଷକୃତ୍ୟ

ରାଇରଙ୍ଗପୁର,୧୪।୩(ଡି.ଏନ.ଏ)-ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଥାନା ଅଧୀନ ସାନପାଖଣା ଗ୍ରାମର ସଶସ୍ତ୍ର ସୁରକ୍ଷା ବାହିନୀ କମାଣ୍ଡାଣ୍ଟ ଡା. ଫାଗୁରାମ ମାରାଣ୍ଡି(୫୪)ଙ୍କ ଶୁକ୍ରବାର ହୃଦ୍‌ରୋଗରେ ମୃତ୍ୟୁ ଘଟିଛି। ଆସାମ...

ବଳଦ ବିନା ବଳଦଯାତ୍ରା

ଭୁବନ, ୭।୧୦:  ମେଲାଣି ନେଉଥିବେ ଜଗଜ୍ଜନନୀ, ଅଥଚ ସାଥିରେ ନ ଥିବେ ପରମ୍ପରାର ବାହକ ବଳଦ। ସୁସଜ୍ଜିତ ବଳଦ ବିନା ସରିବ ମା’ ଦୁର୍ଗାଙ୍କ ଭସାଣି।...

ପ୍ରକୃତିର ଉପାସନା ଚୁରାଖାଇ ଯାତ୍‌ରା

ଗୁଡ଼ଭେଲିପଦର, ୩।୧୨(ଡି.ଏନ୍‌.ଏ.)- ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକର ଦହ୍ୟା, କାଦୋପଦର, ମନୁପାଲି, ମହେଶ୍ୱରପିଣ୍ଡା, ଋଷିବନ୍ଧ, ତାଳପଦର ଲେଖେଁ ପାଖାପାଖି ୧୦ ଖଁଡ଼ ଗଁାକେ ନେଇ ପଁଚ୍‌ରା...

ମୋଦିଙ୍କ ୯ବର୍ଷ କାର୍ଯ୍ୟକାଳ ପୂର୍ତ୍ତିରେ ମହାସମ୍ପର୍କ ଅଭିଯାନ ଆରମ୍ଭ କରିବ ଭାଜପା

କେନ୍ଦୁଝର,୨୩।୫(ସ୍ବ.ପ୍ର.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସଫଳ ନବମ ବର୍ଷ କାର୍ଯ୍ୟକାଳ ପୂର୍ତ୍ତି ଅବସରରେ ଆଜି ଜିଲା ଭାଜପା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମାଙ୍କ ନେତୃତ୍ୱରେ...

ଘରୋଇ ହସ୍ପିଟାଲ ନେଇଛନ୍ତି ୩୪୫ କୋଟି

ଭୁବନେଶ୍ୱର,୧୬।୩(ବ୍ୟୁରୋ): କରୋନା ରୋଗୀଙ୍କ ଚିକିତ୍ସା ପାଇଁ ରାଜ୍ୟ ସରକାର ୩୩ଟି କୋଭିଡ୍‌-୧୯ ଘରୋଇ ହସ୍ପିଟାଲକୁ ୩୪୪.୫୫ କୋଟି ଟଙ୍କା ପ୍ରଦାନ କରିଛନ୍ତି। ବିଧାୟକ ଗଣେଶ ରାମ...

Advertisement
Archives

Model This Week