ଶ୍ରୀମନ୍ଦିର ରୋଷ ଚୁଲି ଭାଙ୍ଗିବା ଘଟଣା: ୪ ଜେଟିପିଙ୍କୁ ପଚରାଉଚରା

ପୁରୀ ଅଫିସ,୫।୪: ଶ୍ରୀମନ୍ଦିର ରୋଷ ଚୁଲି ଭାଙ୍ଗିବା ଘଟଣାରେ ସୁରକ୍ଷାରେ ନିୟୋଜିତ ୪ ଜଣ ଜେଟିପିଙ୍କୁ ସିଂହଦ୍ୱାର ପୋଲିସ ପଚରାଉଚରା କରୁଛି। ସେହିପରି ସନ୍ଧ୍ୟାଧୂପ ପର୍ଯ୍ୟନ୍ତ ଦାୟିତ୍ୱରେ ଥିବା ସେବାୟତଙ୍କୁ ପଚରାଉଚରା ଜାରି ରହିଛି। ଶ୍ରୀମନ୍ଦିର ରୋଷ ଚୁଲି ଭାଙ୍ଗିବା ଘଟଣାରେ ପୋଲିସ ତଦନ୍ତ ଜୋରଦାର ଚଳାଇଛି। ଏ ଘଟଣାରେ ସୋମବାର ମନ୍ଦିର ପ୍ରଶାସନ ପକ୍ଷରୁ ସିଂହଦ୍ୱାର ଥାନାରେ ଏତଲା ଦିଆଯାଇଥିଲା । ତେବେ ତଦନ୍ତ ପାଇଁ ୫ଜଣିଆ ଟିମ୍‌ ଗଠନ କରିଛି ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ବନ୍ଦର ପ୍ରଭାବ: ଯାନବାହନ ଚଳାଚଳ ବନ୍ଦ

ବାଲେଶ୍ୱର ଅଫିସ,୨୭।୯: ବାଲେଶ୍ୱର ଜିଲାର ବିଭିନ୍ନ ସ୍ଥାନରେ ସଂଯୁକ୍ତ କୃଷକ ମୋର୍ଚ୍ଚା ପକ୍ଷରୁ ସୋମବାର ୧୦ ଘଣ୍ଟିଆ ଭାରତ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ସରକାରୀ...

ମହୁଲ ଫୁଲର ଅଭାବୀ ବିକ୍ରି

ଭବାନୀପାଟଣା/କୋକସରା,୨୭।୪(ସ୍ବ.ପ୍ର/ଡି.ଏନ.ଏ.): ମହୁଲ ଫୁଲର ବାସ୍ନାରେ ମହକୁଛି ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ। ଟାଣ ଖରା ବଡିବା ସାଙ୍ଗକୁ ମହୁଲ ଗଛରୁ ଠପ୍‌ଠପ୍‌ ଝରି ପଡୁଛି ପଡୁଛି ଫୁଲ।...

ଦାରୁବିଗ୍ରହଙ୍କୁ ଲାଗି ହେଲା ତୁଳସୀ

ପୁରୀ ଅଫିସ, ୧୮ା୬: ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ କରିବା ପରେ ମହାପ୍ରଭୁ ଜ୍ୱରରେ ପୀଡ଼ିତ ହୋଇଛନ୍ତି। ଶ୍ରୀଅଙ୍ଗ ସେବକ ଦଇତାପତିମାନେ ଠାକୁରଙ୍କ...

ପରୀ ହତ୍ୟାକାଣ୍ଡ: ଏଲ୍‌ଭିଏ ଟେଷ୍ଟ ଆବେଦନ ପ୍ରତ୍ୟାହାର କଲା ଏସ୍‌ଆଇଟି

ନୟାଗଡ ଅଫିସ,୨୦।୨: ବହୁଚର୍ଚ୍ଚିତ ନୟାଗଡ଼ ସଦର ଥାନା ଯଦୁପୁରର ୫ ବର୍ଷର ଶିଶୁକନ୍ୟା ପରୀ ହତ୍ୟା ମାମଲାରେ କଲେଜ ଛାତ୍ରଙ୍କ ସ୍ବରର ସ୍ତର ନିରୀକ୍ଷଣ ବା...

ଜେଜେମା’ଙ୍କ ନିଷ୍ଠୁରତା, ପଡୋଶୀ ଘରେ ଖାଇବାରୁ ମା’ଛେଉଣ୍ଡ ନାତୁଣୀଙ୍କୁ ନିର୍ଦ୍ଧୁମ୍‌ ପିଟିଲେ

ବନ୍ତଳା, ୪।୮(ଡି.ଏନ.ଏ): ଜେଜେମା’ଙ୍କ ନିଷ୍ଠୁରତା। ପଡୋଶୀ ଘରେ ଯାଇ ଖାଇବାରୁ ତିନି ବର୍ଷର ଶିଶୁ କନ୍ୟାକୁ ଜେଜେମା ମାଡ଼ ମାରି ଘର ଭିତରେ ରଖି ତାଲା...

ପରୀ ମାମଲା ଶୁଣାଣି ୨ ଦିନ ଘୁଞ୍ଚିଲା

ନୂଆଦିଲ୍ଲୀ,୧୪ା୭: ନୟାଗଡ଼ ଜିଲା ଯଦୁପୁର ଗ୍ରାମର ୫ବର୍ଷୀୟା ଶିଶୁ କନ୍ୟା ପରୀ ଅପହରଣ ଓ ହତ୍ୟା ଘଟଣାର ସିବିଆଇ ତଦନ୍ତ ନିମନ୍ତେ ସୁପ୍ରିମକୋର୍ଟରେ ହୋଇଥିବା ଆବେଦନର...

ଭଷାଣି ବେଳେ ଯୁବକଙ୍କୁ ହତ୍ୟା ଉଦ୍ୟମ: ୭ ଅଭିଯୁକ୍ତ ଗିରଫ, ମାରଣାସ୍ତ୍ର ଜବତ

ବ୍ରହ୍ମପୁର ଅଫିସ,୧୮ା୯-ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ଭାବିନୀପୁର ଗ୍ରାମରେ ଗତ ୧୫ ତାରିଖ ରାତିରେ ଗଣେଶ ମୂର୍ତ୍ତି ଭାଷାଣି ବେଳେ ଜଣେ ଯୁବକଙ୍କୁ ହତ୍ୟା ଉଦ୍ୟମ...

ତାମିଲନାଡୁରେ ଫସି ରହିଛନ୍ତି ୨୫ରୁ ଅଧିକ ଯୁବତୀ

ସମ୍ବଲପୁର, ୨୮।୩ (ବ୍ୟୁରୋ):ସମ୍ବଲପୁରର ଜିଲାର କୁଚିଣ୍ଡା, ଜମନକିରା, ଯୁଯୁମୁରା ଓ ବଲାଙ୍ଗୀର ଜିଲାର ପ୍ରାୟ ୨୫ଜଣ ଯୁବତୀ ତାମିଲନାଡୁରେ ଫସି ରହିଛନ୍ତି । ଲକ୍‌ ଡାଉନ...

Advertisement
Archives

Model This Week