ନବୀନଙ୍କ ନୂଆପଡ଼ା ଗସ୍ତକୁ ନେଇ ଶ୍ରୀମୟୀଙ୍କ ସମାଲୋଚନା: କହିଲେ ଯଦି ନବୀନଙ୍କ ପୁଅ ଥାଆନ୍ତେ…

ଭୁବନେଶ୍ୱର,୭।୧୧: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନୂଆପଡ଼ା ଗସ୍ତକୁ ନେଇ ଶ୍ରୀମୟୀ ମିଶ୍ର ସମାଲୋଚନା କରିଛନ୍ତି। ନବୀନଙ୍କୁ ୨ PSO ହାତ ଧରି ନେଉଥିବା ଭିଡିଓ ପୋଷ୍ଟ କରି ଟାର୍ଗେଟ କରିଛନ୍ତି ଶ୍ରୀମୟୀ । ଶ୍ରୀମୟୀ କହିଛନ୍ତି, ଯଦି ନବୀନଙ୍କ ପୁଅ ଥାଆନ୍ତେ, ସେ କ’ଣ ତାଙ୍କ ଅସୁସ୍ଥ ବାପାଙ୍କୁ ଏଭଳି ଅବସ୍ଥାରେ କେବଳ ପ୍ରଚାର ପାଇଁ ବାହାରକୁ ଛାଡ଼ିଥାଆନ୍ତେ। ଆମ ଭିତରୁ କେହି ବି ପୁଅ ଓ ଝିଅ ବାପାମାଆଙ୍କୁ ଏଭଳି ଛାଡ଼ିଥାଆନ୍ତେ ? କେବଳ ରାଜନୀତି ନୁହେଁ; ମାନବିକତା, ପ୍ରେମ ଓ ସମ୍ମାନରେ ବି ଆମେ ଗୁରୁଜନଙ୍କ ପ୍ରତି ଋଣୀ ବୋଲି ଶ୍ରୀମୟୀ କହିଛନ୍ତି।

ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଦିନିକିଆ ନୂଆପଡ଼ା ଗସ୍ତରେ ଯାଇ ପହଞ୍ଚି ଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର କରିଛନ୍ତି। ଏହି ଅବସରରେ ନବୀନ ଖରିଆର୍‌ ରୋଡ ଏନଏସି ଅଞ୍ଚଳର ଦାଗା, ବିଜୁ ପଟ୍ଟନାୟକ ଏବଂ ଲକ୍ଷ୍ମଣିଆ ପେଟ୍ରୋଲ ପମ୍ପ ଛକ ଦେଇ ରୋଡ ଶୋ କରିବାର କାର୍ଯ୍ୟକ୍ରମ ରହିଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରୁ ୩ କ୍ରସ ଭୋଟିଂ: AICCକୁ ଜଣାଇ ଦିଆଯାଇଛି କହିଲେ ଭକ୍ତ

ଭୁବନେଶ୍ୱର,୧୬।୩: କଂଗ୍ରେସରୁ ୩ କ୍ରସ ଭୋଟିଂ ହୋଇଛି ଏ ନେଇ କହିଲେ ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ରମେଶ, ସୋଫିଆ, ଦାଶରଥି କ୍ରସ ଭୋଟିଂ…

ଜଲଓ୍ବା ଦେଖାଇଲେ ପ୍ରିୟଙ୍କା ଚୋପ୍ରା: ପ୍ରଥମ ଭାରତୀୟ ଅଭିନେତ୍ରୀ ଭାବେ…

୯୮ତମ ଓସ୍କାର ପୁରସ୍କାର ଉତ୍ସବରେ ବଲିଉଡର ଜଲଓ୍ବା ଦେଖାଇଛନ୍ତି ‘ଦେଶୀ ଗାର୍ଲ’ ପ୍ରିୟଙ୍କା ଚୋପ୍ରା। ଯଦିଓ ତାଙ୍କର କୌଣସି ଚଳଚ୍ଚିତ୍ର ପୁରସ୍କାର ଜିତି ନ ଥିଲା କିନ୍ତୁ…

୨୦୦୮ ରୁ ୨୦୨୬ ପର୍ଯ୍ୟନ୍ତ…, IPL ରୁ ମୋଟ କେତେ ରୋଜଗାର କରିଛନ୍ତି ବିରାଟ କୋହଲି? ଜାଣିଲେ ଆଶ୍ଚର୍ଯ୍ୟହେବେ

ନୂଆଦିଲ୍ଲୀ,୧୬।୩: IPL 2026 ଆରମ୍ଭ ହେବାକୁ ଆଉ ମାତ୍ର ୧୨ ଦିନ ବାକି ଥିବା ବେଳେ, ଏହି ଟୁର୍ଣ୍ଣାମେଣ୍ଟ କ୍ରିକେଟ ମହଲରେ ଆଲୋଚନାର ଏକମାତ୍ର ବିଷୟ ପାଲଟିଛି।…

ରାସ୍ତାରେ ଅଚଳ ୧୦୮ ଆମ୍ବୁଲାନ୍ସ, ପ୍ରସବ ବେଦନାରେ ଛଟପଟ ଆସନ୍ନ ପ୍ରସବା

ନନ୍ଦପୁର/ପାଡୁଆ୧୬।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ପାନ୍ଥଲୁଙ୍ଗ ପଞ୍ଚାୟତର ଆନ୍ଧ୍ର ସୀମାକୁ ଲାଗି ରହିଥିବା ସାରିଆପାଲି ଗାଁରେ ଜନନୀ ଯନ୍ତ୍ରଣା ଦେଖିବାକୁ ମିଳିଛି।…

ଯୁଦ୍ଧ ମଧ୍ୟରେ ଭାରତକୁ ମିଳିଗଲା ବଡ଼ ରାସ୍ତା: ମାରିନେଲା ବାଜି

ନୂଆଦିଲ୍ଲୀ,୧୬।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଏବଂ ଘରୋଇ ଗ୍ୟାସ ଅଭାବ ମଧ୍ୟରେ ନୂଆଦିଲ୍ଲୀ ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ନିରନ୍ତର ପଦକ୍ଷେପ ନେଉଛି। ଏକ ଆର୍ଥିକ…

ଭିଜିଲାନ୍ସ ଜାଲରେ ଶିକ୍ଷା ବିଭାଗର ଆକାଉଣ୍ଟାଣ୍ଟ, ୬ହଜାର ଟଙ୍କା ଲାଞ୍ଚ ଦାବି….

ବରଗଡ଼,୧୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରପାଲି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କନିଷ୍ଠ କିରାଣୀ ତଥା ଆକାଉଣ୍ଟାଣ୍ଟ ରଜନୀକାନ୍ତ କର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ…

ଭୋଟ ଦେଲେ ହେଲେ ମୁହଁ ଖୋଲିଲେନି ବିଧାୟିକା ସୋଫିଆ ଫିର୍ଦ୍ଦେସ

ଭୁବନେଶ୍ୱର,୧୬।୩: ଭୋଟ ଦେଲେ ହେଲେ ମୁହଁ ଖୋଲିଲେନି ବିଧାୟିକା ସୋଫିଆ ଫିର୍ଦ୍ଦେସ। ସେ ଭୋଟ ଦେଇ ଚୁପ୍‌ଚାପ୍‌ ଚାଲି ଯାଇଥିଲେ। ଗଣମାଧ୍ୟମକୁ ପ୍ରତିକ୍ରିୟା ନ ଦେଇ ଚାଲଯାଇଥିଲେ।…

ପ୍ରଯୁକ୍ତିବିଦ୍ୟାର ଚମତ୍କାର! ChatGPT ବ୍ୟବହାର କରି ତିଆରି କଲେ କ୍ୟାନ୍ସର ଟିକା, ନୂଆ ଜୀବନ ପାଇଲା କୁକୁର

ନୂଆଦିଲ୍ଲୀ,୧୬ା୩: କୃତ୍ରିମ ବୁଦ୍ଧିମତ୍ତା ଆଉ କେବଳ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ସୀମିତ ନୁହେଁ; ଏହା ବର୍ତ୍ତମାନ ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ମଧ୍ୟ ନୂତନ ଚମତ୍କାର ପ୍ରଦର୍ଶନ କରୁଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri