‘ଧୃତରାଷ୍ଟ୍ର’ଙ୍କ ଉଦାହାରଣ ଦେଇ କଡ଼ା ଆକ୍ଷେପ କଲେ ଶ୍ରୀମୟୀ ମିଶ୍ର, କହିଲେ ଅଯୋଗ୍ୟ ରାଜାଙ୍କୁ କେବେ…

ଭୁବନେଶ୍ୱର,୮ା୯: ସୋସିଆଲ ମିଡିଆରେ ‘ଧୃତରାଷ୍ଟ୍ର’ଙ୍କ ଉଦାହରଣ ଦେଇ ଶ୍ରୀମୟୀ ମିଶ୍ର କାହା ନାଁ ନ ନେଇ କଡ଼ା ଆକ୍ଷେପ କରିଛନ୍ତି। ସେ କହିଛନ୍ତି, ଦ୍ରୌପଦୀଙ୍କୁ ଅପମାନ ହେଉଥିବା ସଭାରେ ରାଜା ଧୃତରାଷ୍ଟ୍ର ଅଧ୍ୟକ୍ଷତା କରିଥିଲେ। ଅନ୍ୟାୟ ବିଷୟରେ ଜାଣି ମଧ୍ୟ ସେ ଏହି ଅପମାନ ରୋକିବାକୁ ଚେଷ୍ଟା କରି ନ ଥିଲେ। ଧୃତରାଷ୍ଟ୍ରଙ୍କର ବିଶେଷତଃ ଦୁର୍ଯ୍ୟୋଧନ ପ୍ରତି ଅନ୍ଧ ପ୍ରୀତି ନୀରବ ରଖିଥିଲା। କିଛି ଲୋକ ଧୃତରାଷ୍ଟ୍ର ପରି ଅନ୍ଧ, ଅନ୍ୟାୟ ରୋକିବାକୁ ପ୍ରୟାସ କରନ୍ତି ନାହିଁ। ଇତିହାସ ଏପରି ଅଯୋଗ୍ୟ ରାଜାଙ୍କୁ କେବେ କ୍ଷମା ଦେବ ନାହିଁ ବୋଲି ସେ ସଫାସଫା କହିଛନ୍ତି।

କାରଣ ସେମାନଙ୍କର ନୀରବତା ଦୁଃଖଦ ପରିଣାମ ଆଣିଥାଏ। ମହିଳାଙ୍କୁ ଅପମାନିତ କରିବା ବ୍ୟକ୍ତି ମହିଳା ସଶକ୍ତୀକରଣ ସ୍ଲୋଗାନ ଦେଲେ ଜନେ ହସନ୍ତି ବୋଲି ସେ କହିଛନ୍ତି। ଏଥିସହିତ ସେ ଆହୁରି ମଧ୍ୟ କହିଛନ୍ତି, ଅନ୍ୟାୟର ଶିଡ଼ି ଚଢ଼ୁଥିବା ବ୍ୟକ୍ତି ନ୍ୟାୟମୂର୍ତ୍ତି ପାଇଁ ଚେଷ୍ଟା କରନ୍ତି ଯେଉଁଥିପାଇଁ ଜନେ ହସନ୍ତି। ତେବେ ସବୁଠୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ୍‌ କରି ଶ୍ରୀମୟୀ କୁଆଡ଼େ ଏମିତି କହିଛନ୍ତି ବୋଲି ରାଜନୈତିକ ମହଲରେ ଜୋର୍‌ଦାର ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri