Posted inଜାତୀୟ

ଖୋଲିବ ଶ୍ରୀନଗର- ଲେହ ଜାତୀୟ ରାଜପଥ

ଶ୍ରୀନଗର,୨୨।୨: ଲଦାଖକୁ ସଂଯୋଗ କରୁଥିବା ୪୩୪ କି.ମି ବିଶିଷ୍ଟ ଏକମାତ୍ରା ଶ୍ରୀନଗର-ଲେହ ଜାତୀୟ ରାଜପଥ ଖୁବ୍‌ଶୀଘ୍ର ଖୋଲିବାକୁ ଯାଉଛି। ଭିଷଣ ବରଫପାତ କାରଣରୁ ଚଳିତବର୍ଷ ଜାନୁୟାରୀରୁ ଏହି ରାଜପଥ ବନ୍ଦ ଥିଲା। କିନ୍ତୁ ବର୍ତ୍ତମାନ ତୁଷାରପାତ କମିବା ଫଳରେ ସଡ଼କରେ ଜମି ରହିଥିବା ବରଫ ସବୁକୁ ହଟାଯାଉଛି। ଫଳରେ ଆଗାମୀ ଦିନରେ ଏହି ଜାତୀୟ ରାଜପଥ ଯାତାୟାତ ପାଇଁ ସୁଗମ ହୋଇପାରିବ। ଜମ୍ମୁ-କଶ୍ମୀର ଏବଂ ଲଦାଖକୁ ସଂଯୋଗ କରୁଥିବା ଏହି ରାଜପଥ ଖୋଲାଯିବା ଦ୍ୱାରା ଖାଲି ସେନା ନୁହେଁ ସାଧାରଣ ଜନତା ମଧ୍ୟ ଉପକୃତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସୁପ୍ରିମକୋର୍ଟରେ ଆଧାର ଶୁଣାଣି

ନୂଆଦିଲ୍ଲୀ,୧୬ା୬: ଭାରତର ବିଶିଷ୍ଟ ପରିଚୟ କର୍ତ୍ତୃପକ୍ଷଙ୍କ ଦ୍ୱାରା ଜାରି ଆଧାର କାର୍ଡଗୁଡ଼ିକୁ ନାଗରିକତ୍ୱ, ବାସସ୍ଥାନ ପ୍ରମାଣ ଓ ଠିକଣା ପ୍ରମାଣ ଭାବେ ଦୁରୁପଯୋଗ କରାଯାଉଥିବା ଅଭିଯୋଗ କରି ସୁପ୍ରିମକୋର୍ଟରେ…

ଆଉ ଖେଳିପାରିବେନି ବୈଭବ ସୂର୍ଯ୍ୟବଂଶୀ? ଶ୍ରୀଲଙ୍କା ଖେଳାଳିଙ୍କ ସହ ଝଗଡ଼ା ପରେ ବଡ଼ କାର୍ଯ୍ୟାନୁଷ୍ଠାନ ହେବାର ସମ୍ଭାବନା! ଜାଣନ୍ତୁ ଅପଡେଟ

ନୂଆଦିଲ୍ଲୀ,୧୬।୬: ଆୟରଲ୍ୟାଣ୍ଡ ଗସ୍ତ ପୂର୍ବରୁ ଶ୍ରୀଲଙ୍କାରେ ଖେଳୁଥିବା ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ଶିରୋନାମାରେ ସ୍ଥାନ ପାଇଛନ୍ତି। ପୂର୍ବରୁ ତାଙ୍କର ଚମତ୍କାର ପ୍ରଦର୍ଶନ ପାଇଁ ଦୃଷ୍ଟି…

୭୫ ଟଙ୍କାର ବ୍ୟାଙ୍କ ବାଲାନ୍ସରୁ ଏନ୍‌ଡିଏର ସମ୍ଭାବ୍ୟ ଶକ୍ତି, ଚର୍ଚ୍ଚାରେ ଆଞ୍ଚଳିକ ଦଳ ‘ଏନ୍‌ସିପିଆଇ’ର ରାଜନୈତିକ ଯାତ୍ରା

ନୂଆଦିଲ୍ଲୀ,୧୫ା୬(ପି.ଟି.): ଆର୍ଥିକବର୍ଷ ୨୦୨୨-୨୩ ଶେଷ ସୁଦ୍ଧା ଯେଉଁ ରାଜନୈତିକ ଦଳର ବ୍ୟାଙ୍କ ଖାତାରେ ମାତ୍ର ୭୫ ଟଙ୍କା ବାକି ରହିଥିଲା, ଆଜି ସେହି ଅଜ୍ଞାତ ଦଳଟି ଜାତୀୟ…

ଇରାନ ଉପରେ ଜୋରଦାର ଖର୍ଚ୍ଚ କରିବେ ଟ୍ରମ୍ପ; ୩୦୦ ବିଲିୟନ ଡଲାର ବର୍ଷା କରିବାକୁ ପ୍ରସ୍ତୁତ!

ତେହରାନ,୧୬।୬: ଆମେରିକା ଏବଂ ଇରାନ ମଧ୍ୟରେ ପ୍ରସ୍ତାବିତ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ ଏହି ଚୁକ୍ତିନାମା ଅତି କମରେ ୩୦୦…

ଠିଆ ହୋଇଥିବା ଟ୍ରକକୁ ପଛରୁ ପିଟିଲା ବାଇକ, ଘଟଣାସ୍ଥଳରେ ୨ମୃତ

ଅତାବିରା,୧୬।୬(ଯୁଧିଷ୍ଠିର ମହାପାତ୍ର): ଅତାବିରା ଥାନା ସରଣ୍ଡା ଗେଟ ପାଖ ୫୩ ନମ୍ବର ଜାତୀୟ ରାଜପଥରେ ସୋମବାର ରାତ୍ରି ୮ଟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨…

ସରକାରଙ୍କ ବଡ଼ ନିଷ୍ପତ୍ତି: ଡିଜେଲ ଉପରେ ରପ୍ତାନି ଶୁଳ୍କ ପ୍ରତି ଲିଟର ୧୪ ଏବଂ ATF ଉପରେ ପ୍ରତି ଲିଟର ୧୨.୫ ଟଙ୍କା ବୃଦ୍ଧି, ଜାଣନ୍ତୁ କ’ଣ ପଡିବ ପ୍ରଭାବ

ନୂଆଦିଲ୍ଲୀ,୧୬।୬: କେନ୍ଦ୍ର ସରକାର ଜୁନ ୧୬, ୨୦୨୬ ରୁ ପେଟ୍ରୋଲିୟମ ଉତ୍ପାଦ ଉପରେ ରପ୍ତାନି ଶୁଳ୍କ ସଂଶୋଧନ କରିଛନ୍ତି। ଡିଜେଲ ଏବଂ ବିମାନ ଟର୍ବାଇନ ଇନ୍ଧନ (ATF)…

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri