Posted inଜାତୀୟ

ଶ୍ରୀନଗରରେ ଆତଙ୍କବାଦୀ ଆକ୍ରମଣ: ଜଣେ ପୋଲିସ ଶହୀଦ

ଶ୍ରୀନଗର,୨୯।୧୦: ଜମ୍ମୁ-କାଶ୍ମୀରର ଶ୍ରୀନଗର ଇଦଗାଠାରେ ଆତଙ୍କବାଦୀ ଆକମ୍ରଣ ହୋଇଛି। ଆତଙ୍କବାଦୀ ଜଣେ ପୋଲିସ କର୍ମଚାରୀଙ୍କୁ ଗୁଳି କରିଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନା ନିଆଯାଇଥିଲା, ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ଶହୀଦ ହୋଇଥିବା ପୋଲିସ ଅଧିକାରୀ ଅଲି ମହମ୍ମଦ ୱାନୀଙ୍କ ପୁଅ ମସୁର ଅଲି ୱାନି ବୋଲି ଜଣାପଡିଛି। ମାସୁର ଶ୍ରୀନଗରର ୟେଚିପୋରା ଇଦଗାର ବାସିନ୍ଦା ଥିଲେ। ପୋଲିସ ଉପରେ ଆତଙ୍କବାଦୀ ଆକ୍ରମଣ ପରେ ଶ୍ରୀନଗରର ଇଦ୍‌ଗା ଠାରେ ସୁରକ୍ଷା କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

ଭାଜପାରେ ବଡ଼ ଅଦଳବଦଳ: ସ୍ମୃତି-ବସୁନ୍ଧରାଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୭।୮: ସଭାପତି ନୀତିନ ନବୀନ ନୂଆ ଟିମ୍‌ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ୧୬…

ଅଷ୍ଟ୍ରେଲିଆକୁ ICC ଦେଲା ବଡ଼ ଦଣ୍ଡ: ବାଂଲାଦେଶଠାରୁ ଶୋଚନୀୟ ପରାଜୟ ପରେ କଙ୍ଗାରୁ ଟିମ୍‌କୁ…

ଆଡ଼ିଲେଡ,୧୭।୮: ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୯ ଉଇକେଟେରେ ପରାସ୍ତ କରି ବାଂଲାଦେଶ ଇତିହାସ ରଚିଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଏହା ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆ…

ଅନ୍ୟ ଗ୍ରହରେ ବସତି ସମସ୍ୟା, ବୈଜ୍ଞାନିକମାନେ ତାଲିକାଭୁକ୍ତ କରି…

ବୈଜ୍ଞାନିକମାନେ ଗ୍ରହମାନଙ୍କର ବାସ୍ତବିକ ରଙ୍ଗ ଭାବେ ତାଲିକାଭୁକ୍ତ କରିଛନ୍ତି। ଏହି ଅନୁସାରେ ବୁଧ: ଧୁସର, ଶୁକ୍ର : ହଳଦିଆ ସହ ଧଳା, ପୃଥିବୀ: ନୀଳ ସହ ଧଳା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri