Posted inଖେଳ

ଏସ୍‌ଆର୍‌ ଅନ୍‌ଲାଇନ୍‌ ଚେସ୍‌: ଓମ୍‌ ଆଦିତ୍ୟ ଚାମ୍ପିୟନ

ଭୁବନେଶ୍ୱର,୧।୬(କ୍ରୀଡ଼ା ପ୍ରତିନିଧି): ଏସ୍‌ଆର୍‌ ଚେସ୍‌ ସେଣ୍ଟର ଆନୁକୂଲ୍ୟରେ ଆୟୋଜିତ ୨୯ତମ ଅନ୍‌ଲାଇନ୍‌ ଚେସ୍‌ରେ ଓମ୍‌ ଆଦିତ୍ୟ ଖାଡଙ୍ଗା ଚାମ୍ପିୟନ ହୋଇଛନ୍ତି। ୬ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ ମଦର୍ସ ପବ୍ଲିକ୍‌ ସ୍କୁଲ୍‌ର ଓମ୍‌ ଆଦିତ୍ୟ ୫.୫ ପଏଣ୍ଟ ପାଇ ପ୍ରଥମସ୍ଥାନ ଅଧିକାର କରିଛନ୍ତି। ରବୀନ୍ଦ୍ର କୁମାର ଓଝା ଓ ପି. ସାଇରୂପା ୪.୫ ପଏଣ୍ଟ ଲେଖାଏ ପାଇ ଯଥାକ୍ରମେ ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ଏହା ବ୍ୟତୀତ ବିଭିନ୍ନ ବୟସ ବର୍ଗରେ ଶ୍ରେଷ୍ଠ ପ୍ରଦର୍ଶନ କରି ପ୍ରତୀକ ଚୌରାସିଆ, ଆରିନ ଅନ୍ବେଷ ସ୍ବାଇଁ, ଜ୍ୟୋସ୍ନଭ ତାଲୁକଦାର, ଗୌରବ ମହାନ୍ତି, ସିଦ୍ଧାର୍ଥ ମିଶ୍ର, ସାଇ ସମ୍ପ୍ରଦା ମହାନ୍ତି, ଆଦିତ୍ୟ ବିକ୍ରମ ମିଶ୍ର, ଦେବପ୍ରିତ ମିଶ୍ର, ସୂର୍ଯ୍ୟାଂଶୁ ମହାକୁଡ଼, ଅଭିଷେକ ଦାଶ, ସାଇ ଶ୍ରୀହନ, ଅଦିତି ମହାରଣା ପ୍ରମୁଖ ପୁରସ୍କୃତ ହୋଇଛନ୍ତି। ଏସ୍‌ଆର୍‌ ଚେସ୍‌ ସେଣ୍ଟର ସମ୍ପାଦକ ସତ୍ୟରଞ୍ଜନ ପଟ୍ଟନାୟକ, ଡାକ୍ତର ମାନସ ରଞ୍ଜନ ମିଶ୍ର ଓ କୋଚ୍‌ ସତ୍ୟଜିତ ପଟ୍ଟନାୟକଙ୍କ ତତ୍ତ୍ୱାବଧାନରେ ଏହି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୋଟାସଙ୍କୁ ପୋଲ୍‌ ପୋଜିଶନ

ସିଲଭରଷ୍ଟୋନ୍‌, ୯ା୮ (ଏପି)-ଫର୍ମୁଲା ଓ୍ବାନ୍‌ର ୭୦ତମ ବାର୍ଷିକୀ ଗ୍ରାଁ ପ୍ରି ପାଇଁ ମର୍ସିଡିଜ୍‌ ଟିମ୍‌ମେଟ୍‌ ଲିଓ୍ବିସ ହାମିଲଟନଙ୍କୁ ପଛରେ ପକାଇ ଭାଲଟେରି ବୋଟାସ ଏଠାରେ ପୋଲ...

ଜିମ୍ମି ନିଶାମଙ୍କ ଆଙ୍ଗୁଠିରେ ଅସ୍ତ୍ରୋପଚାର

ଓ୍ବେଲିଂଟନ୍‌, ୧୮ା୧ (ପି.ଟି.)-ନ୍ୟୁଜିଲାଣ୍ଡ ଅଲରାଉଣ୍ଡର ଜିମ୍ମି ନିଶାମଙ୍କ ମଧ୍ୟମା ଆଙ୍ଗୁଠିରେ ଶନିବାର ଅସ୍ତ୍ରୋପଚାର ହୋଇଛି। କ୍ରିକେଟ ଓ୍ବେଲିଂଟନ ତରଫରୁ ଏହା ଘୋଷଣା କରାଯାଇଛି। ସପ୍ତାହକ ମଧ୍ୟରେ...

୨୦୨୪ ଟି-୨୦ ବିଶ୍ୱକପ୍‌ ଖେଳିବେ କି ରୋହିତ, କୋହଲି: ମୁଖ୍ୟ ଚୟନକର୍ତ୍ତା କହିଲେ…

ନୂଆଦିଲ୍ଲୀ,୧।୧୧: ଆଇସିସି ଟି-୨୦ ବିଶ୍ୱକପ ୨୦୨୨ ଅଷ୍ଟ୍ରେଲିଆରେ ଖେଳାଯାଉଛି ଏବଂ ବର୍ତ୍ତମାନ ଏହା ପରେ ପରବର୍ତ୍ତୀ ଟି-୨୦ ବିଶ୍ୱକପ ୨୦୨୪ରେ ଖେଳାଯିବ। ଏହି ମେଗା ଇଭେଣ୍ଟ...

ଭାରତ ନ ଆସିଲେ ଅଷ୍ଟ୍ରେଲିଆ ପାଇଁ ହାନିକାରକ ହେବ: ଲାବୁସେନ୍‌

ସିଡ୍‌ନୀ,୪।୫ (ପି.ଟି.): କୋଭିଡ-୧୯ ମହାମାରୀ ସାରା ବିଶ୍ୱକୁ କବଳିତ କରିଛି। ତେବେ ମହାମାରୀ କାରଣରୁ ଯଦି ଭାରତ ଆଗାମୀ ଅଷ୍ଟ୍ରେଲିଆ ଗସ୍ତରେ ନ ଆସେ ତା’ହେଲେ...

ପ୍ରମୋଦ ସେମିଫାଇନାଲରେ

ଭୁବନେଶ୍ୱର, ୨୫ା୨ (କ୍ରୀଡ଼ା ପ୍ରତିନିଧି): ସ୍ପେନ୍‌ର ଭିକ୍ଟୋରିଆଠାରେ ଚାଲିଥିବା ସ୍ପାନିଶ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ର ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି ଓଡ଼ିଶାର ପ୍ରମୋଦ ଭଗତ। ଶୁକ୍ରବାର...

ମହିଳା ଭଲିବଲ ଚ୍ୟାଲେଞ୍ଜ: ଭାରତ ଚାମ୍ପିୟନ

ଭୁବନେଶ୍ୱର, ୨୯।୫(କ୍ରୀଡ଼ା ପ୍ରତିନିଧି): ନେପାଳର କାଠମାଣ୍ଡୁରେ ରବିବାର ଶେଷ ହୋଇଥିବା ଏନ୍‌ଏସ୍‌ସି କାଭା (ସେଣ୍ଟ୍ରାଲ ଏସିଆନ ଭଲିବଲ ଆସୋସିଏଶନ) ମହିଳା ଭଲିବଲ ଚ୍ୟାଲେଞ୍ଜ୍‌ କପ୍‌ରେ ଭାରତ...

ଟେଷ୍ଟ ପରେ ଦିନିକିଆ ସିରିଜରେ ଅଷ୍ଟ୍ରେଲିଆକୁ ଝଟ୍‌କା, ବଦଳିଲେ…

ନୂଆଦିଲ୍ଲୀ,୧୪।୩: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଟେଷ୍ଟ ସିରିଜ ଶେଷ ହୋଇଛି। ମାର୍ଚ୍ଚ ୧୭ରୁ ଉଭୟ ଦଳ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ...

ବ୍ରାଭୋ ଅନ୍ତର୍ଜାତୀୟ କ୍ରିକେଟ ପାଇଁ ପ୍ରସ୍ତୁତ

ନୂଆଦିଲ୍ଲୀ,୧୩।୧୨(ପି.ଟି.)- ଓ୍ବେଷ୍ଟଇଣ୍ଡିଜ ଅଲରାଉଣ୍ଡର ଡ୍ବେନ ବ୍ରାଭୋ ଅନ୍ତର୍ଜାତୀୟ କ୍ରିକେଟକୁ ଫେରିବା ନେଇ ଶୁକ୍ରବାର ଘୋଷଣା କରିଛନ୍ତି। ପ୍ରାୟ ଏକ ବର୍ଷ ତଳେ ଦେଶର ବୋର୍ଡ ସହ...

Advertisement
Archives

Model This Week