ଅପରାହ୍ନରେ ଗଣମାଧ୍ୟମ ସମ୍ମିଳନୀ କରିବେ ଏସ୍‌ଆରସି

ଭୁବନେଶ୍ୱର,୩୧।୭(ବ୍ୟୁରୋ): ରାଜ୍ୟରେ କରୋନାର ଦ୍ୱିତୀୟ ଲହର ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଓଡ଼ିଶାରେ ଦୈନିକ ସଂକ୍ରମଣ ୨ହଜାର ତଳେ ରହୁଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ ଚିନ୍ତା ବଢ଼ାଉଛି। ରବିବାର ସକାଳ ୬ଟାରେ ରାଜ୍ୟରେ ଲାଗୁ ହୋଇଥିବା ତୃତୀୟ ପର୍ଯ୍ୟାୟ ଆଶିଂକ ଲକ୍‌ଡାଉନ ଅବଧି ଶେଷ ହେବାକୁ ଯାଉଛି। ତେବେ ଅଗଷ୍ଟ ପ୍ରଥମ ପହିଲାରୁ କୋଭିଡ ମୁକାବିଲା ରଣନୀତି କ’ଣ ରହିବ ତା’ଉପରେ ସମସ୍ତଙ୍କ ନଜର ରହିଛି। ଇତିମଧ୍ୟରେ ଅପରାହ୍ନ ସାଢ଼େ ୩ଟାରେ ଗଣମାଧ୍ୟମ ସମ୍ମିଳନୀ କରିବେ ଉନ୍ନୟନ କମିଶନର ତଥା ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା। ରାଜ୍ୟରେ ଅଗଷ୍ଟ ପହିଲାରୁ କ’ଣ ନୂଆ ଗାଇଡ୍‌ଲାଇନ୍‌ ଆସିବ ସେନେଇ ରାଜ୍ୟବାସୀଙ୍କ ସମ୍ମୁଖରେ ବିବୃତ୍ତି ରଖିବେ ଏସ୍‌ଆରସି। ବର୍ତ୍ତମାନର କରୋନା ସ୍ଥିତି, ସଂକ୍ରମଣ ହାର, ଟିକାକରଣ ଓ କୋଭିଡ କଟକଣାକୁ ମାନଦଣ୍ଡ ଭାବରେ ବିଚାର କରି ସରକାର ଗାଇଡ୍‌ଲାଇନ୍‌ ପ୍ରସ୍ତୁତ କରିଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଭ୍‌ରେଷ୍ଟ ଚଢ଼ିଲେ ସୁର ରାଉତରାୟଙ୍କ ପୁଅ

ଭୁବନେଶ୍ୱର,୧୫ା୫(ବ୍ୟୁରୋ): ଏଭ୍‌ରେଷ୍ଟର ଶୀର୍ଷରେ ପହଞ୍ଚି ରେକର୍ଡ କରିଛନ୍ତି କଂଗ୍ରେସର ବରିଷ୍ଠ ନେତା ତଥା ବିଧାୟକ ସୁର ରାଉତରାୟଙ୍କ ପୁଅ ସିଦ୍ଧାର୍ଥ। ସେ ସାଙ୍ଗରେ ଜାତୀୟ ପତାକା...

ସେପ୍ଟେମ୍ବରରେ ଆସିବ ଚଳଚ୍ଚିତ୍ର ‘ଏଡିୟୁ ଗୋଦାର’

ଭୁବନେଶ୍ୱର, ୨୦।୮(ବ୍ୟୁରୋ): ସର୍ବଭାରତୀୟ ସ୍ତରରେ ସେପ୍ଟେମ୍ବର ୨ରେ ପ୍ରେକ୍ଷାଳୟକୁ ଆସୁଛି ଓଡ଼ିଆ ଫିଚର୍‌ ଚଳଚ୍ଚିତ୍ର ‘ଏଡିୟୁ ଗୋଦାର’। ଚଳଚ୍ଚିତ୍ରଟି ଜାତୀୟ, ଅନ୍ତର୍ଜାତୀୟ ସ୍ତରରେ ଅନେକ ଫେଷ୍ଟିଭାଲରୁ...

ଗାଁକୁ ନାହିଁ ରାସ୍ତା, ବିଜୁଳି ସାତସପନ

ନୂଆପଡ଼ା ଅଫିସ,୨୨।୧୨: କେନ୍ଦ୍ର ତଥା ରାଜ୍ୟ ସରକାର ସ୍ବାସ୍ଥ୍ୟ, ଗମନାଗମନ, ବିଜୁଳି ଓ ପାନୀୟଜଳ ଭଳି ମୌଳିକ ସୁବିଧା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ...

ରାଉରକେଲାର ୩ ନୂଆ ପଜିଟିଭ୍‌ଙ୍କ ତଥ୍ୟ ଦେଲା ସ୍ବାସ୍ଥ୍ୟ ବିଭାଗ: ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ପୁରୁଷ, ୨ ମହିଳା

ଭୁବନେଶ୍ୱର,୨୬।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଶହେ ପାର କରିଛି। ରବିବାର ଆଉ ୩ ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦୩ରେ...

ଦେଶରେ କମୁଛି, ଓଡ଼ିଶାରେ ମହିଳାଙ୍କ ବିରୋଧରେ ବଢ଼ୁଛି ଅପରାଧ

ନୂଆଦିଲ୍ଲୀ,୧୫।୯: ୨୦୧୯ ତୁଳନାରେ ସାରା ଦେଶରେ ମହିଳା ବିରୋଧୀ ଅପରାଧ ହ୍ରାସ ପାଇଥିବା ବେଳେ ଓଡ଼ିଶା ଏବଂ ପଶ୍ଚିମବଙ୍ଗରେ ବୃଦ୍ଧି ପାଇଛି। ମହିଳାଙ୍କ ପ୍ରତି ହିଂସା...

ଶିକ୍ଷାମନ୍ତ୍ରୀଙ୍କ ଘରେ କରୋନା: ସ୍ତ୍ରୀ-ଝିଅ ପଜିଟିଭ୍‌

ବେଙ୍ଗାଲୁର, ୨୩।୬: କର୍ନାଟକର ମେଡ଼ିକାଲ ଶିକ୍ଷାମନ୍ତ୍ରୀଙ୍କ ଘରେ କରୋନା ସଂକ୍ରମଣ ଘଟିଛି। ମନ୍ତ୍ରୀ କେ. ସୁଧାକରଙ୍କ ସ୍ତ୍ରୀ ଏବଂ ଝିଅଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା...

ଆସନ୍ତା ବର୍ଷ ସୁଦ୍ଧା ଆସିବ କରୋନା ପ୍ରତିଷେଧକ ଟୀକା: ଭାରତ ପାଇଁ ଆବଶ୍ୟକ ୬୦ କୋଟି ଟୀକା

ନୂଆଦିଲ୍ଲୀ,୨୭।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ କରୋନା ପ୍ରତିଷେଧକ ଟୀକା ପ୍ରସ୍ତୁତି ପାଇଁ ବିଭିନ୍ନ ଦେଶର ଗବେଷକମାନେ ଦିନରାତି ଉଦ୍ୟମ ଜାରି...

ଶିକ୍ଷାଗତ ଯୋଗ୍ୟତାର ୩ ପ୍ରକାର ତଥ୍ୟ ରଖିଛନ୍ତି ମନ୍ତ୍ରୀ: କଂଗ୍ରେସ

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ପ୍ରତିନିଧି ଆଇନ ୧୯୫୧ ବ୍ୟବସ୍ଥା ଅନୁଯାୟୀ ନିର୍ବାଚନ ପ୍ରତିଦ୍ୱନ୍ଦ୍ୱିତା କରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ଶିକ୍ଷାଗତ ଯୋଗ୍ୟତାର ଆବଶ୍ୟକତା ନ ଥାଏ। ମାତ୍ର ପ୍ରାର୍ଥୀମାନେ...

Advertisement
Archives

Model This Week