Posted inଖେଳ

ମହିଳା ଆଥଲେଟ୍‌ଙ୍କ ହେବ ଏସ୍‌ଆରଓ୍ବାଇ ଜେନେ ଟେଷ୍ଟ, ଜାଣନ୍ତୁ…

ନୂଆଦିଲ୍ଲୀ,୨୭ା୨: ଜାତୀୟସ୍ତର ମହିଳା ପ୍ରତିଯୋଗିତାଗୁଡ଼ିକରେ ଯେପରି କେବଳ ବାୟୋଲଜିକାଲ ମହିଳାମାନେ ଅଂଶଗ୍ରହଣ କରିପାରିବେ ତାହାକୁ ନଜରରେ ରଖି ଆଥଲେଟିକ୍‌ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏଏଫ୍‌ଆଇ) ପକ୍ଷରୁ ଚଳିତବର୍ଷ ଏସ୍‌ଆର୍‌ଓ୍ବାଇ (ସେକ୍ସ ଡିଟରମିନିଙ୍ଗ ରିଜିଅନ ଓ୍ବାଇ) ଜେନେ ଟେଷ୍ଟର ପ୍ରଚଳନ କରାଯିବ।

ନିକଟରେ ଏଏଫ୍‌ଆଇ କାର୍ଯ୍ୟନିର୍ବାହୀ ପରିଷଦର ଏକ ବୈଠକ ବସିଥିଲା। ଗବେଷଣା ଓ ବିକାଶ ପାଇଁ ଆଗାମୀ ଆଥଲେଟମାନଙ୍କର ଡିଏନ୍‌ଏ ଟେଷ୍ଟ କରାଯିବ ବୋଲି ଏକ ପ୍ରସ୍ତାବ ଏଥିରେ ଗୃହୀତ ହୋଇଥିଲା। ସଂଗ୍ରହ କରାଯାଇଥିବା ରେକର୍ଡକୁ ଗୋପନ ରଖାଯିବ।

ଏଏଫ୍‌ଆଇ ଦ୍ୱାରା ଜାରି କରାଯାଇଥିବା ଏକ ସର୍କୁଲାରରେ ଦର୍ଶାଯାଇଛି ଯେ, ଏଣିକି ଜାତୀୟସ୍ତର ପ୍ରତିଯୋଗିତାଗୁଡ଼ିକରେ ଏସ୍‌ଆରଓ୍ବାଇ ଜେନେ ଟେଷ୍ଟ ବାଧ୍ୟତାମୂଳକ ହେବ।

କାର୍ଯ୍ୟନିର୍ବାହୀ ପରିଷଦ ବୈଠକ ଫେବୃଆରୀ ୧୪ ଓ ୧୫ରେ ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜର ପୋର୍ଟବ୍ଲେୟାରରେ ଅନୁଷ୍ଠିତ ହୋଇଥିଲା। ଏସ୍‌ଆରଓ୍ବାଇ ଟେଷ୍ଟ ଚଳିତବର୍ଷ ଜୁଲାଇ ୨୪ରୁ ୨୮ ହେବାକୁଥିବା ଜାତୀୟ ଆନ୍ତଃ ରାଜ୍ୟ ସିନିୟର ଚାମ୍ପିୟନଶିପ୍‌ରେ ପ୍ରଥମ ଥର ଲାଗି ଲାଗୁ କରାଯାଇପାରେ ବୋଲି ଶୁଣାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶଗଡରେ ବିବାହ ପାଇଁ ଶାଶୁଘରକୁ ଆସିଲେ କନ୍ୟା: ରାତି ଅନିଦ୍ରା ହୋଇ ଶଗଡକୁ ସଜାଇଥିଲେ ବର

କବିସୂର୍ଯ୍ୟନଗର, ୨୮।୨(କୃପାସିନ୍ଧୁ ସ୍ବାଇଁ): ସମୟ ଥିଲା ବାହାଘର ପାଇଁ ଶଗଡ ବ୍ୟବହାର ହେଉଥିଲା। ଶଗଡରେ କନ୍ୟା ଆସୁଥିଲେ ବରଘରକୁ ଏବଂ ବାହାଘର ହେଉଥିଲା। ବାଲ୍ୟ ବିବାହ ସମୟରେ…

Sahara Refund: ଆଉ ୫୦ ହଜାର ନୁହେଁ, ଏବେ ୧୦ ଲକ୍ଷ ଟଙ୍କା ଯାଏ ଫେରସ୍ତ ପାଇଁ କରନ୍ତୁ ଆବେଦନ,୪୫ ଦିନରେ ଆସିବ ଟଙ୍କା; ଜାଣନ୍ତୁ…

ନୂଆଦିଲ୍ଲୀ,୨୭।୨: ସାହାରା ଇଣ୍ଡିଆରେ ଟଙ୍କା ରଖିଥିବା ନିବେଶକମାନଙ୍କୁ ବଡ଼ ଆଶ୍ୱସ୍ତି ଦେଇଛନ୍ତି କେନ୍ଦ୍ର ସରକାର। ଏବେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଜମା କରିଥିବା ନିବେଶକମାନେ ନିଜ…

ପୂର୍ବଶତ୍ରୁତାରୁ ଛୁରା ମାଡ଼ ଘଟଣା: ଛୁରି ଜବତ, ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୨୭।୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମରେ ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଘଟିଥିବା ଛୁରାମାଡ଼ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ତଦନ୍ତକାରୀ ଅଧିକାରୀ ପାଟପୁର ଥାନା ଆଇଆଇସି…

ରାଜ୍ୟରେ ଖୋଲିବ ଆଉ ୩ନୂତନ ମହାବିଦ୍ୟାଳୟ, ଜାଣନ୍ତୁ କେଉଁଠି…

ଭୁବନେଶ୍ୱର,୨୭।୨: ରାଜ୍ୟରେ ଖୋଲିବ ଆଉ ୩ଟି ନୂତନ ମହାବିଦ୍ୟାଳୟ। ବ୍ରହ୍ମପୁରର ଏକ କାର୍ଯ୍ୟକ୍ରମରେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏହି ସୂଚନା ଦେଇଛନ୍ତି। ଗୋଟିଏ ମତ୍ସ୍ୟ ବିଜ୍ଞାନ, ଗୋଟିଏ…

ସ୍ବଦେଶ ଫେରିଗଲେ ନ୍ୟୁଜିଲାଣ୍ଡର ଏହି ପେସ୍‌ ବୋଲର, ଜାଣନ୍ତୁ…

କଲମ୍ବୋ,୨୭ା୨: ନ୍ୟୁଜିଲାଣ୍ଡ ପେସ୍‌ ବୋଲର ମ୍ୟାଟ୍‌ ହେନ୍‌ରୀଙ୍କୁ ପୈତୃକ ଛୁଟି ମିଳିଛି। ତାଙ୍କ ସ୍ତ୍ରୀ ଦ୍ୱିତୀୟ ସନ୍ତାନର ଜଜନୀ ହେବାକୁ ଯାଉଥିବାରୁ ଇଂଲଣ୍ଡ ବିପକ୍ଷ ଟି୨୦ ବିଶ୍ୱକପ୍‌…

ଯାତ୍ରୀଙ୍କୁ ନେଇ ଯାଉଥିବାବେଳେ ହଠାତ୍‌ ରାସ୍ତା ମଝିରେ ଅଟକିଲା ଲକ୍ଷ୍ମୀ ବସ୍‌, ତା’ପରେ…

ଗଞ୍ଜାମ,୨୭।୨ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅଞ୍ଚଳରେ ଚଳାଚଳ କରୁଥିବା ଲକ୍ଷ୍ମୀ ବସ୍‌ ବିଭିନ୍ନ ସମୟରେ ବିଭିନ୍ନ ସମସ୍ୟା ଦେଇ ଗତି କରୁଥିଲେ ମଧ୍ୟ ବିଭାଗୀୟ…

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ  ସ୍କୁଲରେ ଶିକ୍ଷକଙ୍କୁ ତାଲା ପକାଇଲେ ଗ୍ରାମବାସୀ 

ବାଲେଶ୍ୱର, ୨୭।୨( ବାଞ୍ଛାନିଧି ଦେ ): ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ବିଦ୍ୟାଳୟରେରେ ଶିକ୍ଷକଙ୍କୁ ତାଲା ପକାଇଲେ ଗ୍ରମବାସୀ ।  ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି।  ବାଲେଶ୍ବର ଜିଲା ସିଂଲା…

ନଦୀ ପାରିହୋଇ ଗ୍ରାମବାସୀଙ୍କ ଦୁଃଖ ବୁଝିଲେ ଜିଲାପାଳ

ନନ୍ଦପୁର,୨୭।୨(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାପାଳ ଶୁକ୍ରବାର ନନ୍ଦପୁର ବ୍ଲକର ରାଇସିଂ ପଞ୍ଚାୟତ ବାସକୀ ନଦୀ ପାରିହୋଇ ଦେବଷଣ୍ଢଗୁଡା ଗ୍ରାମରେ ପହଞ୍ଚି ଗ୍ରାମବାସୀଙ୍କ ସହ ଆଲୋଚନା କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri