ରାଜାମୌଳିଙ୍କ ଫିଲ୍ମ ‘ଆର୍‌ଆର୍‌ଆର୍‌’ର ଫାଷ୍ଟ୍ ଲୁକ୍ ରିଲିଜ

ମୁମ୍ବାଇ: ବାହୁବଳୀ ନିର୍ଦ୍ଦେଶକ ଏସ୍‌ଏସ୍ ରାଜମୌଳିଙ୍କ ଆଉ ଏକ ବଡ ଫିଲ୍ମ ‘ଆର୍‌ଆର୍‌ଆର୍‌’ ବା (ରୌଦ୍ରମ ରନମ ରୁଢିରମ) । ଦର୍ଶକ ଏହି ଫିଲ୍ମରେ ବାହୁବଳୀ ଭଳି ମନୋରଞ୍ଜନକୁ ଅପେକ୍ଷା ରଖିଛନ୍ତି । ଏନ୍‌ଟିଆର୍‌, ଏସ୍‌ଏସ୍ ରାଜାମୌଳି ଓ ରାମ ଚରଣ ତେଜାଙ୍କ ଫିଲ୍ମ ‘ଆର୍‌ଆର୍‌ଆର୍‌’ର ଏକ ବିଶେଷ ଭିଡିଓ ୨୨ ଅକ୍ଟୋବରରେ ଜାରି କରାଯାଇଛି । ଏଥିରେ ଏନ୍‌ଟିଆର୍‌ଙ୍କ କ୍ୟାରେକ୍ଟରର ପରିଚୟ ଦିଆଯାଇଛି । ଲକ୍‌ଡାଉନ ପାଇଁ ପୂର୍ବରୁ ଏହାର ଭିଡିଓ ଜାରି କରାଯାଇ ପାରି ନ ଥିଲା ହେଲେ ଏବେ ଏହାକୁ ଜାରି କରାଯାଇଛି । ଏଥିରେ ଜୁନିୟର ଏନ୍‌ଟିଆର୍ ଭୀମ ଭୂମିକାରେ ନଜର ଆସିବେ । ‘ଆର୍‌ଆର୍‌ଆର୍‌’ର ଅଫିସିଆଲ୍ ଟୁଇଟର ହ୍ୟାଣ୍ଡେଲରେ ଏହାର ପ୍ରଥମ ଲୁକ୍ ଜାରି କରାଯାଇଛି । ଯାହା ଖୁବ୍ ଦମଦାର ହୋଇଛି ବୋଲି କୁହାଯାଉଛି । ଜୁନିୟର ଏନ୍‌ଟିଆରଙ୍କ ଫାଷ୍ଟ ଲୁକ୍ ଦେଖିବା ପାଇଁ ଦୀର୍ଘ ୫ ମାସ ହେବ ତାଙ୍କ ପ୍ରଶଂସକ ଅପେକ୍ଷା କରି ରହିଥିଲେ । ଅନ୍ୟମାନଙ୍କ ମଧ୍ୟରେ ରାମ ଚରଣ, ଅଜୟ ଦେବଗନ, ଆଲିଆ ଭଟ୍ଟ, ଓଲିଭିୟା ମୋରିସ ଆଦିଙ୍କ ଅଭିନୟ ଦେଖିବାକୁ ମିଳିବ । ଫିଲ୍ମ ‘ଆର୍‌ଆର୍‌ଆର୍‌’ ତେଲଗୁ, ତାମିଲ, ମାଲାୟାଲମ ଓ କନ୍ନଡ ଭାଷାରେ ମଧ୍ୟ ରିଲିଜ କରାଯିବ । ଏହା ଏକ ପିରିୟଡ ଡ୍ରାମା ଫିଲ୍ମ ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଯୋଜନାରେ ଚାଷୀଙ୍କୁ ମିଳିବ ୩ ହଜାର ଟଙ୍କା ପେନସନ: କେବଳ କରିବାକୁ ପଡ଼ିବ ଏହି ଗୋଟିଏ କାମ

ନୂଆଦିଲ୍ଲୀ,୭।୪: ସାରା ଦେଶରେ ଚାଷୀମାନଙ୍କୁ ଆର୍ଥିକ ଭାବରେ ସଶକ୍ତ କରିବା ପାଇଁ, କେନ୍ଦ୍ର ଏବଂ ରାଜ୍ୟ ସରକାର ସେମାନଙ୍କୁ ଆର୍ଥିକ ସୁରକ୍ଷା ପ୍ରଦାନ କରିବା ପାଇଁ ବିଭିନ୍ନ…

ସ୍ବର୍ଗତ ତବଲା ବାଦକ ଲକ୍ଷ୍ମଣଙ୍କ ପରିବାରକୁ ଭେଟିଲେ ବିଧାୟକ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ବାଦକ ସ୍ବର୍ଗତ ଲକ୍ଷଣ କୁମାର ତରାଇଙ୍କ ପରିବାରଙ୍କୁ ଭେଟିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ପ୍ରମିଳାଙ୍କ ଘରେ ହଠାତ୍‌ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…

ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା…

ଏମିତି ଖେଳ ଖେଳିଲା ଇରାନ, ପବନରେ ଉଡ଼ିଯିବ ଟ୍ରମ୍ପଙ୍କ ମଙ୍ଗଳବାର ବାଲା ଧମକ

ତେହରାନ,୭।୪: ସମ୍ଭାବ୍ୟ ଆମେରିକୀୟ ଆକ୍ରମଣ ବିରୁଦ୍ଧରେ ଇରାନ ତାର ଶକ୍ତି କେନ୍ଦ୍ରଗୁଡ଼ିକୁ ସୁରକ୍ଷିତ ରଖିବା ପାଇଁ ଏକ ନୂତନ ରଣନୀତି ପ୍ରସ୍ତୁତ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ

ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍‌…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି : ୫ କିଲୋଗ୍ରାମ ସିଲିଣ୍ଡରର ଯୋଗାଣକୁ କଲେ ଦ୍ୱିଗୁଣିତ

ନୂଆଦିଲ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି। ଏହାର ପ୍ରଭାବ ଏସୀୟ ଦେଶଗୁଡ଼ିକରେ ଏଲପିଜି ଏବଂ ପେଟ୍ରୋଲ-ଡିଜେଲର ଯୋଗାଣ ଉପରେ ଦେଖାଯାଉଛି। ତଥାପି,…

ଗୋ’ ମାଫିଆଙ୍କ ଘରେ ରେଡ୍‌: ମିଳିଲା ପୁଳାପୁଳା ଟଙ୍କା-ସୁନା, ମାରଣାସ୍ତ୍ର

ଭଦ୍ରକ, ୭।୪(ସନାତନ ରାଉତ): ପୂର୍ବାଞ୍ଚଳ ଡିଆଇଜିଙ୍କ ନିଦ୍ଦେର୍ର୍ଶକ୍ରମେ ବାଲେଶ୍ୱର, ଭଦ୍ରକ ଓ ମୟୁରଭଞ୍ଜ ଜିଲାରେ ପୋଲିସ ପକ୍ଷରୁ ଗୋ’ ମାଫିଆଙ୍କ ଘରେ ରେଡ କରାଯାଇଛି l ଭଦ୍ରକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri