ଆସିବ ଆରଆରଆରର ସିକ୍ୱେଲ, କାହାଣୀ ହେବ ସମ୍ପୂର୍ଣ୍ଣ ଭିନ୍ନ

ମୁମ୍ବାଇ: ଜଣାଶୁଣା ନିର୍ଦ୍ଦେଶକ ଏସଏସ ରାଜାମୌଳିଙ୍କ ପିତା ତଥା ଆରଆରଆର ଫିଲ୍ମର ରାଇଟର ବିଜେନ୍ଦ୍ର ପ୍ରସାଦ କନଫର୍ମ କରିଛନ୍ତି କି ସେ ରାମ ଚରଣ ଓ ଜୁନିୟର ଏନଟିଆର ଷ୍ଟାରର ମୁଭି ଆରଆରଆରର ସିକ୍ୱେଲ ଆଣିବେ। ଏମିତିବି ରାଜାମୌଳିଙ୍କ ଧମାକାଦାର ମୁଭି ଆରଆରଆରର ଦ୍ୱିତୀୟ ଭାଗକୁ ନେଇ ଫ୍ୟାନ୍ସ ଉତ୍ସାହିତ ଅଛନ୍ତି। ଏହି ଓସ୍କାର ଓ୍ବିନିଂ ଫିଲ୍ମକୁ ନେଇ ଏବେ ଆଉ ଏକ ଅପଡେଟ ଆସିଛି। ମିଳିଥିବା ସୂଚନା ଅନୁଯାୟୀ ଆରଆରଆର ୨ରେ ଷ୍ଟୋରୀ ଲାଇନ ପୂର୍ବଠାରୁ ସମ୍ପୂର୍ଣ୍ଣ ଭିନ୍ନ ହେବ। ଅର୍ଥାତ୍‌ ଏଥର କାହାଣୀ ସମ୍ପୂର୍ଣ୍ଣ ଅଲଗା ହେବ।
ବିଜେନ୍ଦ୍ର ପ୍ରସାଦ ଆହୁରି ଏକ ଚମକାଇବା ଭଳି ଖବର ବି ଦେଇଛନ୍ତି। ସେ କହିଛନ୍ତି ହୋଇପାରେ ଏଥର ପାର୍ଟ ୨ର ନିର୍ଦ୍ଦେଶନା ଏସଏସ ରାଜାମୌଳି ଦେଇ ନ ପାରନ୍ତି। ଏକ ତେଲଗୁ ଚ୍ୟାନେଲ ମାଧ୍ୟମରେ ସେ କହିଛନ୍ତି, ଆମେ ରାମ ଚରଣ ଓ ଜୁନିୟର ଏନଟିଆର ଅଭିନୀତ ମୁଭି ଆରଆରଆରର ସିକ୍ୱେଲ ପ୍ରସ୍ତୁତ କରୁଛୁ, ଏହି ମୁଭିକୁ ଏସଏସ ରାଜାମୌଳି ଅଥବା ଆଉ କେହି ଡିରେକ୍ଟ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ସଲୱାର୍‌ ଖୋଲିବାକୁ ଚେଷ୍ଟା କରିବା ବଳାତ୍କାର ଉଦ୍ୟମ ନୁହେଁ? ପାଟନା ହାଇକୋର୍ଟଙ୍କ ରାୟରେ ସୁପ୍ରିମକୋର୍ଟ ଅସନ୍ତୁଷ୍ଟ; ପ୍ରଧାନ ବିଚାରପତି କହିଲେ…

ନୂଆଦିଲ୍ଲୀ,୨୩।୯: ପାଟନା ହାଇକୋର୍ଟଙ୍କ ଏକ ରାୟକୁ ନେଇ ସୁପ୍ରିମକୋର୍ଟ ଉଦବେଗ ପ୍ରକାଶ କରିଛନ୍ତି। ଉକ୍ତ ରାୟରେ କୁହାଯାଇଥିଲା ଯେ ଜଣେ ମହିଳାଙ୍କ ‘ସଲୱାର’ ଖୋଲିବାକୁ ଚେଷ୍ଟା କରିବା…

ଅବପାତ ମୁକାବିଲା ପାଇଁ ଜିଲା ପ୍ରଶାସନର ବ୍ୟାପକ ପଦକ୍ଷେପ, ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଜନସାଧାରଣଙ୍କ ସୁରକ୍ଷା ଓ ଜରୁରୀ ସେବା ସୁନିଶ୍ଚିତ କରିବା…

UPI ଚାର୍ଜକୁ ନେଇ ବଡ଼ ଖୁଲାସା! କାର୍ଡ ପେମେଣ୍ଟଠାରୁ ୮୦% ଶସ୍ତା କାହିଁକି? ଜାଣନ୍ତୁ ପୂରା ହିସାବ

ନୂଆଦିଲ୍ଲୀ,୨୩।୯ : UPI ପେମେଣ୍ଟକୁ ନେଇ ଆସିଛି ନୂଆ ନିୟମ । ଅକ୍ଟୋବର ୧୫, ୨୦୨୬ରୁ ୨ ହଜାର ଟଙ୍କାରୁ ଅଧିକ କିଛି UPI ଟ୍ରାଞ୍ଜାକ୍ସନରେ ୦.୪…

ଅସ୍ବାସ୍ଥ୍ୟକର ହେବ ନାହିଁ ଟ୍ରେନ ଖାଦ୍ୟ; ମୂଷା କିମ୍ବା ଅସରପା ଦେଖାଗଲେ ସିଧାସଳଖ ସତର୍କ ସୂଚନା (alert) ପଠାଇବ AI କ୍ୟାମେରା

ସମସ୍ତିପୁର,୨୩।୯: ସମସ୍ତିପୁର ଦେଇ ଯାଉଥିବା ପ୍ରମୁଖ ଟ୍ରେନଗୁଡ଼ିକ (ଯେପରିକି ସ୍ବାଧୀନତା ସେନାନୀ ଏକ୍ସପ୍ରେସ, ବିହାର ସମ୍ପର୍କ କ୍ରାନ୍ତି ଏକ୍ସପ୍ରେସ, ବୈଶାଳୀ ଏକ୍ସପ୍ରେସ ଏବଂ ବାଗମତୀ ଏକ୍ସପ୍ରେସ)ର ପ୍ୟାଣ୍ଟ୍ରି…

ଡୋନାଲ୍ଡ ଟ୍ରମ୍ପଙ୍କ ପୁଅଙ୍କ ଖର୍ଚ୍ଚର ଯାଞ୍ଚ କରାଯିବ; ତଦନ୍ତ ପାଇଁ ଦାବି କରିଛନ୍ତି ରିପବ୍ଲିକାନ ସିନେଟର୍‌

ଓ୍ବାଶିଂଟନ,୨୩।୯: ୟୁଟାହ ରିପବ୍ଲିକାନ ସେନେଟର ଜନ କର୍ଟିସ ସିନେଟ ନ୍ୟାୟପାଳିକା କମିଟିକୁ ତଦନ୍ତ କରିବାକୁ ଆହ୍ବାନ କରିଛନ୍ତି ଯେ ଡୋନାଲ୍ଡ ଟ୍ରମ୍ପ ଜୁନିଅର ଆର୍ଥିକ ଲାଭ ପାଇଁ…

ଅଭିନବ ଉପାୟରେ ଗଞ୍ଜେଇ ଚାଲାଣ: ପର୍ଦ୍ଦାଫାଶ କଲା ପୋଲିସ

ବଲାଙ୍ଗୀର, ୨୩।୯ (ବୀରେନ୍ଦ୍ର କୁମାର ଝାଙ୍କର): ଅଭିନବ ଉପାୟରେ ରାଜ୍ୟ ବାହାରକୁ ଚାଲାଣ ହେଉଥିଲା ଗଞ୍ଜେଇ। ଆଚାର କଣ୍ଟେନରରେ ଗଞ୍ଜେଇ ଭର୍ତ୍ତି କରାଯାଇ ଟ୍ରେନ ଯୋଗେ ରାଜ୍ୟ…

ରାସ୍ତାରେ ଯିବାବେଳେ ହଠାତ୍‌ ଦୋକାନ ଭିତରକୁ ପଶିଗଲା କାର୍‌, ୨ ଭାଇ ଗୁରୁତର

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଲୋଏର ବସ୍‌ଷ୍ଟାଣ୍ଡ ନିକଟରେ ବୁଧବାର ଏକ କାର୍‌ ଭରସାମ୍ୟ ହରାଇ ସିରିଜ୍‌ ଦୁର୍ଘଟଣା ଘଟାଇବା ସହ…

ସ୍ବତନ୍ତ୍ର ତକିଆ କିଣିଲେ ବୁମ୍‌ରା: ସବୁ ଗୁମର ଖୋଲିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୩।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଜସପ୍ରୀତ ବୁମରା ଟିମ ଇଣ୍ଡିଆ ସହ ଜାପାନରେ ଅଛନ୍ତି। ସେଠାରେ ସେ ନିଜ ପାଇଁ ବାଛିଥିବା ତକିଆ ଯୋଗୁ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?