SSC CGL 2024: ପୂରଣ ହେବ ୧୭୭୨୭ ପଦବୀ, ଜାଣନ୍ତୁ ଆବେଦନ କରିବାର ଶେଷ ତାରିଖ କେବେ

ନୂଆଦିଲ୍ଲୀ,୨୬।୬: କର୍ମଚାରୀ ଚୟନ ଆୟୋଗ ସିଜିଏଲ ପରୀକ୍ଷା ୨୦୨୪ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଏବଂ ପଞ୍ଜୀକରଣ ମଧ୍ୟ ଆରମ୍ଭ ହୋଇଛି। ଯେଉଁ ପ୍ରାର୍ଥୀମାନେ ଏହି ପରୀକ୍ଷା ପାଇଁ ଆବେଦନ କରିବାକୁ ଚାହୁଁଛନ୍ତି ସେମାନେ ଷ୍ଟାଫ ସିଲେକ୍ସନ କମିଶନର ଅଫିସିଆଲ ଓ୍ବେବସାଇଟ୍‌ ssc.gov.in ଯାଇ ଫର୍ମ ପୂରଣ କରିପାରିବେ। ଫର୍ମ ପୂରଣ କରିବା ପୂର୍ବରୁ, ଆସନ୍ତୁ ଜାଣିବା ଯୋଗ୍ୟତା କ’ଣ ଏବଂ ଏହି ପରୀକ୍ଷା ପାଇଁ କିପରି ଆବେଦନ କରାଯିବ।

ଏଥର SSC CGL ପରୀକ୍ଷା ମାଧ୍ୟମରେ ୧୭୭୨୭ ପଦବୀ ପାଇଁ ନିଯୁକ୍ତି ବାହାରିଛି। ଏହା ଏକ ସମ୍ଭାବିତ ସଂଖ୍ୟା ଯାହା ପରିବର୍ତ୍ତନ ହୋଇପାରେ। ପଞ୍ଜୀକରଣ ଚାଲିଛି ଏବଂ ଆବେଦନ କରିବାର ଶେଷ ତାରିଖ ହେଉଛି ୨୪ ଜୁଲାଇ। ପ୍ରଥମ ପର୍ଯ୍ୟାୟ ପରୀକ୍ଷାର ତାରିଖ ଏ ପର୍ଯ୍ୟନ୍ତ ଆସିନାହିଁ କିନ୍ତୁ ସମ୍ଭବତଃ ସେପ୍ଟେମ୍ବର-ଅକ୍ଟୋବର ମାସରେ ଏହି ପରୀକ୍ଷା ଅନୁଷ୍ଠିତ ହେବ।

ଜାଣନ୍ତୁ କେଉଁମାନେ କରିପାରିବେ ଆବେଦନ:

– ପ୍ରାର୍ଥୀ ନିଶ୍ଚିତ ଭାବରେ ଭାରତର ନାଗରିକ ହେବା ଆବଶ୍ୟକ
– ବୟସ ୩୨ ବର୍ଷରୁ ଅଧିକ ହୋଇନଥିବ
– ପ୍ରାର୍ଥୀ ଏକ ସ୍ବୀକୃତିପ୍ରାପ୍ତ ବିଶ୍ୱବିଦ୍ୟାଳୟରୁ ସ୍ନାତକ ଡିଗ୍ରୀ ହାସଲ କରିଥିବା ଆବଶ୍ୟକ
– କିଛି ପଦବୀ ପାଇଁ ମାଷ୍ଟର ଡିଗ୍ରୀ ମଧ୍ୟ ଆବଶ୍ୟକ
– ଯେଉଁ ପୋଷ୍ଟ ପାଇଁ ଆପଣ ଆବେଦନ କରୁଛନ୍ତି ସେହି ବିଜ୍ଞପ୍ତି ଦେଇ ଆପଣଙ୍କୁ ସବିଶେଷ ତଥ୍ୟ ଯାଞ୍ଚ କରିବାକୁ ପଡିବ


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?