SSC JE Notification 2024: ଏହି ଦିନ ପ୍ରକାଶ ପାଇବ ବିଜ୍ଞପ୍ତି…

ନୂଆଦିଲ୍ଲୀ,୧୨।୨ : ସରକାରୀ ଚାକିରୀ ପାଇଁ ପ୍ରସ୍ତୁତ ପ୍ରାର୍ଥୀମାନେ ଉତ୍ସାହର ସହିତ SSC JE ନିଯୁକ୍ତି ପରୀକ୍ଷାର ବିଜ୍ଞପ୍ତିକୁ ଅପେକ୍ଷା କରିଛନ୍ତି। ଏହି ନିଯୁକ୍ତି ମାଧ୍ୟମରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗରେ ଜୁନିୟର ଇଞ୍ଜିନିୟର ପଦବୀରେ ନିଯୁକ୍ତି କରାଯାଇଥାଏ।

ଏହି ଦିନ SSC JE ବିଜ୍ଞପ୍ତି ପ୍ରକାଶ ପାଇବ?

କର୍ମଚାରୀ ଚୟନ ଆୟୋଗ ୨୯ ଫେବୃଆରୀରେ ଜୁନିୟର ଇଞ୍ଜିନିୟର (SSC JE ପରୀକ୍ଷା 2024) ର ବିଜ୍ଞପ୍ତି ପ୍ରକାଶ କରିବେ। ଆବେଦନ ପ୍ରକ୍ରିୟା ଫେବୃଆରୀରୁ ମାର୍ଚ୍ଚ 2024 ପର୍ଯ୍ୟନ୍ତ ଚାଲିବ ବୋଲି ଆଶା କରାଯାଉଛି।

SSC JE 2024 ଯୋଗ୍ୟତା: କେଉଁମାନେ ଆବେଦନ କରିପାରିବେ?

ଜୁନିୟର ଇଞ୍ଜିନିୟର୍‌ ପଦବୀରେ ନିଯୁକ୍ତି ପାଇଁ ପ୍ରାର୍ଥୀଙ୍କ ବୟସ ୩୦/୩୨ ବର୍ଷରୁ ଅଧିକ ହେବା ଉଚିତ ନୁହେଁ। ତେବେ ସରକାରୀ ନିୟମ ଅନୁଯାୟୀ ସଂରକ୍ଷିତ ବର୍ଗ ପ୍ରାର୍ଥୀଙ୍କୁ ସର୍ବାଧିକ ବୟସ ସୀମା କୋହଳ ପ୍ରଦାନ କରାଯିବ। ଏହା ବ୍ୟତୀତ, ପ୍ରାର୍ଥୀଙ୍କର ଏକ ସ୍ବୀକୃତିପ୍ରାପ୍ତ ବିଶ୍ୱବିଦ୍ୟାଳୟ କିମ୍ବା ଅନୁଷ୍ଠାନରୁ ସମ୍ପୃକ୍ତ ବିଷୟ ଉପରେ ଡିଗ୍ରୀ କିମ୍ବା ଡିପ୍ଲୋମା ରହିବା ଉଚିତ।

SSC JE ପରୀକ୍ଷା ତାରିଖ: ପରୀକ୍ଷା କେବେ ହେବ?

ଜୁନିୟର ଇଞ୍ଜିନିୟର ପଦବୀରେ ନିଯୁକ୍ତି ପାଇଁ ଚୟନ ଦୁଇଟି ପର୍ଯ୍ୟାୟରେ ହେବ। ପରୀକ୍ଷା ଏବଂ ଡକ୍ୟୁମେଣ୍ଟ ଯାଞ୍ଚ ଆଧାରରେ ଏହି ପରୀକ୍ଷା କରାଯିବ। ଆୟୋଗ ଦ୍ୱାରା ପ୍ରକାଶିତ ସୂଚନା ଅନୁଯାୟୀ ପରୀକ୍ଷା ୨୦୨୪ ଜୁନ ୪ ଜୁନ ୫ ଏବଂ ଜୁନ ୬ ରେ ଆୟୋଜିତ ହେବ। ମେ’ର ଶେଷ ସପ୍ତାହରେ ଆଡମିଟ କାର୍ଡ ରିଲିଜ ହେବାର ସମ୍ଭାବନା ରହିଛି।

SSC JE 2024: କେତେ ଦେୟ ଦେବାକୁ ପଡିବ ?

ଜୁନିୟର ଇଞ୍ଜିନିୟର ପଦବୀ ପାଇଁ ମନୋନୀତ ପ୍ରାର୍ଥୀମାନେ ମାସିକ ବେତନ ୩୫,୪୦୦ ରୁ ୧,୧୨,୪୦୦ ଟଙ୍କା ପାଇବେ। ଆବେଦନ କରିବା ପାଇଁ ୧୦୦ ଟଙ୍କା ଦେୟ ଦେବାକୁ ପଡିବ। ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ନିଯୁକ୍ତି ସହ ଜଡିତ ବିସ୍ତୃତ ସୂଚନା ଉପଲବ୍ଧ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri