ବୁଦ୍ଧବିହାରରେ ଛୁରାମାଡ଼: ୨ଯୁବକ ଗୁରୁତର

ଭୁବନେଶ୍ବର,୧୫।୩: ଭୁବନେଶ୍ବର ବୁଦ୍ଧବିହାରରେ ଶନିବାର ରାତିରେ ଛୁରାମାଡ଼ ହୋଇଛି। ଛୁରାମାଡ଼ରେ ୨ଜଣ ଯୁବକ ଗୁରୁତର ହୋଇଛନ୍ତି। ସେମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଚସା ପରେ ଛୁରାମାଡ଼ ହୋଇଥିବା ସୂଚନା ମିଳିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଅନ୍ୟପକ୍ଷେ ହୋଲିରେ ରକ୍ତ ରଞ୍ଜିତ ହୋଇଛି ରାଜଧାନୀ ଭୁବନେଶ୍ୱର। ଭୁବନେଶ୍ୱରରେ ଗଡ଼ିଛି ୨ ମୁଣ୍ଡ। ଶହୀନଗର ଶାନ୍ତିପଲ୍ଲୀ ବସ୍ତିରେ ଜଣଙ୍କୁ ଛୁରି ଭୁସି ହତ୍ୟା କରାଯାଇଥିବା ବେଳେ ମଞ୍ଚେଶ୍ୱର ଥାନା ଅଧୀନ ସମେଇଗାଡିଆରେ ମଧ୍ୟ ଜଣଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି।

ସୂଚନା ଯୋଗ୍ୟ, ଭୁବନେଶ୍ୱର ଶହୀଦନଗର ଶାନ୍ତିପଲ୍ଲୀ ବସ୍ତିରେ ରଙ୍ଗ ଖେଳ ବେଳେ ୪ ଜଣ ଯୁବକ ଜଣେ ଯୁବକଙ୍କୁ ଛୁରି ଭୁଷି ଜଣଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଥିଲେ। ସେହିପରି ମଞ୍ଚେଶ୍ୱର ଥାନା ସମେଇଗାଡିଆରେ ମଧ୍ୟ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ହୋଲି ଖେଳକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ଅଜାଣତରେ ଶିକ୍ଷା ଋଣ ଅଭିଯୋଗ

ଭବାନୀପାଟଣା,୩୦୪(ଉତ୍ତମ କୁମାର ଦାଶ): ତଫସିଲଭୁକ୍ତ ଜାତି(ଏସ୍‌ସି) ଏବଂ ତଫସିଲଭୁକ୍ତ ଜନଜାତି(ଏସ୍‌ଟି) ଛାତ୍ରୀଛାତ୍ରଙ୍କୁ ଉଚ୍ଚଶିକ୍ଷା ପାଇଁ ସରକାର ଆର୍ଥିକ ସହାୟତା ଦେଉଛନ୍ତି। ଏହାଦ୍ବାରା ସେମାନେ ପାଠପଢ଼ା ପ୍ରତି...

ଗଞ୍ଜାମ ହେବ ଯକ୍ଷ୍ମାରୋଗୀ ମୁକ୍ତ, ଅନ୍ୟ ଜିଲା ପାଇଁ ପାଲଟିବ ଉଦାହରଣ

ଭଞ୍ଜନଗର,୩୦ା୪(ବାବୁଲା ପ୍ରଧାନ): ଯକ୍ଷ୍ମା ରୋଗ ଏକ ସଂକ୍ରମଣ ରୋଗ। ଏହା ଜଣକଠାରୁ ଅନ୍ୟ ଜଣକୁ ବ୍ୟାପିଥାଏ। ଶରୀରରେ ରୋଗ ପ୍ରତିରୋଧକ ଶକ୍ତି କମିଲେ ମୁଖ୍ୟତଃ ଏହି...

ଡାହାଣୀ ସନ୍ଦେହରେ ମହିଳାଙ୍କୁୁ ହତ୍ୟା

ବିଶୋଇ(ଅମିତ ଦାସ)/ରାଇରଙ୍ଗପୁର (ମାନସ ମହାନ୍ତି),୩୦।୪ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଧୀନ ଜୁଡ଼ିଆ ଗ୍ରାମରେ  ଅପରାହ୍ନ ୩ଟାରେ ଡାହାଣୀ ସନ୍ଦେହକୁ ନେଇ ଏକ ଅଭାବନୀୟ ଘଟଣା ଘଟିଛି।...

Gold prices drop Today: ଅକ୍ଷୟ ତୃତୀୟାରେ କମିଗଲା ସୁନା ଦର! ଜାଣନ୍ତୁ ମେକିଂ ଚାର୍ଜ ଓ GST ମିଶାଇ ଦେବାକୁ ପଡିବ କେତେ ଟଙ୍କା?

ଭୁବନେଶ୍ୱର, ୩୦।୪: ଅକ୍ଷୟ ତୃତୀୟା ଅବସରରେ ଭାରତରେ ସୁନାର ଦରରେ ସାମାନ୍ୟ ହ୍ରାସ ଦେଖାଯାଇଛି। ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନାର ମୂଲ୍ୟ ପ୍ରାୟ...

ପୁରୁଷୋତ୍ତମପୁରରେ ଅଖିମୁଠି ଅନୁକୂଳ: ହଳିଆ ଗୀତରେ ପ୍ରକମ୍ପିତ ହେଲା କ୍ଷେତ

ପୁରୁଷୋତ୍ତମପୁର,୩୦ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସ୍ବପ୍ନେଶ୍ବର କୃଷକ ସଂଘ ପକ୍ଷରୁ ପବିତ୍ର ଅକ୍ଷୟ ତୃତୀୟା ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଥିବା ବେଳେ ଚଷା ପୁଅର...

ଆଖିମୁଠି ଅନୁକୂଳ କଲେ କଂଗ୍ରେସ ଜିଲା ସଭାପତି

କେନ୍ଦୁଝର,୩୦।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କୃଷି ଓ କୃଷକର ମହାନ ପର୍ବ ଅକ୍ଷୟ ତୃତୀୟା ସାରା ଦେଶରେ ମହା ଆଡମ୍ବର ସହକାରେ ଚାଷୀମାନେ ପାଳନ କରୁଛନ୍ତି। କେନ୍ଦୁଝର...

ଏହି ମୁସ୍‌ଲିମ ଦେଶରେ ଛାଡ଼ପତ୍ର ପରେ ଖୁସି ମନାନ୍ତି ମହିଳା, ରହିଛି ନିଜସ୍ବ ବଜାର

ବିଶ୍ୱରେ ଏପରି ଅନେକ ଦେଶ ଅଛି, ଯେଉଁଠାରେ ଘଟୁଥିବା ଅନନ୍ୟ ଘଟଣା ପାଇଁ ଜଣାଶୁଣା। ଏପରି କିଛି କଥା ଏହି ଦେଶ ବିଷୟରେ ଜାଣି ଲୋକମାନେ...

କାଳବୈଶାଖୀ : ୨୪ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୩୦।୪: ଆସନ୍ତା ୩ ତାରିଖ ଯାଏ ରାଜ୍ୟରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ। ୨୪ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri