Posted inଖେଳ

ଷ୍ଟାଡିୟମ ଅନୁପ୍ରବେଶକାରୀ ଜାର୍ଭୋଙ୍କୁ ଆଜୀବନ ବାସନ୍ଦାଦେଶ

ହେଡିଂଲେ,୨୮।୮: ଲଡର୍‌ସ ଟେଷ୍ଟ ଭଳି ତୃତୀୟ ଟେଷ୍ଟ ମ୍ୟାଚ୍‌ରେ ମଧ୍ୟ ଖେଳରେ ବାଧକ ସାଜିଥିଲେ ‘ଜାର୍ଭୋ ୬୯’ ଭାବେ ଜଣାଶୁଣା ୟୁଟ୍ୟୁବର ଡାନିଏଲ ଜାର୍ଭିସ। ତାଙ୍କୁ ଗ୍ରାଉଣ୍ଡର ସୁରକ୍ଷା ବ୍ୟବସ୍ଥା ଭଙ୍ଗ କରିବା ଲାଗି ଆଜୀବନ ବାସନ୍ଦ କରାଯାଇଥିବା ଇଂଲିଶ କାଉଣ୍ଟି ପକ୍ଷରୁ ଶନିବାର କୁହାଯାଇଛି।

ଶୁକ୍ରବାର ଭାରତୀୟ ଓପନର ରୋହିତ ଶର୍ମା ଆଉଟ୍‌ ହେବା ପରେ ଜାର୍ଭୋ ବ୍ୟାଟିଂ କରିବା ପାଇଁ ପ୍ୟାଡ୍‌ ପିନ୍ଧି ସଜବାଜ ହୋଇ କ୍ରିଜକୁ ଚାଲି ଆସିଥିଲେ। ପରେ ତାଙ୍କୁ ସୁରକ୍ଷାକର୍ମୀମାନେ ଗ୍ରାଉଣ୍ଡରୁ ଘୋଷାଡ଼ି ଘୋଷାଡ଼ି ନେଇ ଯାଇଥିଲେ। ଜାର୍ଭିସଙ୍କୁ ଆମେ ହେଡିଂଲେ ଗ୍ରାଉଣ୍ଡରୁ ଆଜୀବନ ବାସନ୍ଦ କରୁଛୁ। ତାଙ୍କୁ ଆର୍ଥିକ ଦଣ୍ଡରେ ମଧ୍ୟ ଦଣ୍ଡିତ କରାଯିବ ବୋଲି ୟର୍କଶାୟାର କାଉଣ୍ଟି କ୍ରିକେଟ କ୍ଲବର ପ୍ରବକ୍ତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗମ୍ଭୀରଙ୍କ ଫର୍ମୁଲା: ଦ୍ୱିତୀୟ ଟେଷ୍ଟରେ ୫ ବୋଲର ଖେଳାଯାଉ; ବିରାଟଙ୍କ ସ୍ଥାନରେ ଆସନ୍ତୁ ଏହି କ୍ରିକେଟର

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଭାରତୀୟ ଟିମ୍‌ ୫ଜଣ ବୋଲର୍‌ଙ୍କୁ ନେଇ ପଡ଼ିଆକୁ ଓହ୍ଲାଉ। ଅଧିନାୟକ ଅଜିଙ୍କ୍ୟ ରାହାଣେ ଚତୁର୍ଥ ସ୍ଥାନରେ ବ୍ୟାଟିଂ...

ସୁପର କପ୍‌ ଜିତିଲା ରିୟଲ ମାଡ୍ରିଡ୍‌

ଜେଦ୍ଦା,୧୩ା୧ (ଏଏଫ୍‌ପି)- ଏଠାରେ ଅନୁଷ୍ଠିତ ସୁପର କପ୍‌ ଫାଇନାଲରେ ରିୟଲ ମାଡ୍ରିଡ୍‌ ପେନାଲ୍ଟି ଶୁଟ୍‌ଆଉଟ ଜରିଆରେ ଆଟଲେଟିକୋ ମାଡ୍ରିଡ୍‌କୁ ହରାଇ ଦେଇଛି। ସୌଦି ଆରବୀୟ ପ୍ରଶଂସକଙ୍କ...

ଇଣ୍ଡିଆନ୍‌ ସୁପର ଲିଗ୍‌: ବେଙ୍ଗାଲୁରୁଠାରୁ ହାରିଲା ଇଷ୍ଟ ବେଙ୍ଗଲ

ଭାସ୍କୋ,୩।୨(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ସୁନୀଲ ଛେତ୍ରୀଙ୍କ ବେଙ୍ଗାଲୁରୁ ଏଫ୍‌ସି ୨-୦ ଗୋଲରେ ଇଷ୍ଟ ବେଙ୍ଗଲକୁ ପରାସ୍ତ କରିଛି। କ୍ୱାଲିଟି...

ବ୍ୟାଡ୍‌ମିଣ୍ଟନ ଏସିଆନ ଟିମ୍‌ ଚାମ୍ପିୟନଶିପ୍‌: ମାଲେସିଆଠାରୁ ହାରିଲା ଭାରତ

ମାନିଲା (ଫିଲିପାଇନ୍ସ), ୧୩ା୨ (ପି.ଟି.)- ବ୍ୟାଡ୍‌ମିଣ୍ଟନ ଏସିଆନ ଟିମ୍‌ ଚାମ୍ପିୟନଶିପ୍‌ ଗ୍ରୁପ୍‌ ‘ବି’ରେ ଭାରତୀୟ ପୁରୁଷ ଦଳ ଏହାର ଦ୍ୱିତୀୟ ମୁକାବିଲାରେ ମାଲେସିଆଠାରୁ ୧-୪ ହାରିଯାଇଛି।...

ହାତକୁ ଦୁଇ ହାତ ହେବେ ଶାର୍ଦ୍ଦୁଳ

ନୂଆଦିଲ୍ଲୀ,୨୫।୨: ଟିମ୍‌ ଇଣ୍ଡିଆର ତାରକା ଅଲରାଉଣ୍ଡର ଶାର୍ଦ୍ଦୁଳ ଠାକୁର ବିବାହ କରିବାକୁ ଯାଉଛନ୍ତି। ମିତାଲୀ ପାରୁଲକରଙ୍କ ହାତ ଧରିବେ ସେ। ଆସନ୍ତା ଫେବୃୟାରୀ ୨୭ରେ ମୁମ୍ବାଇରେ...

ଆଇପିଏଲ୍‌ରେ କୌଣସି ଦଳ କିଣି ନ ଥିଲେ, ଚମତ୍କାର ଭାବେ ଦଳରେ ପ୍ରବେଶ କରି ରଚିଲେ ଇତିହାସ

କୋଲକତା,୨୬।୫: ଆଇପିଏଲ ୨୦୨୨ର ଏଲିମିନେଟର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଦଳ ଲକ୍ଷ୍ନୌ ସୁପର ଜିଆଣ୍ଟସ (ଏଲ୍‌ଏସ୍‌ଜି)କୁ ୧୪ ରନ୍‌ରେ ପରାସ୍ତ କରି କ୍ୱାଲିଫାୟର୍‌...

ଟସ୍‌ ଜିତିଲା ଭାରତ

ନୂଆଦିଲ୍ଲୀ,୧୧।୧୦: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ତୃତୀୟ ତଥା ନିର୍ଣ୍ଣାୟକ ମ୍ୟାଚ୍‌ ଆଜି ଦିଲ୍ଲୀର ଅରୁଣ ଜେଟଲୀ...

ତୃତୀୟ ଦିବସରେ ଓଡ଼ିଶାକୁ ୨ ରୌପ୍ୟ, ୧ ବ୍ରୋଞ୍ଜ

ଭୁବନେଶ୍ୱର, ୧୪।୧୧ (କ୍ରୀଡ଼ା ପ୍ରତିନିଧି): ଆସାମର ଗୁଆହାଟୀଠାରେ ଚାଲିଥିବା ୩୭ତମ ଜାତୀୟ ଜୁନିୟର ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ର ତୃତୀୟ ଦିବସରେ ଓଡ଼ିଶା ୨ ରୌପ୍ୟ ଓ ଗୋଟିଏ...

Advertisement
Archives

Model This Week