ନିର୍ବନ୍ଧରେ ଯୋଗଦେବାକୁ ଯାଉଥିଲା ବେଳେ କାର୍‌ ଉପରେ ପଡ଼ିଲା ବାସି ତୋରାଣି, ଆଉ ତା’ ପରେ…

ଗଞ୍ଜାମ,୨୪।୧୦(ଡିଏନ୍‌.ଏ.): ଗଞ୍ଜାମ ସହରସ୍ଥିତ ପୁରୁଣା ଜାତୀୟ ରାଜପଥ ବଡବଜାରସ୍ଥିତ ଏକ ଜଳଖିଆ ଦୋକାନ ପାର୍ଶ୍ୱରେ ଏକ କାର ଉପରକୁ ବାସି ତୋରାଣି ଫିଙ୍ଗିବା ଚର୍ଚ୍ଚାର ବିଷୟ ପାଲଟିଛି। ଏ ନେଇ ଗାଡି ମାଲିକ ଗଞ୍ଜାମ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, (ଓଡି୦୭ଏ-୯୯୯୫)ନଂ ବିଶିଷ୍ଟ ଏକ କାର ବ୍ରହ୍ମପୁରରୁ ଖଲ୍ଲିକୋଟ ଏକ ନିର୍ବନ୍ଧ କାର୍ଯ୍ୟକ୍ରମରେ ଯାଉଥିବା ବେଳେ ଗଞ୍ଜାମ ବଡ଼ବଜାରରେ ଅଟକିଥିଲେ। ଏହି ସମୟରେ ଗଞ୍ଜାମ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରଧୀନ ଘର ଆଗରେ କିଏ ଗାଡି ରଖିଛି କହି କିଛି ଲୋକେ ତୋରାଣି ଫିଙ୍ଗିଥିବା ନେଇ ଥାନାରେ ଶ୍ରୀତମ କଲ୍ୟାଣ ପାଠି ଲିଖିତ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ଥାନା ଆଇଆଇସି ଶୁଭେନ୍ଦୁ କୁମାର ସାହୁ କହିଛନ୍ତି, ଉଭୟଙ୍କୁ ଥାନାକୁ ଡକାଯାଇଛି ସେ ଏପରି କାର୍ଯ୍ୟ କାହିଁକି କଲେ ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଶିଙ୍କ ପାଇଁ ଚନ୍ଦ୍ର ଗ୍ରହଣ ଶୁଭ! କାଲିଠୁ ଅଚାନକ ବଢିବ ଇନକମ, ଅଜଣା ଲୋକ ଦେବେ ସରପ୍ରାଇଜ

୨୮ ଅଗଷ୍ଟ ୨୦୨୬ରେ କୁମ୍ଭ ରାଶିରେ ଚନ୍ଦ୍ରଗ୍ରହଣ ଘଟିବ। ଏହାର ପ୍ରଭାବ ତିନୋଟି ରାଶି ପାଇଁ ଲାଭଦାୟକ ହୋଇପାରେ, ଯାହା ସେମାନଙ୍କ କ୍ୟାରିଅର, ଆର୍ଥିକ ଓ ଅଟକି…

ଶ୍ରାବଣ ମାସରେ ମଟନ୍ ଖାଇବାକୁ ଜିଦ୍ କଲେ ପୁଅ, ପିଟିପିଟି ମାରିଦେଲେ ବାପା

ମୁମ୍ବାଇ,୨୭।୮: ମହାରାଷ୍ଟ୍ରର ପୁଣେରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଶ୍ରାବଣ ମାସରେ ମଟନ ଖାଇବାକୁ ଜିଦ୍‌ କରିବାକୁ ନେଇ ବାପା-ପୁଅଙ୍କ ମଧ୍ୟରେ ବିବାଦ ହୋଇଥିଲା।…

ସୂର୍ଯ୍ୟ-ବୁଧଙ୍କ ଶୁଭ ଯୁତି: ଖୋଲିବ ୪ ରାଶିର ଭାଗ୍ୟ, ହେବ ପ୍ରଚୁର ଧନଲାଭ!

ଆଜି ଅଗଷ୍ଟ ୨୭ ତାରିଖ ରାତି ୧୦ଟା ୩୧ ମିନିଟରେ ସୂର୍ଯ୍ୟ ଏବଂ ବୁଧ ଗ୍ରହ ଦୁହେଁ ୦ ଡିଗ୍ରୀକୁ ଆସିବେ। ଏହି ସମୟରେ ଯୁତି ଦୃଷ୍ଟି…

‘ମାତା-ପିତାଙ୍କ ସେବା ପୁଅ-ଝିଅଙ୍କ ଦାୟିତ୍ୱ, ବୋହୂ-ଜ୍ୱାଇଁଙ୍କର ନୁହେଁ‘: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୭।୮: ମାତା-ପିତାଙ୍କ ସେବା କରିବା ପୁଅ ଏବଂ ଝିଅର ଦାୟିତ୍ୱ, ବୋହୂ ଏବଂ ଜ୍ୱାଇଁ ଏଥିପାଇଁ ଦାୟୀ ନୁହଁନ୍ତି। କୌଣସି ବ୍ୟକ୍ତି ନିଜ ସ୍ତ୍ରୀକୁ କିମ୍ୱା କୌଣସି…

ନିଆରା ରାକ୍ଷୀପୂର୍ଣ୍ଣିମା: ଗଛକୁ ରାକ୍ଷୀ ବାନ୍ଧି ପରିବେଶ ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ଛାତ୍ରୀଛାତ୍ର

ଭଞ୍ଜନଗର, ୨୭।୮(ବାବୁଲା ପ୍ରଧାନ): ଗଛ ଓ ମଣିଷର ସମ୍ପର୍କକୁ ଦୃଢ଼ କରିବା ସହ ପରିବେଶ ସୁରକ୍ଷାର ବାର୍ତ୍ତା ଦେବା ଲକ୍ଷ୍ୟରେ ରାକ୍ଷୀପୂର୍ଣ୍ଣିମା ଅବସରରେ ଭଞ୍ଜନଗର କବି ସମ୍ରାଟ…

ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି କରିବାକୁ ଚାଷୀଙ୍କ ଦାବି, ବାକି ଅଛନ୍ତି…

ବଡ଼ଗାଁ,୨୭।୮(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକରେ ଚଳିତ ବର୍ଷ ଖରିଫ ଧାନ ବିକ୍ରି ପାଇଁ ଚାଷୀଙ୍କ ନାମ ପଞ୍ଜିକରଣ ପ୍ରକ୍ରିୟାକୁ ନେଇ ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ…

ପୁଣି ବନ୍ଦ ହେଲା ୪ ସ୍ଲୁଇସ ଗେଟ: ହୀରାକୁଦ ଜଳଭଣ୍ଡାରରେ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରବାର ୍ଯଯଯାହ୍ନରେ ପୁଣି ୪ଟି ସ୍ଲୁଇସ ଗେଟକୁ ବନ୍ଦ କରି…

ଉତ୍ତରାଞ୍ଚଳ ଡିଆଇଜି ଭାବେ ଦାୟିତ୍ୱ ଗ୍ରହଣ କଲେ ଚରଣ ସିଂ ମୀନା: ସାଇବର ଅପରାଧ ରୋକିବା ହେବ ପ୍ରାଥମିକତା

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ଉତ୍ତରାଞ୍ଚଳ ଡିଆଇଜି ଭାବେ ଆଇପିଏସ ଚରଣ ସିଂ ମୀନା ଆନୁଷ୍ଠାନିକ ଭାବେ ଯୋଗଦେଇଛନ୍ତି। ଗୁରୁବାର ସକାଳେ ସର୍ବପ୍ରଥମେ ସେ ସମ୍ବଲପୁରର ଆରାଧ୍ୟ ଦେବୀ ମା’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri