Posted inଜାତୀୟ

କ୍ୟାବିନେଟ୍‌ ମନ୍ତ୍ରୀ ହେଲେ ଷ୍ଟାଲିନ୍‌ଙ୍କ ପୁଅ

ଚେନ୍ନାଇ,୧୫।୧୨: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କ ପୁଅ ତଥା ଡିଏମକେ ବିଧାୟକ ଉଦୟନିଧି ଷ୍ଟାଲିନ୍‌ ବୁଧବାର ଚେନ୍ନାଇର ରାଜ ଭବନରେ ଯୁବ କଲ୍ୟାଣ ଏବଂ କ୍ରୀଡ଼ା ବିକାଶ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଷ୍ଟାଲିନ ଏବଂ ତାଙ୍କ କ୍ୟାବିନେଟ ସହଯୋଗୀମାନେ ଉପସ୍ଥିତ ଥିଲେ। ମନ୍ତ୍ରିମଣ୍ଡଳରେ ଉଦୟନିଧିଙ୍କୁ ସାମିଲ କରାଯିବା ନେଇ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଉଦୟନିଧି କ୍ୟାବିନେଟରେ ସାମିଲ ହେବା ପରେ ଦଳର କର୍ମୀମାନେ ଉତ୍ସାହିତ ହେବା ସହ ଏହାକୁ ସୂର୍ଯ୍ୟୋଦୟ ଭଳି ଦେଖୁଛନ୍ତି। ବିରୋଧୀ ଏହାକୁ ପୁତ୍ରୋଦୟ ବୋଲି କହୁଛନ୍ତି। ଏହା ସହିତ ମୁଖ୍ୟମନ୍ତ୍ରୀ ବଂଶବାଦ ରାଜନୀତି କରୁଥିବା ଅଭିଯୋଗ ହୋଇଛି।
ଉଦୟନିଧିଙ୍କୁ କ୍ୟାବିନେଟରେ ସାମିଲ କରାଯିବା ପରଠାରୁ ବିରୋଧୀ ଶାସକ ଡିଏମ୍‌କେକୁ ଟାର୍ଗେଟ କରୁଛନ୍ତି। ବିରୋଧୀ ଦଳ ଏଆଇଏଡିଏମ୍‌କେ ଏବଂ ଭାଜପା ଏହାକୁ ‘ନୂତନ ଯୁଗର ବଂଶବାଦ ରାଜନୀତି’ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ ଗଲେ ଡିଆର୍‌ଡିଓ ବୈଜ୍ଞାନିକ

ନୂଆଦିଲ୍ଲୀ, ୧୭ା୫: ପାକିସ୍ତାନର ଗୋଇନ୍ଦା ସଂସ୍ଥାକୁ ଗୋପନୀୟ ତଥ୍ୟ ଯୋଗାଉଥିବା ଅଭିଯୋଗରେ ଗିରଫ ଡିଆର୍‌ଡିଓ ବୈଜ୍ଞାନିକ ଡ. ପ୍ରଦୀପ କୁରୁଲକରଙ୍କୁ ୧୪ ଦିନ ପାଇଁ ବିଚାର...

ଅସ୍ତ୍ରଶସ୍ତ୍ର ଭାଗବଣ୍ଟାକୁ ନେଇ ଆତଙ୍କବାଦୀ ସଂଗଠନ ମଧ୍ୟରେ ଗ୍ୟାଙ୍ଗଓ୍ବାର୍‌: ଜଣେ ମୃତ

ଶ୍ରୀନଗର,୨୭।୬: ଜମ୍ମୁ-କଶ୍ମୀରରେ ଦୁଇ ଆତଙ୍କବାଦୀ ସଂଗଠନ ମଧ୍ୟରେ ଗ୍ୟାଙ୍ଗଓ୍ବାର୍‌ ହୋଇଛି। ଅସ୍ତ୍ରଶସ୍ତ୍ର ଭାଗବଣ୍ଟାକୁ ନେଇ ଏପରି ହୋଇଥିବା କୁହାଯାଉଛି। ସ୍ଥାନୀୟ ବାଘମା ବିଜ୍‌ବେହାରଠାରେ ହିଜ୍‌ବୁଲ୍‌ ମୁଜାହିଦ୍ଦିନ୍‌ର...

ରାଜ୍ୟସଭାରୁ ଇସ୍ତଫା ଦେଲେ ରବି ଶଙ୍କର

ନୂଆଦିଲ୍ଲୀ, ୨୯।୫: ବିହାରର ପାଟିନ ସାହିବ ଲୋକ ସଭା ଆସନରୁ ବିଜୟ ହାସଲ କରିବା ପରେ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ଭାଜପା ଏମ୍‌ପି...

ଇନ୍ଦୋରରେ ଛାତ ଭୁଶୁଡିବା ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ

ଇନ୍ଦୋର,୩୦।୩: ମଧ୍ୟପ୍ରଦେଶର ଇନ୍ଦୋରରେ ପବିତ୍ର ରାମ ନବମୀରେ ଶ୍ରୀ ବେଲେଶ୍ୱର ମହାଦେବ ଜୁଲେଲାଲ ମନ୍ଦିରରେ ଥିବା କୂଅ ଛାତ ଭୁଶୁଡିବା ଘଟଣାରେ ମୃତକଙ୍କ ସଂଖ୍ୟା ୧୩କୁ...

ଶପଥ ଗ୍ରହଣ ପୂର୍ବରୁ ବାଜପେୟୀଙ୍କୁ ମନେ ପକାଇଲେ ମୋଦି

ନୂଆଦିଲ୍ଲୀ,୩୦।୫: ଦ୍ୱିତୀୟ ଥର ଲାଗି ଦେଶର ଶାସନ ଭାର ସମ୍ଭାଳିବାକୁ ଯାଉଛନ୍ତି ନରେନ୍ଦ୍ର ଦାମୋଦର ଦାସ ମୋଦି। ଗୁରୁବାର ସନ୍ଧ୍ୟାରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ...

ବଜେଟକୁ ନେଇ ସରକାରଙ୍କ ଉପରେ ବର୍ଷିଲେ କୃଷକ ନେତା

ନୂଆଦିଲ୍ଲୀ,୩।୨: କୃଷକ ନେତା ରାକେଶ ଟିକାୟତ ବଜେଟ ୨୦୨୨କୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି। ବଜେଟରେ କୃଷକମାନଙ୍କ ଆଶା ମୁତାବକ ସର୍ବନିମ୍ନ ସହାୟତା ମୂଲ୍ୟ ପାଇ...

ବୁଦ୍ଧିମତ୍ତା କମାଉଛି କୋଭିଡ୍‌

ଲଣ୍ଡନ, ୩॥୭: କୋଭିଡ୍‌ ସଂକ୍ରମଣ ସହ ବୁଦ୍ଧିମତ୍ତାର ସମ୍ପର୍କ ରହିଥିବା ଏକ ନୂଆ ଗବେଷଣାରୁ ଜଣାପଡ଼ିଛି। ଏହି ଅଧ୍ୟୟନ ଅନୁଯାୟୀ ଗୁରୁତର ସଂକ୍ରମିତ କୋଭିଡ୍‌ ରୋଗୀଙ୍କର...

୨.୨ ଫୁଟ୍‌ ଦବିବ ଜୋଷୀମଠ: ସୁପ୍ରିମକୋର୍ଟରେ ଶୁଣାଣି ଆଜି

ଡେରାଡୁନ୍‌,୧୬।୧: ଜୋଷୀମଠର କେତେକ ଅଞ୍ଚଳ ପାଖାପାଖି ୨.୨ ଫୁଟ୍‌ ଦବିପାରେ ବୋଲି ଏକ ଗ୍ରାଉଣ୍ଡ ସର୍ଭେରୁ ଜଣାପଡ଼ିଛି। ଜାନୁୟାରୀ ଆରମ୍ଭରୁ ଜୋଷୀମଠ ସହରର ଭୂମି ଦବିବା...

Advertisement
Archives

Model This Week