Posted inଜାତୀୟ

ଷ୍ଟାଲିନଙ୍କ ପୁଅ ଅଟକ

ନାଗପଟ୍ଟିନମ୍‌,୨୧ା୧୧(ପି.ଟି.): ତାମିଲନାଡୁରେ ଏଆଇଏଡିଏମ୍‌କେର କୁଶାସନ ବିରୋଧରେ ସଭା କରୁଥିବାବେଳେ ଡିଏମ୍‌କେ ମୁଖ୍ୟ ଏମ୍‌.କେ. ଷ୍ଟାଲିନଙ୍କ ପୁଅ ଉଦୟନିଧି ଷ୍ଟାଲିନଙ୍କୁ ପୋଲିସ ଅଟକ ରଖିବା ପରେ ଛାଡ଼ିଦେଇଛି। ୨୦୨୧ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଡିଏମ୍‌କେ ଯୁବ ଶାଖା ସମ୍ପାଦକ ଉଦୟନିଧି ଶୁକ୍ରବାର ୭୫ ଦିନିଆ ପ୍ରଚାରରେ ବାହାରିଥିଲେ। ଉଦୟନିଧି ଡିଏମ୍‌କେ ପ୍ରତିଷ୍ଠାତା ଏମ୍‌. କରୁଣାନିଧିଙ୍କ ଜନ୍ମସ୍ଥାନ ଥୁରୁକ୍କୁଭଲିରୁ ବାହାରିଥିବାବେଳେ କୋଭିଡ୍‌-୧୯ ନିୟମ ଉଲ୍ଲଂଘନ ଅଭିଯୋଗରେ ପୋଲିସ ତାଙ୍କୁ ଅଟକ ରଖିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପରିବାରର ୪ ଜଣଙ୍କୁ ମାରି ନିଜେ ଆତ୍ମହତ୍ୟା କଲେ ବ୍ୟବସାୟୀ

ବେଙ୍ଗାଲୁରୁ, ୧୬।୮: କର୍ନାଟକର ଗୁଣ୍ଡଲୁପେଟରେ ଜଣେ ବ୍ୟବସାୟୀ ନିଜ ପରିବାରର ୪ଜଣଙ୍କୁ ହତ୍ୟା କରି ନିଜେ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ମଧ୍ୟରେ ତାଙ୍କ ପିତା, ମାତା,...

ବିରୋଧୀଙ୍କ ଭୁଲ୍‌ରୁ ଶିକ୍ଷା ନେଉ ଭାଜପା

ହାଇଦ୍ରାବାଦ,୪ା୭: ତେଲଙ୍ଗାନା ଓ ପଶ୍ଚିମବଙ୍ଗରେ ବଂଶବାଦ ରାଜନୀତିର ଅନ୍ତ ଘଟାଇବା ପାଇଁ ରବିବାର ଭାଜପା ସଂକଳ୍ପ ନେଇଛି। ଦକ୍ଷିଣ ଭାରତର କର୍ନାଟକ ଓ ପୁଡୁଚେରୀରେ ସୀମିତ...

ଦୁଇ ଲଶ୍କର ଆତଙ୍କବାଦୀଙ୍କୁ କାବୁ କଲେ ଗ୍ରାମବାସୀ…

ଶ୍ରୀନଗର, ୩।୭ : ଜମ୍ମୁ-କଶ୍ମୀରର ରେସି ଜିଲାରେ ଗ୍ରାମବାସୀଙ୍କ ଦ୍ୱାରା ଦୁଇ ଜଣ ସଶସ୍ତ୍ର ଲଶ୍କର-ଇ-ତାଇବା ଆତଙ୍କବାଦୀଙ୍କୁ କାବୁ କରାଯାଇଛି। ଏହା ପରେ ତାଙ୍କୁ ପୋଲିସକୁ...

ବାହ୍ୟ ବିପଦର ମୁକାବିଲା କରିବ ରାଷ୍ଟ୍ରୀୟ ଏକତା

ନୂଆଦିଲ୍ଲୀ: ଭାରତରେ ରାଜନୈତିକ ଏକତ୍ରୀକରଣ ପାଇଁ ଭାରତର ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଓ ପ୍ରଥମ ସ୍ବରାଷ୍ଟ୍ରମନ୍ତ୍ରୀ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ସ୍ବାଧୀନତା ପରେ ଦେଶରେ...

ହିମସ୍ଖଳନ: ୨ ଯବାନ ଶହୀଦ

ଶ୍ରୀନଗର,୩୦ା୧୧(ପି.ଟି.) : କେନ୍ଦ୍ରଶାସିତ ଅଞ୍ଚଳ ଲଦାଖର ଦକ୍ଷିଣ ସିଆଚେନ୍‌ ଗ୍ଲାସିୟର୍‌ ସେକ୍ଟର ନିକଟରେ ଶନିବାର ପାଟ୍ରୋଲିଂ କରୁଥିବା ବେଳେ ହଠାତ୍‌ ହିମସ୍ଖଳନ ହେବାରୁ ୨ ଭାରତୀୟ...

ଆନ୍ଦୋଳନରୁ ଓହରିବାକୁ ପ୍ରଧାନମନ୍ତ୍ରୀଙ୍କ ଅନୁରୋଧ

ନୂଆଦିଲ୍ଲୀ, ୯।୨: କେନ୍ଦ୍ରର ୩ ନୂଆ କୃଷି ଆଇନ ବିରୋଧରେ ନଭେମ୍ବର ମାସରୁ ଆନ୍ଦୋଳନ ଚଳାଇଥିବା ଚାଷୀମାନଙ୍କୁ ଓହରିଯିବା ପାଇଁ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

୨୮ ମାଓବାଦୀଙ୍କ ଆମତ୍ସମର୍ପଣ

ଦାନ୍ତଓ୍ବୋଡା, ୨୧ା୧୦ : ଛତିଶଗଡ଼ର ଦାନ୍ତଓ୍ବୋଡ଼ା ଜିଲାରେ ୨୮ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ସମ୍ପର୍କରେ ସୂଚନା ଦେଲେ ପୁରସ୍କାର ମିଳିବ...

ମିଳିଲାନି ସାହାଯ୍ୟ, ମା’ଙ୍କ ମୃତଦେହକୁ ବ୍ୟାଗ୍‌ରେ ବାନ୍ଧି ନେଲେ ପୁଅ

ମୁମ୍ବାଇ,୫।୭: ମୁମ୍ବାଇର ଏକ ଡାକ୍ତରଖାନାରେ କର୍ମଚାରୀଙ୍କ ଉଦାସୀନତା ହେତୁ ଜଣେ ଯୁବକ ନିଜ ମା’ଙ୍କ ମୃତଦେହକୁ ଏକ ବ୍ୟାଗରେ ପୂରାଇ ଆମ୍ବୁଲାନ୍ସ ପର୍ଯ୍ୟନ୍ତ ନେବାକୁ ପଡିଛି।...

Advertisement
Archives

Model This Week