ଚର୍ଚ୍ଚରେ ଦଳାଚକଟା, ୩୧ ମୃତ…

ଅବୁଜା, ୨୮।୫ : ନାଇଜେରିଆରେ ଏକ ଚର୍ଚ୍ଚରେ ଭୋଜନ ନେବାକୁ ଆସିଥିବା ଲୋକଙ୍କ ମଧ୍ୟରେ ଦଳାଚକଟା ଘଟିଛି। ଏଥିରେ ୩୧ ଜଣଙ୍କ ମୃତ୍ୟୁ ହୋଇଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏଥିରେ ୭ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଦକ୍ଷିଣ ନାଇଜେରିଆରେ ଥିବା ଏକ ଚର୍ଚ୍ଚରେ ଶନିବାର ସକାଳେ ଭୋଜନ ବଣ୍ଟନ ସମୟରେ ଲୋକଙ୍କ ମଧ୍ୟ ଦଳାଚକଟା ଆରମ୍ଭ ହୋଇଥିଲା। ରିଓ୍ବର ଷ୍ଟେଟ୍‌ ପୋଲିସ ପ୍ରବକ୍ତା ଗ୍ରେସ୍‌ ହେରେଙ୍ଗ କୋକୋ କହିଛନ୍ତି ଯେ, ଭୋଜନ ନେବାକୁ ଆସିଥିବା ଲୋକେ ଚର୍ଚ୍ଚର ଗେଟ୍‌କୁ ଭାଙ୍ଗି ଦେଇଥିଲେ। ଫଳରେ ଲୋକେ ଦୌଡ଼ାଦୌଡ଼ି ଆରମ୍ଭ କରିଥିଲେ। ମୃତକ ଏବଂ ଆହତଙ୍କୁ ପୋର୍ଟ ହରକୋର୍ଟ ହସ୍ପିଟାଲ ନିଆ ଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ତରଳୁଛି ହିମବାହ, ବିଶ୍ୱକୁ ବିପଦ

ଲଣ୍ଡନ୍‌/ ନୂଆଦିଲ୍ଲୀ,୧୬ା୨(ଏଜେନ୍ସି): ସାରା ବିଶ୍ୱରେ ପ୍ରାୟ ୩,୧୦୦ ହିମବାହ ଦ୍ରୁତଗତିରେ ତରଳୁଛି, ଯାହାକି ଅତ୍ୟନ୍ତ ବିରଳ ଘଟଣା। ବିଶ୍ୱରେ ଥିବା ମୋଟ ହିମବାହର ଏହା ମାତ୍ର ୧%…

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri