Posted inଜାତୀୟ

ମାତା ବୈଷ୍ଣୋଦେବୀ ଭବନରେ ଦଳାଚକଟା: ୨୦ରୁ ଊର୍ଦ୍ଧ୍ୱ ଆହତ

ଜମ୍ମୁ,୧ ।୧: ନୂଆବର୍ଷ ଉପଲକ୍ଷେ ଜମ୍ମୁ-କଶ୍ମୀରର ମାତା ବୈଷ୍ଣୋଦେବୀ ଭବନରେ ଶ୍ରଦ୍ଧାଳୁଙ୍କ ଭିଡ ଯୋଗୁ ଦଳାକଟା ହୋଇଥିବା ଜଣାପଡିଛି । ମିଳିଥିବା ସୂଚନା ଅନୁସାରେ ସ୍ଥାନୀୟ ପ୍ରଶାସନ ଦ୍ୱାରା ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ଏଥିରେ ୨୦ରୁ ଊର୍ଦ୍ଧ୍ୱ ଲୋକ ଆହତ ହୋଇଛନ୍ତି । ଏପର୍ଯ୍ୟନ୍ତ ୧୨-୧୪ ଜଣଙ୍କୁ ଉଦ୍ଧାର କରାଯାଇଛି । ସୂଚନାଯୋଗ୍ୟ, କରୋନା କଟକଣା ମଧ୍ୟରେ ବି ଦେବୀଙ୍କ ଦର୍ଶନ ପାଇଁ ଶହ ଶହ ଲୋକ ଶୁକ୍ରବାର ରାତିରୁ ଲମ୍ବା ଲାଇନ୍ ଲଗାଇଥିଲେ । ଆହୁରି ଅନେକ ଦର୍ଶନ ଲାଗି ଶନିବାର ପର୍ଯ୍ୟନ୍ତ ଅପେକ୍ଷା କରିଛନ୍ତି । ଏତେ କଟକଣା ପରେ ବି ଶ୍ରଦ୍ଧାଳୁଙ୍କ ମଧ୍ୟରେ ଦଳାଚକଟା ସମସ୍ତଙ୍କୁ ଚକିତ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେବ ଠାକ୍‌ରେ ଶାସନ: ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ଜାତୀୟ ସ୍ତରୀୟ ନେତାଙ୍କୁ କରାଯିବ ନିମନ୍ତ୍ରଣ

ମୁମ୍ବାଇ,୨୭।୧୧: ମହାରାଷ୍ଟ୍ରରେ ଠାକ୍‌ରେ ଶାସନ ଆରମ୍ଭ ହେବାକୁ ଯାଉଛି। ଗୁରୁବାର ସନ୍ଧ୍ୟା ୬ଟା ୪୦ରେ ଶିବସେନା ପ୍ରମୁଖ ଉଦ୍ଧବ ଠାକ୍‌ରେ ସ୍ଥାନୀୟ ଶିବାଜୀ ପାର୍କରେ ଆୟୋଜିତ...

ସୀମାରେ ପାକିସ୍ତାନୀ ଡ୍ରୋନ୍‌

ଫିରୋଜପୁର,୧୪।୧: ପଞ୍ଜାବର ଭାରତ-ପାକିସ୍ତାନ ସୀମାରେ ପୁଣିଥରେ ଏକ ପାକିସ୍ତାନୀ ଡ୍ରୋନ୍‌ ସୋମବାର ରାତିରେ ଦେଖାଯାଇଥିବା ସୂଚନା ମିଳିଛି। ସୀମାରେ ମୁତୟନ ଥିବା ବର୍ଡର ସିକ୍ୟୁରିଟି ଫୋର୍ସ(ବିଏସ୍‌ଏଫ)ର...

ଦୁର୍ଗମ ଅଞ୍ଚଳରେ ନିର୍ବାଚନ ଡ୍ୟୁଟି କଲେ ମିଳିବ ଦୁଇଗୁଣା ପାରିଶ୍ରମିକ, ନିର୍ବାଚନ କମିଶନଙ୍କ ନିଷ୍ପତ୍ତି…

ନୂଆଦିଲ୍ଲୀ, ୭।୬ : ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଉତ୍ତରାଖଣ୍ଡର ଏକ ଦୁର୍ଗମ ମତଦାନ ବୁଥକୁ  ପରିଦର୍ଶନ କରିବାର କିଛି ଦିନ ପରେ ନିର୍ବାଚନ...

ନିର୍ଭୟା ମାମଲାର ଦୋଷୀଙ୍କୁ ଏକାଥରେ ଦିଆଯାଇପାରେ ଫାଶୀ: ଚାଲିଛି ଟ୍ରାଏଲ

ନୂଆଦିଲ୍ଲୀ,୧୩।୧୨: ଦୀର୍ଘ ସାତ ବର୍ଷ ତଳର ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ଦୋଷୀଙ୍କୁ ନେଇ ଏବେ ପୁଣିଥରେ ଚର୍ଚ୍ଚା ଯୋର ଧରିଛି।...

ଛଗନ ଭୁଜବଳ କରୋନା ପଜିଟିଭ୍‌

ମୁମ୍ବାଇ,୨୨।୨: କରୋନା ସଂକ୍ରମଣ ଯୋଗୁ ମହାରାଷ୍ଟ୍ରରେ ସଙ୍କଟ ଦେଖାଦେଇଛି। ରାଜ୍ୟ ସରକାର ପ୍ରଭାବିତ ଅଞ୍ଚଳରେ କଟକଣାକୁ କଡ଼ାକଡ଼ି କରିଛନ୍ତି। ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ସରକାରରେ ଖାଦ୍ୟ...

୨ ଭାଜପା ଏମ୍‌ପି ଗିରଫ

କୋଲକାତା,୧୯।୧୨: ପଶ୍ଚିମବଙ୍ଗର ମାଲ୍‌ଦାସ୍ଥିତ ଭଲୁକା ରୋଡ୍‌ ଷ୍ଟେଶନରେ ସିଏଏ ବିରୋଧୀ ବିକ୍ଷୋଭ ବେଳେ ଭଙ୍ଗାରୁଜା ଓ ଜଳାପୋଡ଼ା ହୋଇଥିଲା। ଉକ୍ତ ରେଳ ଷ୍ଟେଶନକୁ ପରିଦର୍ଶନରେ ଯାଉଥିବାବେଳେ...

ପଞ୍ଜାବର ସ୍ଥପତି ଦେବେ ରାଫାଲ ଜେଟ୍‌ର ଅନୁଭୁତି

ଚଣ୍ଡିଗଡ଼,୪ ।୩: ପଞ୍ଜାବର ସ୍ଥପତି ରାମପାଲ ବେହନିୱାଲ ନିଜର ବୁଦ୍ଧି ଖଟାଇ ଏକ ଯାନ ନିର୍ମାଣ କରିଛନ୍ତି । ଯାହା ଦେଖିବାକୁ ଅବିକଳ ଯୁଦ୍ଧ ବିମାନ...

୬୦୦ରୁ ୬୦୦ ନମ୍ବର ଆଣି ଇତିହାସ ରଚିଲେ ଦିବ୍ୟାଂଶୀ, ଏହି ବିଷୟରେ କ୍ୟାରିୟର୍‌ ଗଢିବାକୁ ଚାହୁଁଛନ୍ତି

ଲକ୍ଷ୍ନୌ,୧୪।୭: ସିବିଏସଇ ବୋର୍ଡ ଦ୍ୱାଦଶ ପରୀକ୍ଷାରେ ୬୦୦ରୁ ୬୦୦ନମ୍ବର ଆଣି ଇତିହାସ ସୃଷ୍ଟି କରିଛନ୍ତି ଲକ୍ଷ୍ନୌର ଦିବ୍ୟାଂଶୀ। ୧୭ ବର୍ଷୀୟ ଏହି ଛାତ୍ରୀ ଇଂରାଜୀ, ସଂସ୍କୃତ,...

Advertisement
Archives

Model This Week