ବଜେଟ୍‌ରେ ପେନସନ୍‌ଭୋଗୀଙ୍କ ପାଇଁ ଖୁସି ଖବର, ମିଳିବ ୨୫ ହଜାର ଛାଡ଼

ନୂଆଦିଲ୍ଲୀ, ୨୩।୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମୋଦି ସରକାରଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟରେ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି । ଆୟକର ଭରିବା ବେଳେ ପେନ୍‌ସନ୍‌ଭୋଗୀଙ୍କୁ ମିଳୁଥିବା ୧୫ ହଜାର ଷ୍ଟାଣ୍ଡାର୍ଡ ଡିଡକ୍ସନକୁ ସରକାର ବଢ଼ାଇ ଦେଇଛନ୍ତି । ୨୦୨୪-୨୫ ଆର୍ଥିକ ବର୍ଷରୁ ସେମାନଙ୍କୁ ୨୫ ହଜାର ଟଙ୍କା ଷ୍ଟାଣ୍ଡାର୍ଡ ଡିଡକ୍ସନ ମିଳିବ । ଏଥିରେ କୋଟି କୋଟି ପେନସନ୍‌ଭୋଗୀ ଉପକୃତ ହେବେ ବୋଲି ଜଣାପଡ଼ିଛି । ଅନ୍ୟପଟେ ବଜେଟ ସମୟରେ ଅର୍ଥମନ୍ତ୍ରୀ ଆୟକର ସ୍ଲାବ୍‌ରେଟ୍‌ରେ ପରିବର୍ତ୍ତନ କରିଛନ୍ତି । ପୂର୍ବରୁ ଥିବା ୩ ଲକ୍ଷ ପର୍ଯ୍ୟନ୍ତ ଆୟ ଉପରେ ଟ୍ୟାକ୍ସ ଛାଡ଼ ଅପରିବର୍ତ୍ତିତ ରହିଛି । ଅର୍ଥାତ ୩ ଲକ୍ଷ ପର୍ଯ୍ୟନ୍ତ ଆୟକର ଦେବାକୁ ପଡ଼ିବ ନାହିଁ । ତେବେ ଅର୍ଥମନ୍ତ୍ରୀଙ୍କ ଘୋଷଣା ଅନୁସାରେ…
୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଟ୍ୟାକ୍ସ ହେଉଛି ଛାଡ଼

୩ ଲକ୍ଷରୁ ୭ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ ଉପରେ ଟ୍ୟାକ୍ସ ହାର ୫%

୭ ଲକ୍ଷରୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ ଉପରେ ଟ୍ୟାକ୍ସ ହାର ୧୦%

୧୦ଲକ୍ଷରୁ ୧୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ ଉପରେ ଟ୍ୟାକ୍ସ ହାର ୧୫%

୧୨ ଲକ୍ଷରୁ ୧୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ ଉପରେ ଟ୍ୟାକ୍ସ ହାର ୨୦%

୧୫ ଲକ୍ଷରୁ ଅଧିକ ଆୟ ଉପରେ ଟ୍ୟାକ୍ସ ହାର ୩୦% ରହିଛି ।
ଏହା ଆର୍ଥିକ ବର୍ଷ ୨୦୨୪-୨୫ ବର୍ଷରୁ ଲାଗୁ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri