ଧାଡିରେ ଠିଆହୋଇ ମତଦାନ କଲେ ଜିଲାପାଳ: ଚାରିଆଡୁ ପ୍ରଶଂସା

ମାଲକାନଗିରି,୧୩।୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ପୌରପରିଷଦ କୁମୁଟିଗୁଡା ଭୋଟ କେନ୍ଦ୍ରରେ ମାଲକାନଗିରି ଜିଲାପାଳ ସଚିନ ପାୱାର ଆଜି ଦୀର୍ଘ ସମୟ ଧାଡିରେ ଠିଆହୋଇ ମତଦାନ କରିଥିବା ଦେଖିବାକୁ ମିଳିଛି। ଏହି ବୁଥରେ ସକାଳ ୭ଟାରେ ମତଦାନ ପାଇଁ ସମୟ ନିର୍ଘଣ୍ଟ କରାଯାଇଥିବାବେଳେ ଇଭିଏସ୍‌ ମେଶିନ ତ୍ରୁଟି ପାଇଁ ୩୦ ମିନିଟ ମତଦାନ ରେ ବିଳମ୍ବ ହୋଇଥିଲା। ଅନେକ ପଦାଧିକାରୀ ଓ କର୍ମଚାରୀମାନେ ଜିଲାପାଳଙ୍କୁ ଭୋଟ ଦେବାପାଇଁ ଡାକିଥିଲେ ମଧ୍ୟ ମୁଁ ଲାଇନରେ ରହି ମୋ ସମୟ ଆସିବା ପ୍ରଯ୍ୟନ୍ତ ରହି ଭୋଟ ଦେବା କଥା କହିଥିଲେ। ଜିଲାପାଳଙ୍କ ଏପରି ନିୟମକୁ ସାଧାରଣରେ ପ୍ରଶଂସା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ବେଙ୍ଗାଲୁରୁର ସୂର୍ଯ୍ୟ ଉତ୍କର୍ଷ ସଡ଼କ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ଅନେକ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ…

ଡାହାଣୀ ହୋଇ ଲାଗିବେ

ମୋର ଜଣେ ଆରକ୍ଷୀ ବନ୍ଧୁ ତାଙ୍କ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ରେ ନିଶା ନିବାରଣ ପାଇଁ ପୋଲିସ ବିଭାଗ ସହ ହାତ ମିଳାଇ କାମ କରିବା ପାଇଁ ତାଙ୍କର ସାଙ୍ଗସାଥୀ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

ୟୁରୋପରେ ଗ୍ରୀଷ୍ମ ତାଣ୍ଡବ

ଶୀତପ୍ରଧାନ ମହାଦେଶ ୟୁରୋପରେ ଅତ୍ୟଧିକ ଉତ୍ତାପଜନିତ ବିପର୍ଯ୍ୟୟ ଯେ କେତେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି କରିପାରେ, ଏହା ଅବିଶ୍ୱସନୀୟ ହେଲେ ମଧ୍ୟ ୨୦୨୬ ମସିହା ଗ୍ରୀଷ୍ମଋତୁ ତାହାର…

ସମୟର ସଙ୍କେତ

ମଦର ଅଫ୍‌ ଡେମୋକ୍ରାସି ବା ଗଣତନ୍ତ୍ରର ଜନନୀ ହେଉଛି ଭାରତ। ଏହା ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଏକ ଅସ୍ଥାୟୀ ନିର୍ବାଚିତ ଆସନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଛି।…

Plane Crash: ଭୟଙ୍କର ବିମାନ ଦୁର୍ଘଟଣା, ୧୩ ମୃତ, ଦେଖନ୍ତୁ ଭୟଙ୍କର Video

ଲିମା,୨।୮: ଶନିବାର ଦକ୍ଷିଣ ଆମେରିକୀୟ ଦେଶ ପେରୁରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି, ଯାହା ଫଳରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି। ରିପୋର୍ଟ ଅନୁଯାୟୀ ବିମାନଟି…

ସକାଳୁ ସକାଳୁ ଥରିଲା ରାଜଧାନୀ, ଭୂକମ୍ପର ତୀବ୍ରତା ଥିଲା…

ନୂଆଦିଲ୍ଲୀ,୨।୮: ରାଜଧାନୀ ଦିଲ୍ଲୀରେ ରବିବାର (୨ ଅଗଷ୍ଟ) ଭୋର ପ୍ରାୟ ୪ଟା୧୪ ସମୟରେ ଏକ ଭୂମିକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ୨.୯ ତୀବ୍ରତାର ଭୂମିକମ୍ପର ପ୍ରଭାବ…

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri