Posted inଖେଳ

ବାପା ହେଲେ ଷ୍ଟାର ଅଲରାଉଣ୍ଡର ରଶିଦ ଖାନ

ନୂଆଦିଲ୍ଲୀ,୧୮ା୪: ଆଫଗାନିସ୍ତାନ ଓ ଗୁଜରାଟ ଟାଇଟନ୍ସ (ଜିଟି) ଷ୍ଟାର ଅଲରାଉଣ୍ଡର ରଶିଦ ଖାନ ଶନିବାର ଏକ ପୁତ୍ର ସନ୍ତାନର ପିତା ହୋଇଛନ୍ତି।

ରଶିଦ ସୋସିଆଲ ମିଡିଆରେ ଏକ ପୋଷ୍ଟ ଜରିଆରେ ଏ ନେଇ ସୂଚନା ଦେବା ସହ ପୁଅର ନାମ ଘୋଷଣା କରିଛନ୍ତି। ‘ଅଲହାମଦୁଲିଲା, ମୋ ରାଜକୁମାରଙ୍କୁ ବିଶ୍ୱକୁ ସ୍ବାଗତ’ ବୋଲି ରଶିଦ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ସହିତ ପୋଷ୍ଟ କରିଛନ୍ତି। ଉକ୍ତ ଫଟୋରେ ତାଙ୍କ ପୁଅର ନାମ ଅଜଲାନ ଖାନ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ ମାସ ତଳେ କରିଥିଲେ ପ୍ରେମ ବିବାହ: ନବବଧୂଙ୍କୁ ତଣ୍ଟି ଚିପି ହତ୍ୟା, ଏଭଳି ଅଭିଯୋଗ ଆଣି…

ଥୁଆମୂଳ ରାମପୁର, ୧୮ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଧୀନ କାଦୋବେଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୧୮ ବର୍ଷୀୟା…

ବରଗଡ଼ରେ ହୋଇନାହିଁ ସ୍କୁଲ ଛୁଟି ଘୋଷଣା, ଘୂରି ବୁଲୁଛି ନକଲି ଚିଠି

ବରଗଡ଼,୧୮ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ତାତି, ଗୁଳୁଗୁଳି ବଢ଼ି ଚାଲିଛି। ଅନ୍ୟପଟେ ସ୍କୁଲ, କଲେଜରେ ପାଠପଢ଼ା ଚାଲିଛି। ପୂର୍ବାହ୍ନ ସାଢ଼େ ୧୦ଟାରେ ଛୁଟି ହେଉଥିବା ଯୋଗୁ ଘରକୁ…

ବରଗଛରେ ଝୁଲୁଥିଲା ଅଣଓଡ଼ିଆ ଶ୍ରମିକଙ୍କ ମୃତଦେହ, ଏଏସ୍‌ଆଇ ପହଞ୍ଚି…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମ ନିକଟ ଆନ୍ଧ୍ର ଇଟାଭାଟିରେ ରହି କାମ କରୁଥିବା ଜଣେ ଅଣଓଡ଼ିଆ ଶ୍ରମିକ ଶନିବାର ଭୋର୍‌ରେ…

ଶେଷ ଓଭରରେ ଦିଲ୍ଲୀର ରୋମାଞ୍ଚକ ବିଜୟ

ବେଙ୍ଗାଲୁରୁ,୧୮ା୪: ଡେଭିଡ୍‌ ମିଲରଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଖେଳାଯାଇଥିବା ଏକ ରୋମାଞ୍ଚକ ଆଇପିଏଲ୍‌ ମ୍ୟାଚ୍‌ରେ ୬ ଉଇକେଟରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ…

୨ ବାଇକ୍‌ ସହ ଧକ୍କା ହେଲା ଅଟୋ: ୩ ଗୁରୁତର

ଦାରିଙ୍ଗବାଡ଼ି,୧୮ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ମ୍ଲୁକ୍‌ଚେରୀ ନିକଟରେ ୨ ବାଇକ୍‌ ଏବଂ ଗୋଟିଏ ଅଟୋ ମଧ୍ୟରେ ଧକ୍କା ହୋଇ ୩ ଜଣ ଗୁରୁତର ହୋଇଛନ୍ତି।…

ଚାକିରି ଜୀବନରେ ସାଉଁଟିଥିବା ସ୍ମୃତିକୁ ମନେ ପକାଇ ଗୋପାଳକୃଷ୍ଣ କହିଲେ ଅବସର ପରେ…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି(ପାକ୍ସ)ର ସମ୍ପାଦକ ଗୋପାଳକୃଷ୍ଣ ଜେନାଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ସମବାୟ…

ଜୁନାଗଡ଼ରେ ଏନଫୋର୍ସ ଟିମର ଖାଦ୍ୟ ସାମଗ୍ରୀ ଯାଞ୍ଚ

ଜୁନାଗଡ଼,୧୮।୪(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ଶନିବାର ଏନଫୋର୍ସ ଟିମ ପକ୍ଷରୁଖାଦ୍ୟ ସାମଗ୍ରୀ ଯାଞ୍ଚ କରାଯାଇଛି। ଏହି ଟିମରେ ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ,ଜୁନାଗଡ଼…

ସିବିଏସ୍‌ଇ ଦଶମ ପରୀକ୍ଷା: ପ୍ରଗତି କନ୍‌ସେପ୍ଟ ସ୍କୁଲ ଛାତ୍ରୀଛାତ୍ରଙ୍କ ସଫଳତା

ଭବାନୀପାଟଣା,୧୮ା୪(ଉତ୍ତମ କୁମାର ଦାଶ)-ସିବିଏସ୍‌ଇ ଦଶମ ପରୀକ୍ଷାରେ କଳାହାଣ୍ଡି ଜିଲା ଭବାନୀପାଟଣା ସହର ପ୍ରଗତି କନ୍‌ସେପ୍ଟ ସ୍କୁଲର ଛାତ୍ରୀଛାତ୍ର ସଫଳତା ପାଇଛନ୍ତି। ଛାତ୍ର ବବୁଲ କୁମାର ମେହେର ୯୭.୬୦%…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri