କରୋନା ଆକ୍ରାନ୍ତ ହେଲେ ଫୁଟ୍‌ବଲ ଷ୍ଟାର୍‌ ରୋନାଲ୍ଡୋ

ନୂଆଦିଲ୍ଲୀ, ୧୩।୧୦: ପର୍ତ୍ତୁଗାଲର ଷ୍ଟାର୍‌ ଫୁଟ୍‌ବଲ ଖେଳାଳି କ୍ରିଷ୍ଟିଆନୋ ରୋନାଲ୍ଡୋ କରୋନା ଆକ୍ରାନ୍ତ ହୋଇଛନ୍ତି। ପାଞ୍ଚଥରର ‘ବାଲନ୍‌ ଡି ଅର୍‌’ ପୁରସ୍କାର ବିଜେତା ରୋନାଲ୍ଡୋ କରୋନା ପଜିଟିଭ ହୋଇଥିବା ନେଇ ମଙ୍ଗଳବାର ପର୍ତ୍ତୁଗାଲ ଫୁଟ୍‌ବଲ ମହାସଂଘ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଫଳରେ ବୁଧବାର ପର୍ତ୍ତୁଗାଲ ଓ ସ୍ବିଡେନ ମଧ୍ୟରେ ନେସନ୍‌ କପ୍‌ରେ ଖେଳାଯିବାକୁ ଥିବା ମ୍ୟାଚ୍‌ରେ ସେ ଖେଳିପାରିବେ ନାହିଁ। ରୋନାଲ୍ଡୋ କରୋନା ଆକ୍ରାନ୍ତ ହେବା ଖବରକୁ ନେଇ ଅନ୍ୟ ଟିମ୍‌ମାନେ ମଧ୍ୟ ଆତଙ୍କିତ ହୋଇପଡ଼ିଛନ୍ତି। କାହିଁକି ନା ନେସନ୍‌ କପ୍‌ରେ ସ୍ପେନ ଓ ଫ୍ରାନ୍ସ ବିପକ୍ଷରେ ମ୍ୟାଚ୍‌ ଖେଳିସାରିବା ପରେ ହିଁ ରୋନାଲ୍ଡୋ ପଜିଟିଭ ଚିହ୍ନଟ ହୋଇଥିଲେ। ଯାହାଫଳରେ ନିକଟରେ ଅନେକ ଖେଳାଳି ତାଙ୍କ ସଂସ୍ପର୍ଶରେ ଆସିଛନ୍ତି। ରୋନାଲ୍ଡୋଙ୍କଠାରେ କରୋନା ଲକ୍ଷଣ ନ ଥିଲେ ମଧ୍ୟ ସେ ଏବେ ସେଲ୍ଫ ଆଇସୋଲେଶନରେ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଅଷ୍ଟ୍ରେଲିଆ ସିରିଜ: ‘ବୋଲରମାନେ ନିର୍ଣ୍ଣାୟକ ଭୂମିକା ନେବେ’

ମୁମ୍ବାଇ, ୨୧ା୧୧ (ପି.ଟି.): ଆଗାମୀ ଭାରତ-ଅଷ୍ଟ୍ରେଲିଆ କ୍ରିକେଟ ସିରିଜରେ ଦୁଇ ଦଳ ମଧ୍ୟରେ କଡ଼ା ମୁକାବିଲା ହେବ। ଉଭୟ ଦଳରେ ବିଶ୍ୱର କେତେଜଣ ଶ୍ରେଷ୍ଠ ବୋଲର...

ବର୍ଷର ଶ୍ରେଷ୍ଠ ଦିନିକିଆ କ୍ରିକେଟର ରୋହିତ

ଦୁବାଇ, ୧୫।୧- ଭାରତୀୟ ଦଳର ବିସ୍ଫୋରକ ଓପନର ରୋହିତ ଶର୍ମା ବୁଧବାର ଆଇସିସି ଦିନିକିଆ କ୍ରିକେଟର ଅଫ୍‌ ଦି ଇୟର ପୁରସ୍କାର ପାଇଛନ୍ତି। ୨୦୧୯ରେ ଦିନିକିଆ...

ଭାରତ-ଭିଏତ୍‌ନାମ ମ୍ୟାଚ୍‌ ଡ୍ର

ହାନୋଇ (ଭିଏତ୍‌ନାମ), ୬।୧୧ (ପି.ଟି.): ଭାରତ ଓ ଭିଏତ୍‌ନାମ ମହିଳା ଫୁଟ୍‌ବଲ ଦଳ ମଧ୍ୟରେ ବୁଧବାର ଏଠାରେ ଖେଳାଯାଇଥିବା ଫିଫା ଅନ୍ତର୍ଜାତୀୟ ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ୍‌ ଡ୍ର’ରେ...

ଆଜି ରାଜ୍ୟରୁ ୯୫ ପଜିଟିଭ୍‌ ଚିହ୍ନଟ, ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୧୧।୨(ବ୍ୟୁରୋ): ଗୁରୁବାର ରାଜ୍ୟରୁ ୯୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୯୮୪ରେ ପହଞ୍ଚିଥିବା ରାଜ୍ୟ ସୂଚନା...

ଗରିବଙ୍କ ଆକାଉଣ୍ଟକୁ ଟଙ୍କା ପଠାଅ: ନିରଞ୍ଜନ

ଭୁବନେଶ୍ୱର,୧୬ା୫ (ବ୍ୟୁରୋ): ‘ଆତ୍ମନିର୍ଭର ଭାରତ’ ପାଇଁ କେନ୍ଦ୍ର ସରକାର ପ୍ରତିଦିନ ପ୍ୟାକେଜ ଘୋଷଣା କରୁଛନ୍ତି। ହେଲେ ଏହା ଏକ ଋଣ ବିକ୍ରି ବିଜ୍ଞାପନ କହିଲେ ଅତ୍ୟୁକ୍ତି...

ସଚିନଙ୍କ ବ୍ୟାଟ୍‌ରେ ୩୭ ବଲରୁ ଶତକ ହାସଲ କରିଥିଲେ ଏହି ପାକିସ୍ତାନ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ, ୪।୮- ବିସ୍ଫୋରକ ପାକିସ୍ତାନ ବ୍ୟାଟ୍ସମ୍ୟାନ ଶାହିଦ୍‌ ଆଫ୍ରିଦୀ ଏକଦିବସୀୟ କ୍ରିକେଟ୍‌ରେ ମାତ୍ର ୩୭ ବଲରୁ ଶତକ ହାସଲ କରିଛନ୍ତି। ୧୯୯୬ରେ ଅନୁଷ୍ଠିତ କେସିଏ ଟୁର୍ନାମେଣ୍ଟରେ...

୩୧ ଯାଏ କେବଳ ଜରୁରୀ ମାମଲାର ଶୁଣାଣି

କଟକ ଅଫିସ,୪ା୭: କେନ୍ଦ୍ର ସରକାର ଦ୍ୱିତୀୟ ପର୍ଯ୍ୟାୟ ଅନ୍‌ଲକ୍‌ ଜାରି କରିଛନ୍ତି। ଏହା ଜୁଲାଇ ୩୧ ପର୍ଯ୍ୟନ୍ତ ରହିବା ସହ ଏହି ସମୟରେ ଅନେକ ପ୍ରକାର...

୭ ବର୍ଷ ପରେ ଶ୍ରୀସନ୍ଥଙ୍କୁ ପ୍ରତ୍ୟାବର୍ତ୍ତନ ସୁଯୋଗ

ଥିରୁଭାନନ୍ତପୁରମ,୧୮।୬: ଭାରତୀୟ ଦ୍ରୁତ ବୋଲର ଏସ୍‌. ଶ୍ରୀସନ୍ଥ ପୁଣି ଥରେ କ୍ରିକେଟକୁ ପ୍ରତ୍ୟାବର୍ତ୍ତନ କରିବା ସମ୍ଭାବନା ସୃଷ୍ଟି ହୋଇଛି। ଆସନ୍ତା ସେପ୍ଟେମ୍ବରରେ ତାଙ୍କର ୭ ବର୍ଷୀୟା...

Advertisement
Ten Cric Info


Archives

Model This Week