‘ଷ୍ଟାର ମିସ୍‌ କନ୍‌ଫିଡେଣ୍ଟ’ ହେଲେ ଆୟତୀ

ଭୁବନେଶ୍ୱର, ୯।୮(ବ୍ୟୁରୋ): ଜାତୀୟସ୍ତରୀୟ ପ୍ରତିଯୋଗିତା ‘ଷ୍ଟାର୍‌ ମିଷ୍ଟର ଆଣ୍ଡ୍‌ ମିସ୍‌ ଟିନ୍‌ ଇଣ୍ଡିଆ’ରେ ପ୍ରତିଭା ପ୍ରଦର୍ଶନ କରି ଟାଇଟଲ୍‌ ହାସଲ କରିଛନ୍ତି ଭୁବନେଶ୍ୱରର ଝିଅ ଆୟତୀ ପଟ୍ଟନାୟକ। ନୂଆଦିଲ୍ଲୀର ଷ୍ଟାର୍‌ ଏଣ୍ଟରଟେନ୍‌ମେଣ୍ଟ ପ୍ରଡକ୍ସନ ପକ୍ଷରୁ ନିକଟରେ ରାଜସ୍ଥାନର ଜୟପୁର ସହରରେ ଆୟୋଜିତ ଏହି ପ୍ରତିଯୋଗିତାରେ ସେ ‘ଷ୍ଟାର ମିସ୍‌ କନ୍‌ଫିଡେଣ୍ଟ’ ହୋଇଛନ୍ତି। ନୀଳକଣ୍ଠ ପଟ୍ଟନାୟକ ଓ ନିହାରିକା ପଟ୍ଟନାୟକଙ୍କ ୧୪ବର୍ଷିୟା ଝିଅ ଆୟତୀ ଏଥ୍‌ନିକ୍‌, ଟ୍ୟାଲେଣ୍ଟ ଓ ରିଜିଓନାଲ୍‌ ରାଉଣ୍ଡରେ ଭଲ ପ୍ରଦର୍ଶନ କରି ଓଡ଼ିଶା ପାଇଁ ଏହି ଗୌରବ ଆଣିିଛନ୍ତି।
ଜୁଲାଇ ୨୮ରୁ ଅଗଷ୍ଟ ୧ ପର୍ଯ୍ୟନ୍ତ ଆୟୋଜିତ ପ୍ରତିଯୋଗିତାରେ ଭାରତର ବିଭିନ୍ନ ରାଜ୍ୟରୁ ୭୪ଜଣ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ। ରାମ୍ପ୍‌ ଓ୍ବାକ୍‌, ଟ୍ୟାଲେଣ୍ଟ ରାଉଣ୍ଡ, ପର୍ସନାଲ ଇଣ୍ଟରଡକ୍ସନ, ପ୍ରଶ୍ନୋଉତ୍ତର ଭଳି ବିଭିନ୍ନ ପର୍ଯ୍ୟାୟ ରହିଥିଲା। ଜାନୁୟାରୀ ମାସରେ ଓଡ଼ିଶାରେ ଏହାର ଅଡିଶନ ହୋଇଥିଲା। ସେଥିରେ ୫୦ଜଣ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିବାବେଳେ ୫ଜଣ ଜାତୀୟ ପ୍ରତିଯୋଗିତାକୁ ମନୋନୀତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri