ହସ୍ତତନ୍ତ ପୋଷାକରେ ଚମକିଲେ ତାରକା

ଭୁବନେଶ୍ୱର,୧୨।୪(ଅନୁରାଧା ମହାରଣା): ଓଡ଼ିଶା ଫ୍ୟାଶନ୍‌ ଓ୍ବିକ୍‌ ଏବଂ ଆଇଟିଆଇ ଭୁବନେଶ୍ୱର ପକ୍ଷରୁ ଏଲ୍‌ସିଜେ ସିଲ୍‌ଭର ସହଯୋଗରେ ପ୍ରଥମଥର ପାଇଁ ଏକ ସ୍ବତନ୍ତ୍ର ଫ୍ୟାଶନ୍‌ ଶୋ’ ଅନୁଷ୍ଠିତ ହୋଇଯାଇଛି। ଅଭିନେତ୍ରୀ ଦେବଯାନୀ ଦେଘୁରିଆ, ଅନିଶା ଶର୍ମା, ଅଭିନେତା ଶୁଭାଶିଷ ଶର୍ମା, ଭିୟୋନା, ସ୍ମୃତିରେଖା ଖୁଣ୍ଟିଆ, କୁମୁଦୁନୀ ପୂର୍ତ୍ତି ଏବଂ ମାସୁଦ୍‌ ଖାନ୍‌ ପ୍ରମୁଖ ଓଡ଼ିଶା ହସ୍ତତନ୍ତ ପରିଧାନ କରି ପ୍ରଦର୍ଶନ କରିଥିଲେ। ପଦ୍ମିନୀ ପଟ୍ଟନାୟକ କାର୍ଯ୍ୟକ୍ରମର ଅନ୍ୟତମ ଆକର୍ଷଣ ରହିଥିଲେ। ଫ୍ୟାଶନ୍‌ ଡିଜାଇନର ସବ୍ୟସାଚୀ ଶତପଥୀ ଏପରି ଆୟୋଜନକୁ ପ୍ରଶଂସା କରିଥିଲେ। ଫ୍ୟାଶନ କୋରିଓଗ୍ରାଫର ପ୍ରଶାନ୍ତ ଦାସ କାର୍ଯ୍ୟକ୍ରମର କୋରିଓଗ୍ରାଫି କରିଥିବାବେଳେ ଶତାବ୍ଦୀ ସୂର୍ଯ୍ୟସ୍ନାତା ଉପସ୍ଥାପନା କରିଥିଲେ। ଓଡ଼ିଶା ଫ୍ୟାଶନ୍‌ ଓ୍ବିକ୍‌ର ପ୍ରତିଷ୍ଠାତା ରାଜେଶ ରଞ୍ଜନ ମହାନ୍ତିଙ୍କ ସହ ବହୁ ବିଶିଷ୍ଟ ବ୍ୟକ୍ତି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଠପ୍‌ ହୋଇଯିବକି ସାରା ବିଶ୍ୱ? ହର୍ମୁଜ ଷ୍ଟ୍ରେଟକୁ ନେଇ ଏମିତି ନିଷ୍ପତ୍ତି ନେଲା ଇରାନ, ପ୍ରମାଦ ଗଣିଲାଣି ସାରା ବିଶ୍ୱ

ତେହରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ଇରାନ ଏବେ ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା କିଛି ଜାହାଜ ଉପରେ ୨ ନିୟୁତ ଡଲାର (ପ୍ରାୟ ୧୮.୮ କୋଟି)…

ନଷ୍ଟ ହୋଇଯାଇଥିବା ପାଓ୍ବାରପ୍ଲାଣ୍ଟକୁ ନେଇ ଏମିତି ଧମକ ଦେଲା ଇରାନ ସାରା ବିଶ୍ୱ ସ୍ତବ୍ଧ

ତେହରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବେ ଅଧିକ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଇରାନ କହିଛି ଯେ ଯଦି ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହାର ଶକ୍ତି କେନ୍ଦ୍ର ଉପରେ…

ଷ୍ଟ୍ରେଟ ଅଫ ହର୍ମୁଜକୁ ନେଇ ଟ୍ରମ୍ପଙ୍କ ପରେ ଏବେ ଧମକ ଦେଲେଣି ସ୍କଟ ବେସେଣ୍ଟ , କହିଲେ ‘ଇରାନର ଦୁର୍ଗ…’

ଓ୍ବାଶିଂଟନ,୨୩।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଆହୁରି ବୃଦ୍ଧି ପାଇଛି। ଆମେରିକା ଏବଂ ଇରାନ ମଧ୍ୟରେ ବିବାଦ ଏବେ ଖୋଲାଖୋଲି ଭାବରେ ପ୍ରକାଶ ପାଇବାକୁ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ତିନି ଚିରଞ୍ଜୀବୀଙ୍କ ବିଚାର

ଶହୀଦ ଭଗତ ସିଂ, ସୁଖଦେବ ଓ ଶିବରାମ ରାଜଗୁରୁଙ୍କ ଅପରାଧଜନିତ ବିଚାରକୁ କଦାପି ବିଚାର କୁହାଯାଇ ପାରିବ ନାହିଁ। ତାହା ଅନ୍ୟାୟ, ଅବିବେକିତା ଓ ଅସଭ୍ୟତାର ଏକ…

ପରମାଣୁ ଅସ୍ତ୍ର ଛାୟାରୁ ମୁକ୍ତି

ବର୍ତ୍ତମାନର ବିଶ୍ୱରେ ଲାଗିରହିଛି ତିନୋଟି ମହାସମର। ତନ୍ମଧ୍ୟରୁ ରୁଷିଆ-ୟୁକ୍ରେନ୍‌ ଏବଂ ଇସ୍ରାଏଲ-ପାଲେଷ୍ଟାଇନ୍‌ ଯୁଦ୍ଧ ବର୍ଷ ବର୍ଷ ଧରି ଚାଲିଥିଲା ବେଳେ ନିକଟରେ ଆରମ୍ଭ ହୋଇଛି ଅତୀବ ଭୟଙ୍କର…

ଚର୍ଚ୍ଚାରେ କଣ୍ଠଶିଳ୍ପୀ ଦିପ୍ତିରେଖା: ପ୍ରଧାନମନ୍ତ୍ରୀ ମୋଦି ଶେୟାର କଲେ…

ଭୁବନେଶ୍ୱର,୨୩ା୩(ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଦୀପ୍ତିରେଖା ପାଢୀଙ୍କ ଭକ୍ତିମୟ ଭଜନ ‘ଦୁର୍ଗତି ନାଶିନୀ ମା’ର ଭିଡ଼ିଓ ଲିଙ୍କ୍‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ…

ଭାରତ ଦେବ ୟୁଆନ୍‌

ଇରାନ୍‌ ସହିତ ଆମେରିକା ଓ ଇସ୍ରାଏଲ ଯୁଦ୍ଧ ଚତୁର୍ଥ ସପ୍ତାହରେ ପହଞ୍ଚିଛି। ସଦ୍ୟ ଘଟଣା ଦେଖିଲେ ଗୋଟିଏ ପଟେ ନତାଞ୍ଜ ଆଣବିକ କେନ୍ଦ୍ର ଉପରେ ଆମେରିକା ଓ…

ବାସନ୍ତୀକ ନବରାତ୍ର ପୂଜା: ସ୍କନ୍ଧମାତା ବେଶରେ ମା’ ସମଲେଶ୍ବରୀ

ବରଗଡ଼,୨୩।୩,(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ପଞ୍ଚମ ଦିବସ ସୋମବାରରେ ଦେବୀ ସ୍କନ୍ଧମାତା ବେଶରେ ଦର୍ଶନ ଦେଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri