Posted inଖେଳ

ଅଲ୍‌ ଓଡ଼ିଶା ସ୍ନୁକର ଆରମ୍ଭ

ଭୁବନେଶ୍ୱର,୧୪ା୯(ସରୋଜ ଜେନା): ଆଶିଷ ପଣ୍ଡା ମେମୋରିଆଲ ଅଲ ଓଡ଼ିଶା ସ୍ନୁକରର ଦ୍ୱିତୀୟ ସଂସ୍କରଣ ବୁଧବାର ଆରମ୍ଭ ହୋଇଛି। ଭୁବନେଶ୍ୱର ସ୍ଥିତ ଭିଣ୍ଟେଜ୍‌ କ୍ଲବରେ ପ୍ରଥମ ଦିନରେ ୯ ମ୍ୟାଚ୍‌ ଖେଳା ଯାଇଛି। ପ୍ଲେୟର ଅଫ୍‌ ଦ ଡେ ବିବେଚିତ ହୋଇଥିବା ଜଗଦୀଶ ମହାନ୍ତି ୩-୨ରେ ଶୁଭ୍ରାଂଶୁ ଭୂଷଣ କରଙ୍କୁ ପରାସ୍ତ କରିଥିଲେ।

ଅନ୍ୟ ମ୍ୟାଚରେ ଜ୍ଞାନ ଦାସ ୩-୦ରେ ବିରାଜ ଦାସଙ୍କୁ, ଅଜୟ ଆଚାର୍ଯ୍ୟ ୩-୨ରେ ଉସ୍‌ମାନ ଖାନଙ୍କୁ, ପ୍ରକାଶ ସାହୁ ୩-୧ରେ ଏସ୍‌ କେ ନସିମଙ୍କୁ, ଅମୀୟ ରଞ୍ଜନ ନାୟକ ୩-୧ରେ ରାକେଶ ମହାନ୍ତିଙ୍କୁ, ଅବିନାଶ ମହାପାତ୍ର ୩-୨ରେ ବରୁଣ ବାରିକଙ୍କୁ, ରଞ୍ଜିତ ପତି ୩-୧ରେ ରାକେଶ ବାରିକଙ୍କୁ, ଜିତେନ ଷଡଙ୍ଗୀ ୩-୧ରେ ଜ୍ଞାନ ଦାସଙ୍କୁ, ମିଶାଲ ସ୍ବାଇଁ ୩-୨ରେ ରାହୁଲ ହାଲିଙ୍କୁ, ଚିରଞ୍ଜିବ ସିଂ ୩-୧ରେ ନାରାୟଣ ବୋପଟଙ୍କୁ, ବରୁଣ ପୂର୍ବା ୩-୨ରେ ଶୁଭମ ପାଣିଗ୍ରାହୀଙ୍କୁ ଓ ଅସିତ ଚୌଧୁରୀ ୩-୨ରେ ନିଶ୍ଚିତ ମିଶ୍ରଙ୍କୁ ପରାସ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀ ଯନ୍ତ୍ରଣା, ବାରଣ୍ଡା-ଚଟାଣରେ ଚାଲିଛି ସେବା: ନାହିଁ ନାହିଁରେ ଚାଲିଛି ସ୍ୱାସ୍ଥ୍ୟକେନ୍ଦ୍ର

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀମାନେ ଯନ୍ତ୍ରଣା ଭୋଗୁଥିବା ଅଭିଯୋଗ ହୋଇଛି। ଯେଉଁଠି ସ୍ୱାସ୍ଥ୍ୟ ସମସ୍ୟା ନେଇ ରୋଗୀମାନେ ଉତ୍ତମ…

ଗଣେଶ ପୂଜାରେ ସୃଷ୍ଟି ହେବ ବଡ଼ ରାଜଯୋଗ: ୪ ରାଶି ହେବେ ମାଲାମାଲ୍‌, ଚାକିରିରେ ମିଳିବ ବଡ଼ ଅଫର୍‌…

ହିନ୍ଦୁ ଧର୍ମରେ ଗଣେଶ ଚତୁର୍ଥୀ ପର୍ୱର ଏକ ସୱତନ୍ତ୍ର ମହତ୍ତ୍ୱ ରହିଛି। ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଚଳିତ ବର୍ଷ ଗଣେଶ ଚତୁର୍ଥୀରେ ଅନେକ ଶୁଭ ଯୋଗ…

ସମ୍ବଲପୁରରେ ଏନ୍ କାଉଣ୍ଟର: କୁଖ୍ୟାତ ଅପରାଧୀ ଇରଫାନ ଆହତ, ଦୁଇ ସହଯୋଗୀ …

ସମ୍ବଲପୁର, ୧୩।୯ (ପ୍ରମୋଦ ବହିଦାର): ସମ୍ବଲପୁର ସଦର ଥାନା ଅଞ୍ଚଳରେ ପୋଲିସ ଓ ଦୁର୍ଦ୍ଦାନ୍ତ ଅପରାଧୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ସୁନାପାଲି ଅଞ୍ଚଳର କୁଖ୍ୟାତ…

ଦାରିଙ୍ଗବାଡ଼ିରେ ପର୍ଯ୍ୟଟନ ବିକାଶର ସମୀକ୍ଷା:ହୋମଷ୍ଟେ କରି ସ୍ୱାବଲମ୍ବୀ ହେବାକୁ ପରାମର୍ଶ ଦେଲେ ପର୍ଯ୍ୟଟନ ପ୍ରମୁଖ ସଚିବ

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଶନିବାର ଅପରାହ୍ନରେ ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ବଳବନ୍ତ ସିଂ ପହଞ୍ଚି ପର୍ଯ୍ୟଟନ କ୍ଷେତ୍ରର ବିକାଶ…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନ; ୩ ରାଶିଙ୍କ ଧନଯୋଗ, ହୁ ହୁ ହୋଇ ବଢିବ ଇନକମ୍‌…

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହ ଗତିର ପ୍ରଭାବ କେବଳ ରାଶି ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ନୁହେଁ । ଗ୍ରହ ଯେଉଁ ନକ୍ଷତ୍ରରେ ପ୍ରବେଶ କରେ ତାହାକୁ ମଧ୍ୟ ବହୁତ…

ଅଦ୍ଭୁତ ସ୍ଥିତି

ହ୍ୱାଟ୍ସଆପ୍‌ରେ ଏସ୍‌ଆଇଆର୍‌ ନୋଟିସ ଆସିଥିଲା, ‘ଶୁଣାଣିରେ ଉପସ୍ଥିତ ରହିବା ବାଧ୍ୟତାମୂଳକ। ଦୟାକରି ଏହାକୁ ଜରୁରୀ ମନେକରନ୍ତୁ ଏବଂ କୌଣସି ପରିସ୍ଥିତିରେ ଅନୁପସ୍ଥିତ ନ ରହିବା ପାଇଁ ବ୍ୟବସ୍ଥା…

ଶିଶୁଙ୍କ ଗେଡ଼ାପଣ: ୬ ଜିଲାରେ ସ୍ଥିତି ଚିନ୍ତାଜନକ

ଭୁବନେଶ୍ୱର,୧୩ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କ ପୋଷଣ ସ୍ଥିତିକୁ ନେଇ ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ୱେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫ରୁ ଏନ୍‌ଏଫ୍‌ଏଚ୍‌ଏସ୍‌-୬)ର ଏକ ତୁଳନାତ୍ମକ ରିପୋର୍ଟ…

୧୭ ଯାଏ ବର୍ଷା

ଭୁବନେଶ୍ୱର,୧୩ା୯(ବନ୍ଦନା ସେଠୀ):ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଶନିବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବାବେଳେ ୧୭ ତାରିଖ ଯାଏ ଲାଗି ରହିବ। ତେବେ ରବିବାରଠାରୁ ବର୍ଷାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?