ଫେବୃଆରୀ ୨୭ରେ ରାଜ୍ୟ ସଭା ନିର୍ବାଚନ

ଭୁବନେଶ୍ୱର,୨୯।୧(ଅନିଲ ଦାସ): ଓଡ଼ିଶାର ଖାଲି ପଡୁଥିବା ୩ ରାଜ୍ୟ ସଭା ଆସନ ପାଇଁ ଆସନ୍ତା ଫେବୃଆରୀ ୨୭ରେ ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ନିର୍ବାଚନ କମିଶନଙ୍କ ପକ୍ଷରୁ ତାରିଖ ଘୋଷଣା କରାଯାଇଛି । ଏହି ନିର୍ବାଚନ ପାଇଁ ଫେବୃଆରୀ ୮ରେ ବିଜ୍ଞପ୍ତି ପ୍ରକାଶ ପାଇବ। ଫେବୃଆରୀ ୧୫ ନାମାଙ୍କନପତ୍ର ଦାଖଲର ଶେଷ ତାରିଖ ଧାର୍ଯ୍ୟ କରାଯାଇଛି। ଫେବୃଆରୀ ୧୬ରେ ନାମାଙ୍କନପତ୍ର ଯାଞ୍ଚ ହେବାକୁ ଥିବାବେଳେ ୨୦ ତାରିଖ ସୁଦ୍ଧା ପ୍ରାର୍ଥୀ ସେମାନଙ୍କ ନାମାଙ୍କନ ପ୍ରତ୍ୟାହାର କରିପାରିବେ । ୨୭ ତାରିଖରେ ଭୋଟ ଗ୍ରହଣ ହେବ । ଆସନ୍ତା ଏପ୍ରିଲ ୩ରେ ଓଡ଼ିଶାର ୩ ରାଜ୍ୟ ସଭା ସଦସ୍ୟଙ୍କ କାର୍ଯ୍ୟକାଳ ଶେଷ ହେବ। ଏହି ୩ ସଦସ୍ୟ ହେଲେ ବିଜେଡିର ଅମର ପଟ୍ଟନାୟକ ଓ ପ୍ରଶାନ୍ତ ନନ୍ଦ ଏବଂ ଭାଜପାର ଅଶ୍ୱିନୀ ବୈଷ୍ଣବ।
ସୂଚନାଯୋଗ୍ୟ, ଅମର ପଟ୍ଟନାୟକ ବିଜେଡିରୁ ରାଜ୍ୟ ସଭାକୁ ୨୦୧୯ ଜୁନ ୨୯ ତାରିଖରେ ନିର୍ବାଚିତ ହୋଇଥିବା ବେଳେ ପ୍ରଶାନ୍ତ ନନ୍ଦ ୨୦୧୮ଏପ୍ରିଲ ୪ ଏବଂ ଭାଜପାର ଅଶ୍ୱିନୀ ବୈଷ୍ଣବ ୨୦୧୯ ଜୁନ୍‌ ୨୯ରେ ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିଲେ। ଏହି ୩ ନେତାଙ୍କ କାର୍ଯ୍ୟକାଳ ଆସନ୍ତା ଏପ୍ରିଲ ମାସ ୩ ତାରିଖରେ ଶେଷ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

ତାତିରୁ ମିଳିଲା ତ୍ରାହି; ରାଜଧାନୀରେ ଘଡ଼ଘଡ଼ି ସହ କୁଆପଥର ବର୍ଷା

ଭୁବନେଶ୍ବର,୨୬ା୩: ଭୁବନେଶ୍ବରରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ପବନ, ଘଡ଼ଘଡ଼ି ସହିତ କୁଆପଥର ବର୍ଷା ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁ…

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ମଧ୍ୟପ୍ରାଚ୍ୟ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ମୋଦିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଦୃଷ୍ଟିରେ ରଖି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୭ ମାର୍ଚ୍ଚ, ୨୦୨୬ ସା ୬ଟା ୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri