Posted inଜାତୀୟ

ଏସ୍‌ବିଆଇର ମୁଖ୍ୟାଳୟକୁ ଦୁଇ ଦିନରେ ଦୁଇ ଧମକପୂର୍ଣ୍ଣ ଫୋନ୍‌ କଲ୍‌

ମୁମ୍ବାଇ,୧୫।୧୦: ଭାରତର ସବୁଠୁ ଲୋକପ୍ରିୟ ବ୍ୟାଙ୍କ ଭାବେ ପରିଚିତ ମୁମ୍ବାଇସ୍ଥିତ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ)ର ମୁଖ୍ୟାଳୟକୁ ଦୁଇ ଦିନରେ ଦୁଇଟି ଧମକପୂର୍ଣ୍ଣ ଫୋନ୍‌ କଲ୍‌ ଆସିଛି। ଟେଲିଫୋନ୍‌ କରୁଥିବା ବ୍ୟକ୍ତି ଜଣକ ପାକିସ୍ତାନର ବୋଲି କହୁଥିବାବେଳେ ତାଙ୍କ ଋଣ ମଞ୍ଜୁର ନ ହେଲେ ଏସ୍‌ବିଆଇ ଅଧ୍ୟକ୍ଷଙ୍କୁ ଅପହରଣ ସହ ହତ୍ୟା ଧମକ ଦେଇଛନ୍ତି। ଏଥିସହିତ ଦକ୍ଷିଣ ମୁମ୍ବାଇରେ ଥିବା ଏସ୍‌ବିଆଇ ବିଲ୍ଡିଂକୁ ବୋମାରେ ଉଡ଼ାଇ ଦେବାକୁ ମଧ୍ୟ ଧମକ ଦେଇଛନ୍ତି। ଅଭିଯୋଗ ପରେ ମେରାଇନ୍‌ ଡ୍ରାଇଭ୍‌ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର ରାଜନୀତିରେ ପ୍ରଥମ ଥର ପିତା ମୁଖ୍ୟମନ୍ତ୍ରୀ ପୁତ୍ର କ୍ୟାବିନେଟ ମନ୍ତ୍ରୀ

ମୁମ୍ବାଇ,୩୦।୧୨: ମହାରାଷ୍ଟ୍ର କ୍ୟାବିନେଟର ସମ୍ପ୍ରସାରଣ ସୋମବାର କରାଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ପୁଅ ତଥା ବର୍ଲି ବିଧାନସଭା ଆସନର ପ୍ରାର୍ଥୀ ଆଦିତ୍ୟ ଠାକରେଙ୍କୁ ମନ୍ତ୍ରୀ...

ସମାଜବାଦୀ ପାର୍ଟିରେ ସାମିଲ ହେଲେ ମୁଖତାର ଅଂସାରୀଙ୍କ ବଡ ଭାଇ

ଲକ୍ଷ୍ନୌ,୨୮ ।୮: ଉତ୍ତର ପ୍ରଦେଶରେ ହେବାକୁ ଥିବା ନିର୍ବାଚନ ପୂର୍ବରୁ ନେତାଙ୍କ ଦଳ ବଦଳ ଅଭିଯାନ ଜାରି ରହିଛି । ଇତିମଧ୍ୟରେ ମୁଖତାର ଅଂସାରୀଙ୍କ ବଡ...

ମୋଦିଙ୍କ ରାଲିରେ ୧୨ କୋଟି ଟଙ୍କାର କାର୍‌: ପ୍ରଶ୍ନ ଉଠାଇଲେ ସଞ୍ଜୟ

ମୁମ୍ବାଇ,୩ ।୧: ଉତ୍ତରପ୍ରଦେଶର ମୁରାଦାବାଦରେ ୫ ବର୍ଷ ପୂର୍ବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଜନସଭାକୁ ସମ୍ବୋଧନ କରିବା ଅବସରରେ ନିଜକୁ ଫକିର ବୋଲି କହିଥିଲେ...

ଗିରଫ ହେଲେ କର୍ନାଟକ କଂଗ୍ରେସ ନେତା

ଧରଓ୍ବାଡ଼,୧୮।୯: ସେଲୁନ୍‌ର ଜଣେ ମହିଳା କର୍ମଚାରୀଙ୍କୁ ଯୌନ ନିର୍ଯାତନା ଦେବା ଅଭିଯୋଗରେ ପୋଲିସ କର୍ନାଟକର କଂଗ୍ରେସ ନେତା ମନୋଜ କାର୍ଜାଗୀଙ୍କୁ ଗିରଫ କରିଛି। ସୂଚନାଯୋଗ୍ୟ, ସେଲୁନ୍‌ରେ...

ଅଧରାତିରେ ଆଇପିଏସ୍‌ ସ୍ତରରେ ଅଦଳବଦଳ କଲେ ଯୋଗୀ ସରକାର

ଲକ୍ଷ୍ନୌ,୩।୯: ଯୋଗୀ ସରକାରଙ୍କ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ପରେ ପ୍ରଥମ ଥର ପ୍ରଶାସନିକ ବିଭାଗରେ ଅଦଳବଦଳ କରାଯାଇଛି। ସୋମବାର ବିଳମ୍ବିତ ରାତିରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ...

ବିହାର ଭଳି ପଶ୍ଚିମବଙ୍ଗରେ ମହିଳା ସାଜିବେ ଟ୍ରମ୍ପ୍‌ କାର୍ଡ: ଶାହାଙ୍କ ଯୋଜନା

କୋଲକାତା,୨୦।୨: ଆଗକୁ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ। ଭାଜପା ରାଜ୍ୟରେ ଶାସକ ତୃଣମୂଳ କଂଗ୍ରେସର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସରକାରଙ୍କୁ ହଟାଇବା ପାଇଁ ଜୋର୍‌ ସୋର୍‌ ଉଦ୍ୟମ...

ଚାରିଦିନ ପାଇଁ ଏନ୍‌ସିବି ହେପାଜତକୁ ଗଲେ ରିଆଙ୍କ ଭାଇ

ମୁମ୍ବାଇ,୫।୯: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲା ବେଳକୁ ବେଳ ଭିନ୍ନ ମୋଡ ନେଉଛି। ଏହାକୁ ନେଇ ପ୍ରତିଦିନ ନୂଆ ନୂଆ ତଥ୍ୟ...

କଂଗ୍ରେସର ଅଧ୍ୟକ୍ଷ ଚୟନ ପ୍ରକ୍ରିୟାରେ ଭାଗ ନେଲେ ନାହିଁ ସୋନିଆ, ରାହୁଲ

ନୂଆଦିଲ୍ଲୀ,୧୦।୮: କଂଗ୍ରେସ କାର୍ଯ୍ୟକାରୀ କମିଟି ବୈଠକରେ ଶନିବାର ଅଧ୍ୟକ୍ଷ ପଦକୁ ନେଇ କିଛି ସମାଧାନ ଆସିବ ବୋଲି ଅନୁମାନ କରାଯାଉଥିଲା। ହେଲେ ବୈଠକରେ ଯୋଗ ଦେବା...

Advertisement
Archives

Model This Week