ଲକର ଖୋଲି ନ ପାରି ଲୁଟିନେଲେ ୫ କଏନ ବସ୍ତା

ବସ୍ତା, ୨୦।୯(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ଥାନା ମୁକୁଳିସିସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କରେ ଶନିବାର ରାତିରେ ଡକାୟତି ହୋଇଥିବା ଜଣାପଡିଛି। ରବିବାର ଛୁଟି ଥିବାରୁ ଏହା ଜଣାପଡି ନ ଥିଲା। ସୋମବାର ବ୍ୟାଙ୍କ କର୍ତ୍ତୃପକ୍ଷ ଆସିବା ପରେ ଘଟଣା ବିଷୟରେ ଜଣାପଡିଥିଲା। ଦୁର୍ବୃତ୍ତମାନେ ଲକର ଖୋଲି ନ ପାରି ପାଖରେ ଥିବା ୫ଟି କଏନ ବସ୍ତା ନେଇଯାଇଥିବା ଜଣାପଡିଛି। ଏହି ବସ୍ତାରେ ୫ଟଙ୍କିଆ ଏବଂ ୧୦ଟଙ୍କିଆ କଏନ ଥିଲା। ଏହାର ମୂଲ୍ୟ ପାଖାପାଖି ୧ ଲକ୍ଷରୁ ଊର୍ଦ୍ଧ୍ୱ ହେବ ବୋଲି ପୋଲିସ ସୂଚନା ଦେଇଛି।
ଶନିବାର ବ୍ୟାଙ୍କରୁ କାମ ସାରି କର୍ମଚାରୀମାନେ ଚାଲିଯିବା ପରେ ଦୁର୍ବୃତ୍ତମାନେ ପଛ ଗେଟ ଭାଙ୍ଗି ପଶିଥିଲେ। ସେମାନେ ପ୍ରଥମେ ସିସିଟିଭି ତାରକୁ କାଟି ଦେଇଥିବା ଫୁଟେଜରୁ ଜଣାପଡିଛି ା ସୋମବାର ବ୍ୟାଙ୍କ ଖୋଲିବା କ୍ଷଣି ଏହା ଜଣାପଡିବା ପରେ ତୁରନ୍ତ ବସ୍ତା ପୋଲିସକୁ ଖବର ଦିଆଯାଇଥିଲା। ପୋଲିସ ପହଞ୍ଚି ଅନୁସନ୍ଧାନ ଜାରି ରଖିଛି। ତଦନ୍ତ ପରେ ଚୋରି ସମ୍ପର୍କରେ ସବିଶେଷ ତଥ୍ୟ ମିଳିପାରିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ହେଲା ବ୍ରଜରାଜନଗର ଟ୍ରକ ମାଲିକ ସଂଘ ନିର୍ବାଚନ

ଝାରସୁଗୁଡ଼ା ଅଫିସ,୨୮।୪: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଟ୍ରକ ମାଲିକ ସଂଘ(ବିଟିଓଏ)ର ବାର୍ଷିକ ସାଧାରଣ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ନିର୍ବାଚନରେ ବିଭିନ୍ନ ପଦପଦବୀ ପାଇଁ ୧୭ ଜଣ...

ବିଦ୍ୟୁତ୍‌ ତାର ବିପଦସଙ୍କୁଳ: ପରିବର୍ତ୍ତନ ଦାବି କଲେ ଗ୍ରାମବାସୀ

କର୍ଲାମୁଣ୍ଡା,୧୬।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ବିଦ୍ୟୁତ୍‌ ଯୋଗୁ ଆଗାମୀ ଦିନରେ ଦୁର୍ଘଟଣା ଘଟିବା ଯଥେଷ୍ଟ ସମ୍ଭାବନା ରହିଛି। ବ୍ଲକ ସଦରଠାରେ ଥିବା...

ଆଜିଠୁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ

ରାଜନଗର,୨୪।୧(ଡି.ଏନ୍‌.ଏ.) : କୁମ୍ଭୀର ଗଣନା ପାଇଁ ଗତ ୧୫ ତାରିଖରୁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ଥିଲା। ତେବେ ଏହା ଆଜି ସକାଳେ ଖୋଲିଛି। ପ୍ରଥମେ...

ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଚଢ଼ାଉ: ପରୀକ୍ଷା ହେବ ୧୧ ଖାଦ୍ୟ ନମୁନା

ଅନୁଗୋଳ ଅଫିସ, ୧୩।୧୦ – ପାର୍ବଣ ସମୟରେ ଅନୁଗୋଳ ସହରର ବିଭିନ୍ନ ସ୍ଥାନରେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଶନିବାର ଚଢ଼ାଉ କରାଯାଇଛି। ଜନସ୍ବାସ୍ଥ୍ୟ ବିଭାଗର ଅଧିକାରୀଙ୍କ...

ବାହାନଗା ବ୍ଲକ ୧୬ ନଂ. ଜାତୀୟ ରାଜପଥରେ ପୃଥକ ଦୁର୍ଘଟଣା: ୨ ଜଣଙ୍କ ଜୀବନ ଗଲା

ବାହାନଗା, ୧୯।୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ୧୬ ନଂ. ଜାତୀୟ ରାଜପଥର ମଙ୍ଗଳବାର ପୃଥକ ଦୁଇଟି ଦୃର୍ଘଟଣା ଘଟି ୨ଜଣଙ୍କ ମୃତ୍ୟୁ ଘଟିଛି। ଭୁବନେଶ୍ବରରେ...

ବଡ଼ଖଣ୍ଡାଏତା ଷ୍ଟେଶନରେ ରେଳରୋକୋ

କଟକ ସଦର,୪ା୩(ଡି.ଏନ୍‌.ଏ.): ବିଳମ୍ବରେ ଯାତ୍ରୀବାହୀ ଟ୍ରେନ ଚଳାଚଳ କରିବା ପ୍ରତିବାଦରେ କଟକ-ପାରାଦୀପ ରେଳପଥର ବଡ଼ଖଣ୍ଡାଏତା ଷ୍ଟେଶନରେ ମଙ୍ଗଳବାର ସକାଳେ ଯାତ୍ରୀମାନେ ୨ଘଣ୍ଟା ରେଳରୋକୋ କରିଥିଲେ। ସୂଚନା...

ଭିତରକନିକାରେ ୟୁଏନ୍‌ଡିପି, ଏକ୍ରିକ୍‌ ପ୍ରତିନିଧି ଦଳ

ରାଜନଗର, ୧୦।୮(ଡି.ଏନ.ଏ.):  ଓଡ଼ିଶାରେ ୨୫୮.୫୯ ବର୍ଗ କିମି ଲୁଣା ଜଙ୍ଗଲ ଥିବା ବେଳେ କେବଳ ଭିତରକନିକାରେ ୮୧ ପ୍ରତିଶତ ରହିଛି। ବ୍ରାହ୍ମଣୀ, ବୈତରଣୀ ଅବବାହିକାରେ ବିସ୍ତୁତ...

ହାତୀ ମୃତ୍ୟୁ ରୋକିବାକୁ ଗଠନ ହେବ ଜଏଣ୍ଟ ଟାସ୍କ ଫୋର୍ସ

କଟକ ଅଫିସ,୨୫।୮: ରାଜ୍ୟରେ ହାତୀ ମୃତ୍ୟୁ ମାମଲା ସାମ୍ନାକୁ ଆସିବାରେ ଲାଗିଛି। ତେବେ ଏହାକୁ ରୋକିବା ପାଇଁ ଜଏଣ୍ଟ ଟାସ୍କ ଫୋର୍ସ ଗଠନ କରାଯିବ। ପୋଲିସ...

Advertisement
Archives

Model This Week