ଏସ୍‌ଆରସିଙ୍କୁ ଭେଟିଲା ରାଜ୍ୟ ଭାଜପା

ଭୁବନେଶ୍ୱର,୨୨।୮(ବ୍ୟୁରୋ): ଏସ୍‌ଆରସି ପ୍ରଦୀପ କୁମାର ଜେନାଙ୍କୁ ଭେଟିଲା ରାଜ୍ୟ ଭାଜପା। ପୁରୀ ଜିଲାର ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରିବା ପରେ ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ରଙ୍କ ନେତୃତ୍ୱରେ ସୋମବାର ଏସ୍‌ଆରସିଙ୍କୁ ଭେଟି ଭାଜପା ବନ୍ୟା ବିଷୟରେ ଆଲୋଚନା କରିଛି। ଏପରିକି କଣାସ ବ୍ଲକ୍‌କୁ ବନ୍ୟା ପ୍ରଭାବିତ ଅଞ୍ଚଳ ଘୋଷଣା କରିବାକୁ ରାଜ୍ୟ ଭାଜପା ଦାବି କରିଥିବା ଜଣାପଡିଛି। ଏହାସହ ବ୍ଲକ୍‌ରେ ମାସକ ପର୍ଯ୍ୟନ୍ତ ରିଲିଫ୍‌ ଏବଂ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇ ଦେବାକୁ ଭାଜପା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରୁ ଆଉ ୫ ପଜିଟିଭ ଚିହ୍ନଟ: ଅଛନ୍ତି ଜଣେ ଘରୋଇ ହସ୍ପିଟାଲ କର୍ମଚାରୀ

ଭୁବନେଶ୍ୱର, ୧୫।୬(ବ୍ୟୁରୋ): ଭୁବନେଶ୍ୱରରୁ ସୋମବାର ୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ଜଣ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୨ଜଣ ସ୍ଥାନୀୟ...

ଭଡ଼ାଟିଆଙ୍କୁ ୬୨ ହଜାର ଛାଡ଼ କଲେ ଘର ମାଲିକ

ଭୁବନେଶ୍ୱର,୧୧ା୪ (ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନକ୍ରମେ ଆଉଜଣେ ଘର ମାଲିକ ବଦାନ୍ୟତା ଦେଖାଇଛନ୍ତି। ସେ ମାସକର ଘର ଭଡ଼ା ବାବଦକୁ ୬୨ ହଜାର ଟଙ୍କା ଛାଡ କରିଛନ୍ତି।...

ଜଳପଥରେ ଟାଟା ଷ୍ଟିଲର ପ୍ରଥମ ପରିବହନ

ଯାଜପୁର ଅଫିସ,୬ା୪: କଳିଙ୍ଗନଗର ଟାଟାର ସମ୍ପ୍ରସାରଣ ପ୍ରକଳ୍ପ ନିମନ୍ତେ ଭାରି ମେଶିନ୍‌ ଆଣିବାକୁ ଓଡ଼ିଶାରେ ପ୍ରଥମ ଥର ଅନ୍ତର୍ଦ୍ଦେଶୀୟ ଜଳପଥକୁ ବ୍ୟବହାର କରାଯାଇଛି। ଟାଟା ଷ୍ଟିଲ୍‌...

ଏଥର ଅମରନାଥ ଗୁମ୍ଫା ଆକୃତିର ତୋରଣ

କଟକ ଅଫିସ,୧୨ା୮: କରୋନା ମହାମାରୀ ଯୋଗୁ କଟକରେ ଗତ ୨ ବର୍ଷ ଧରି ନିରାଡମ୍ବର ଭାବେ ଦୁର୍ଗାପୂଜା ପାଳିତ ହୋଇଥିଲା। ହେଲେ ଚଳିତବର୍ଷ କରୋନା ସ୍ଥିତିରେ...

ଆଇପିଏସ୍‌ ସ୍ତରରେ ବଡ଼ ଅଦଳବଦଳ: କାହାକୁ ମିଳିଲା କେଉଁ ଦାୟିତ୍ୱ ଜାଣନ୍ତୁ …

ଭୁବନେଶ୍ୱର, ୧୪।୭(ବ୍ୟୁରୋ): କରୋନା ମହାମାରୀ ସମୟରେ ମଙ୍ଗଳବାର ରାଜ୍ୟ ସରକାର ଆଇପିଏସ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ଓ କଟକ...

ଆଜି ଜାତୀୟ ହସ୍ତତନ୍ତ ଦିବସ: ଅନ୍ତର୍ଜାତୀୟ ବଜାରରେ ବଢୁଛି ଓଡ଼ିଶା ହସ୍ତତନ୍ତର ଚାହିଦା

ଭୁବନେଶ୍ୱର, ୭ା୮(ବ୍ୟୁରୋ): ଫେରୁଛି ହସ୍ତତନ୍ତର ଲୋକପ୍ରିୟତା। ପୁଣିଥରେ ଆଦୃତ ହେଉଛି ଭାରତର ପାରମ୍ପରିକ ହସ୍ତତନ୍ତ। କେବଳ ବୟସ୍କ ନୁହଁନ୍ତି, ବର୍ତ୍ତମାନର ଯୁବପିଢୀମାନେ ହସ୍ତତନ୍ତ ପ୍ରତି ଅଧିକ...

ଶଙ୍ଖ ଧରିଲେ ବହଳଦାର ପୂର୍ବତନ ବିଧାୟକ

ଭୁବନେଶ୍ୱର,୧୬।୧(ବ୍ୟୁରୋ): ମୟୂରଭଞ୍ଜ ଜିଲା ବହଳଦାର ପୂର୍ବତନ ବିଧାୟକ ଲକ୍ଷ୍ମଣ ସୋରେନ ରବିବାର ବିଜେଡିରେ ଯୋଗ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ଶତାଧିକ...

ତିର୍ତ୍ତୋଲ ବ୍ଲକ ଲାଗି କଂଗ୍ରେସ ପ୍ରଚାର କମିଟି ଚୂଡ଼ାନ୍ତ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ତିର୍ତ୍ତୋଲ ବିଧାନସଭା ଆସନ ପାଇଁ ହେବାକୁ ଥିବା ଉପନିର୍ବାଚନକୁ ନେଇ ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ପକ୍ଷରୁ ଜୋର୍‌ଦାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।...

Advertisement
Archives

Model This Week