ରାଜ୍ୟ ବଜେଟ ୨୦୨୩-୨୪: ହରିଶ୍ଚନ୍ଦ୍ର ଯୋଜନା ସହାୟତା ରାଶି ବୃଦ୍ଧି

ଭୁବନେଶ୍ୱର,୨୪।୨(ବ୍ୟୁରୋ): ରାଜ୍ୟ ବଜେଟ ଉପସ୍ଥାପନ ବେଳେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ହରିଶ୍ଚନ୍ଦ୍ର ଯୋଜନାରେ ସହାୟତା ରାଶି ବୃଦ୍ଧି କରିଛନ୍ତି। ଗ୍ରାମାଞ୍ଚଳରେ ଏହି ସହାୟତା ରାଶିକୁ ୨ହଜାରରୁ ୩ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ, ସହରାଞ୍ଚଳରେ ଏହି ସହାୟତା ରାଶିକୁ ୩ହଜାରରୁ ୪ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଛେଳିକୁ ଗିଳିଦେଲା ଅଜଗର

ଖଲ୍ଲିକୋଟ,୨୧ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସିର ୮ ନମ୍ବର ଓ୍ବାର୍ଡ ଶ୍ୟାମସୁନ୍ଦରପୁରରେ ରବିବାରରେ ଏକ ଛେଳିକୁ ଅଜଗର ସାପ ଗିଳି ଦେଇଥିବା ଦେଖିବାକୁ...

ଏଣିକି ଯାଞ୍ଚ ହେବ ସ୍କୁଲ ବସ୍‌, ଖିଲାପ ଥିଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୧ା୭: ଏଣିକି ସ୍କୁଲ ବସ୍‌ରେ ନିୟମିତ ଯାଞ୍ଚ ହେବ। ସ୍କୁଲ ବସ୍‌ରେ ଅଗ୍ନି ନିରାପତ୍ତା ନିୟମ ପାଳନକୁ ସୁନିଶ୍ଚିତ କରିବା ଦିଗରେ ରାଜ୍ୟ ପରିବହନ ପ୍ରାଧିକରଣ...

୩ ଜଣଙ୍କୁ ଚାପିଦେଲା ଅଜଣାଗାଡ଼ି

ସୁନ୍ଦରଗଡ଼,୨୧।୭: ସୁନ୍ଦରଗଡ଼ ଜିଲା ୫୨୦ ନମ୍ବର ଜାତୀୟ ରାଜପଥ କାଲଟା ଫାଣ୍ଡି ବେଞ୍ଜାଢ଼ି ବ୍ରିଜ୍‌ରେ ରବିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଅଜଣାଗାଡ଼ି...

ଡ୍ୟାମକୁ ମାଛ ଧରିବାକୁ ଯାଇଥିଲେ: ଚାଲିଗଲା ୨ ଯୁବକଙ୍କ ଜୀବନ

ସୁନ୍ଦରଗଡ଼,୨୧।୭: ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ମନ୍ଦିରା ଡ୍ୟାମରେ ରବିବାର ଏକ ଅଘଟଣ ଘଟିଛି। ମାଛ ଧରିବାକୁ ଯାଇ ପାଣିରେ ବୁଡ଼ି ୨ଜଣ ଯୁବକଙ୍କ ମୃତ୍ୟୁ ଘଟିଛି।...

ସାଙ୍ଗମାନଙ୍କ ସହ ପାହାଡ଼ ଉପରକୁ ବୁଲିବା ପାଇଁ ଯାଇଥିଲେ ଯୁବକ, ଖସିପଡ଼ି ଚାଲିଗଲା ଜୀବନ

ରାଇକିଆ,୨୧ା୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନା ମଣ୍ଡାସରଠାରୁ ୫ କିମି ଦୂର ମଣ୍ଡକୁଟି ପାହାଡ଼ ଉପରୁ ଖସିପଡ଼ି ଯୁବକଙ୍କ ଜୀବନ ଯାଇଛି। ମୃତ ଯୁବକ...

ଦୀର୍ଘବର୍ଷ ଧରି ବନ୍ଦ ହୋଇପଡ଼ିଛି ପ୍ରାଣୀ ଚିକିତ୍ସା ସହାୟକ କେନ୍ଦ୍ର

ମୋରଡ଼ା,୨୧ା୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକର ଜନସାଧାରଣ ପ୍ରାୟତଃ ପଶୁ ସମ୍ପଦ ଓ ଚାଷକାର୍ଯ୍ୟ ଉପରେ ନିର୍ଭର କରି ଜୀବନଯାପନ କରନ୍ତି। ଅଧିକାଂଶ ଲୋକ...

କଳାହାଣ୍ଡିରେ ଝାଡ଼ାବାନ୍ତି: ଗାଁରେ ଡେରା ପକାଇଲା ମେଡ଼ିକାଲ ଟିମ୍‌

କୋକସରା,୨୧।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖୁଣ୍ଟିଆ ପଞ୍ଚାୟତ ଡଙ୍ଗରିପଡା ଗ୍ରାମରେ ଗତ କିଛିଦିନ ହେବ ଝାଡ଼ାବାନ୍ତି ବ୍ୟାପୁଥିବା ଦେଖିବାକୁ ମିଳିଛି। ଗ୍ରାମର...

ଗଛ ଉପୁଡ଼ି ମୁଖ୍ୟରାସ୍ତାରେ ପଡ଼ିଲା, ଯାତାୟାତ ବାଧାପ୍ରାପ୍ତ

ମାଥିଲି,୨୧ା୭(ସୁବାସ ଚନ୍ଦ୍ର ଖୁଡୁପିଆ): ମୁଖ୍ୟ ରାସ୍ତା ଲଗାଣ ବର୍ଷା ଯୋଗୁ ମାଲକାନଗିରି ଜିଲା ମାଥିଲି ବ୍ଲକଠାରୁ କିଆଙ୍ଗ ଓ ଛତିଶଗଡ଼କୁ ସଂଯୋଗ କରୁଥିବା କୋରାପଲ୍ଲୀ ଗଁା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri