ରାଜ୍ୟ ବଜେଟ: ଜାଣନ୍ତୁ କ’ଣ ରହିଛି ନୂଆ, କେଉଁ ଯୋଜନାରେ କେତେ ବ୍ୟୟବରାଦ…

ଭୁବନେଶ୍ୱର,୨୪।୨(ବ୍ୟୁରୋ): ଉପସ୍ଥାପନ ହୋଇଛି ରାଜ୍ୟ ବଜେଟ। ୨୦୨୩-୨୪ ଆର୍ଥିକ ବର୍ଷ ଲାଗି ୨ ଲକ୍ଷ ୩୦ ହଜାର କୋଟିର ବଜେଟକୁ ଶୁକ୍ରବାର ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଉପସ୍ଥାପନ କରିଛନ୍ତି। ବଜେଟରେ ଶିକ୍ଷା, ସ୍ବାସ୍ଥ୍ୟ, କୃଷି ଭଳି କ୍ଷେତ୍ରକୁ ଗୁରୁତ୍ୱ ଦିଆଯାଇଥିବା ବେଳେ ଅନେକ କିଛି ନୂଆ ଯୋଜନା ଲାଗି ବ୍ୟୟବରାଦ ହୋଇଥିବା ଦେଖାଯାଇଛି। ଜାଣନ୍ତୁ…

କ’ଣ ନୂଆ?
-ମୁଖ୍ୟମନ୍ତ୍ରୀ ପୁରସ୍କାର ଲାଗି ୧୩୯ କୋଟି
-ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ ଲାଗି ୧୨୦ କୋଟି
-ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର କଲ୍ୟାଣ ପାଣ୍ଠି ଲାଗି ୫୦ କୋଟି
-ମୁଖ୍ୟମନ୍ତ୍ରୀ ପାଓ୍ବାର ଡେଭେଲପ୍‌ମେଣ୍ଟ ପ୍ରୋଗ୍ରାମ ଲାଗି ୧୪୪୬ କୋଟି
-ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା ଲାଗି ୨୫୦ କୋଟି
-‘ଆମ ହସ୍ପିଟାଲ ଯୋଜନା ଲାଗି ୭୫୦ କୋଟି
-ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଲାଗି ୮୧୧ କୋଟି
-ଆମ ବସଷ୍ଟାଣ୍ଡ ଲାଗି ୧୫୦ କୋଟି
-ମହିଳା ଏସ୍‌ଏଚ୍‌ଜି ଉଦ୍ୟୋଗୀ ଲାଗି ୧୦୦ କୋଟି
-ବିଦେଶ ବିମାନ ଉଡ଼ାଣ ଲାଗି ୧୦୦ କୋଟି
-ମୁଖ୍ୟମନ୍ତ୍ରୀ ମତ୍ସଜୀବୀ କଲ୍ୟାଣ ଯୋଜନା ଲାଗି ୨୧୦ କୋଟି
-ବନ ସୁରକ୍ଷା ସମିତି ଲାଗି ୨୫୦ କୋଟି
-ମିଶନ ଶକ୍ତି ସ୍କୁଟର ଯୋଜନା ଲାଗି ୫୦ କୋଟି

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅବହେଳାର ପ୍ରତିବାଦ: ବର୍ଷାଜଳ ନିଷ୍କାସନ ନ ହେବାରୁ ଅନେକ ଗ୍ରାମର ଚାଷ ଜମି ଜଳମଗ୍ନ, ଆନ୍ଦୋଳନ ଚେତାବନୀ

ହାଟଡିହୀ/ଛେନାପଦୀ,୧୧।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନାହିଁ, ଯାହାଫଳରେ ଚାଷ କାର୍ଯ୍ୟରେ ଗୁରୁତର…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ନିଖୋଜ ହୋଇଥିଲେ ୧୬ ବର୍ଷିୟା ନାବାଳିକା: ପାରଳାଖେମୁଣ୍ଡିରୁ ମହିଳାଙ୍କୁ ଗିରଫ କଲା ପଶ୍ଚିମବଙ୍ଗ ପୋଲିସ

ପାରଳାଖେମୁଣ୍ଡି,୧୧।୮(ଗିରିଧାରୀ ପରିଛା): ନାବାଳିକା ଅପହରଣ ମାମଲାରେ ଗଜପତି ଜିଲା ପାରଳାଖେମୁଣ୍ଡି ସହରର ବିଶ୍ୱନାଥ ନଗରରେ ଏକ ଭଡ଼ା ଘରେ ରହୁଥିବା ଝୁନି ଜେନା ନାମକ ଜଣେ ମହିଳାଙ୍କୁ…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସମୁଦ୍ର କୂଳ ଖାଉଛି, ବିପଦରେ ଆର୍ଯ୍ୟପଲ୍ଲୀ: ପଥର ବନ୍ଧ ନିର୍ମାଣ ଦାବିରେ ପ୍ରଶାସନର ଦ୍ୱାରସ୍ଥ ହେଲେ…

ଛତ୍ରପୁର, ୧୧/୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଦିନକୁ ଦିନ ସମୁଦ୍ର କୂଳ ଧସି ଗ୍ରାମ ଆଡ଼କୁ ମାଡ଼ି ଆସୁଥିବାରୁ ଭୟଭୀତ ଅବସ୍ଥାରେ ରହିଛନ୍ତି ଛତ୍ରପୁର ପୌରପରିଷଦ ଅନ୍ତର୍ଗତ…

ଧାନ ରୁଆ ବେଳେ ଅଘଟଣ, ବଜ୍ରପାତରେ ଚାଲିଗଲା ୪ ମହିଳାଙ୍କ ଜୀବନ

ସୁନ୍ଦରଗଡ,୧୧ା୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ପୃଥକ ପୃଥକ ସ୍ଥାନରେ ମଙ୍ଗଳବାର ବ୍ରଜପାତ ଘଟି ୪ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତା ମହିଳାମାନେ ହେଲେ ଛତିଶଗଡ଼…

ତାଳବଣିଆ ଛକ ନିକଟରେ ଓଲଟିଲା ଶ୍ରମିକ ବୋଝେଇ ପିକ୍‌ଅପ୍‌: ଜଣେ ମୃତ, ୨୦ରୁ ଊର୍ଦ୍ଧ୍ୱ ଆହତ

ଜଳେଶ୍ୱର, ୧୧।୮ (ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ନାମ୍ପ ପଞ୍ଚାୟତର ତାଳବଣିଆ ଛକ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଶ୍ରମିକ ବୋଝେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri