ଆଜି ରାଜ୍ୟ ବଜେଟ: ନୂଆ ଯୋଜନା ଆଣିବେ ସରକାର, ଏହି ଦୁଇ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଲାଗିବ ମୋହର

ଭୁବନେଶ୍ୱର,୧୭।୨ (ଅନୁରାଧା ମହାରଣା): ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ। ରାଜ୍ୟର ଅର୍ଥ ବିଭାଗ ଦାୟିତ୍ୱ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଥିବାବେଳେ ତାଙ୍କ ବଜେଟ ପେଡ଼ିରେ କ’ଣ ରହିଛି ତାହାକୁ ନେଇ ଅନେକ ଚର୍ଚ୍ଚା ଚାଲିଛି । ଗତ ଆର୍ଥିକ ବର୍ଷ ତୁଳନାରେ ଚଳିତ ବଜେଟର ଆକାର ପ୍ରାୟ ୩୦ ହଜାର କୋଟି ବୃଦ୍ଧି ହେବ ବୋଲି ଆକଳନ କରାଯାଉଛି। ଫଳରେ ବ୍ୟୟବରାଦ ୩ ଲକ୍ଷ କୋଟି ଟଙ୍କା ଛୁଇଁବା ସମ୍ଭାବନା ରହିଛି।

୨୦୨୫-୨୬ ଆର୍ଥିକବର୍ଷ ବଜେଟରେ ନିଯୁକ୍ତି ଓ ଉତ୍ପାଦନ ଉପରେ ମୋହନ ସରକାର ଗୁରୁତ୍ୱ ଦେଇପାରନ୍ତି। ଗାଁରେ ଆର୍ଥିକ ସ୍ରୋତ ସୃଷ୍ଟି କରିବାକୁ ସରକାର ନୂଆ ଯୋଜନା ଆଣିପାରନ୍ତି ବୋଲି ବିଶେଷଜ୍ଞମାନେ କହୁଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଲୋକମତ, ଅର୍ଥନୀତି ବିଶେଷଜ୍ଞ, ପୂର୍ବତନ ଅର୍ଥମନ୍ତ୍ରୀ ଓ ଅର୍ଥ ସଚିବଙ୍କ ପରାମର୍ଶରେ ବଜେଟ ପ୍ରସ୍ତୁତ ହୋଇଛି। ଭାଜପାର ନିର୍ବାଚନୀ ସଂକଳ୍ପପତ୍ରରେ ଦିଆଯାଇଥିବା ପ୍ରତିଶ୍ରୁତିକୁ ଗୁରୁତ୍ୱ ଦେଇ ବଜେଟରେ ଅର୍ଥ ବ୍ୟୟବରାଦ ହୋଇଥିବା ଆଶା କରାଯାଉଛି। କୃଷକଙ୍କ ଆୟ ବୃଦ୍ଧି ଏବଂ ମହିଳା ସଶକ୍ତୀକରଣ ଉପରେ ମୋହନ ସରକାର ଗୁରୁତ୍ୱ ଦେଉଥିବାରୁ ଏଥିପାଇଁ ବଜେଟରେ ବିଶେଷ ଧ୍ୟାନ ଦିଆଯାଇଥାଇପାରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri