୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ।

ଅଫିସ୍ କାର୍ଯ୍ୟ ପେପରଲେସ୍‌ କରିବାକୁ ପ୍ରସ୍ତାବ ପାରିତ ହୋଇଛି ।  ବ୍ଲକ ସ୍ତର ପର୍ଯ୍ୟନ୍ତ ଅଫିସ୍ କାର୍ଯ୍ୟ ପେପରଲେସ୍ କରିବାକୁ ନିଷ୍ପତ୍ତି । ସେମି କଣ୍ଡକ୍ଟର ନୀତିର ତୃତୀୟ ସଂଶୋଧନକୁ ମଞ୍ଜୁରୀ । ସେହିପରି OSWAS-2.O କାର୍ଯ୍ୟକାରିତା ପାଇଁ ନିଷ୍ପତ୍ତି ହୋଇଛି ।

ଅନ୍ୟପଟେ ଅସହାୟ ଶିଶୁଙ୍କ ପାଇଁ ‘ଯଶୋଦା’ ଓ ‘ଆଶୀର୍ବାଦ’ ଯୋଜନା ଜାରି ରହିବ । ଏହି ୨ ଯୋଜନା ପାଇଁ କ୍ୟାବିନେଟ୍‌ରେ ୨୯୬.୯୯ କୋଟି ଅନୁମୋଦିତ ହୋଇଛି । ପାର୍ବତୀ ଗିରି ମେଗା ଉଠାଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ । ଜଳାଶୟ ଓ କ୍ଷୁଦ୍ର ଉଠା ଜଳସେଚନ ପ୍ରକଳ୍ପ ପାଇଁ ୩୮୯ କୋଟି ମଞ୍ଜୁର ହୋଇଛି । ISM 2.O ସହ ସମନ୍ବୟ ରକ୍ଷା କରି ସେମି କଣ୍ଡକ୍ଟ ନିର୍ମାଣ ନିଷ୍ପତ୍ତି । ଯୋଗ୍ୟ ପୁଞ୍ଜି ଖର୍ଚ୍ଚର ୨୫% ଅତିରିକ୍ତ ସହାୟତା ରାଜ୍ୟ ବହନ କରିବ । ବୈଠକରେ ଶକ୍ତି ବିଭାଗର ୨ଟି ପ୍ରସ୍ତାବ ପାରିତ ହୋଇଛି ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସୋମବାରରୁ ୩ ଦିନ ବ୍ୟାଙ୍କ ଷ୍ଟ୍ରାଇକ୍‌: ଜାଣନ୍ତୁ ରବିବାର କେଉଁ ବ୍ୟାଙ୍କ ଖୋଲା, କେଉଁଟା ବନ୍ଦ?

ନୂଆଦିଲ୍‌ଲୀ,୨୭।୯: ୨୮ ସେପ୍ଟେମ୍ୱର ଅର୍ଥାତ ସୋମବାରଠାରୁ ଦେଶର ସମସ୍ତ ବ୍ୟାଙ୍କ ତିନି ଦିନିଆ ଧର୍ମଘଟକୁ ଯାଉଛନ୍ତି। ଏହି ଧର୍ମଘଟ ୩୦ ସେପ୍ଟେମ୍ୱର ପର୍ଯ୍ୟନ୍ତ ଚାଲିବ, ଯାହା ଫଳରେ…

ବୌଦ୍ଧ ବିଧାୟକଙ୍କ ନାଁରେ ଗିରଫ ପରୱାନା

ହରଭଙ୍ଗା,୨୭ା୯(ନରେନ୍ଦ୍ର କୁମାର ସାହୁ): ୨୦୨୪ରେ ଅନୁଷ୍ଠିତ ୧୭ତମ ବିଧାନସଭା ନିର୍ୱାଚନ ସମୟରେ ବର୍ତ୍ତମାନର ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

ହୀରାକୁଦର ୨୦ ଗେଟ୍‌ ଖୋଲିଲା: ବୈତରଣୀରେ ୮, ସାଳନ୍ଦୀରେ ୬ ବନ୍ୟା

ଭୁବନେଶ୍ୱର, ୨୭ା୯ (ବନ୍ଦନା ସେଠୀ): ଲଗାଣ ବର୍ଷା ଯୋଗୁ ଓଡ଼ିଶାର ବିଭିନ୍ନ ନଦୀରେ ବନ୍ୟାସ୍ଥିତି ଗମ୍ଭୀର ହୋଇଚାଲିଛି। ଦକ୍ଷିଣ ଓଡ଼ିଶାରେ ଦୁଇଦିନ ଧରି କେତେକ ନଦୀରେ ବନ୍ୟା…

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?