ରାଜ୍ୟ କ୍ୟାବିନେଟରେ ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ: ଏସ୍‌ଏଚ୍‌ଜି ମହିଳାଙ୍କ ପାଇଁ ଖୁସି ଖବର, ଏଣିକି ମିଳିବ…

ଭୁବନେଶ୍ୱର, ୧୬।୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ରାଜ୍ୟ କ୍ୟାବିନେଟ୍‌ ବୈଠକ ବସିଥିଲା। ଏଥିରେ ୧୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ କରାଯାଇଛି।
ବୁଣାକାରଙ୍କୁ ଅଧିକ ସହାୟତା ଦେବାକୁ ଯୋଜନା ଉପରେ କ୍ୟାବିନେଟ ଅନୁମୋଦନ ମିଳିଛି । ଏଣିକି ବୁଣାକାର ୨ହଜାରରୁ ଅଢ଼େଇ ହଜାର ସହାୟତା ପାଇବେ।
ସେହିପରି ଏସ୍‌ଏଚ୍‌ଜି ମହିଳାଙ୍କୁ ୧ହଜାର ଟଙ୍କା ଲେଖାଏ ୟୁନିଫର୍ମ ସହାୟତା ମିଳିବ । ୭୦ଲକ୍ଷ ମହିଳା ହଜାରେ ଟଙ୍କା ଲେଖାଏ ପାଇବେ । ଏକଜିକ୍ୟୁଟିଭ ମେମ୍ବରଙ୍କୁ ବ୍ଲେଜର ପାଇଁ ଆଉ ୨ହଜାର ଟଙ୍କା ମିଳିବ । ସେହିପରି ନୂଆ-ଓ ସ୍କଲାରସିପକୁ କ୍ୟାବିନେଟର ମଞ୍ଜୁରୀ ମିଳିଛି । ଛାତ୍ରୀମାନଙ୍କୁ ୧୦ହଜାର ଓ ଛାତ୍ରଙ୍କୁ ୯ହଜାର ଟଙ୍କା ମିଳିବ ।


Enter your email to get our daily news in your inbox.

All Right Reserved By Dharitri.Com

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri